Home Bibles ଯୋହନଲିଖିତ ସୁସମାଚାର 1:35 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 1:35 · ଓଡ଼ିଆ ବାଇବେଲ

ତହିଁ ଆରଦିନ ଯୋହନ ପୁଣି ସଠାେରେ ଥିଲେ। ତାଙ୍କ ସହିତ ତାହାଙ୍କର ଦୁଇ ଜଣ ଶିଷ୍ଯ ଥିଲେ।

Cross references

ମଲାଖୀ 3:16

ଯେଉଁମାନେ ପରମେଶ୍ବରଙ୍କୁ ଭୟ କରନ୍ତି ନିଜନିଜ ମଧିଅରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସମାନଙ୍କେ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସହେିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସହେି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି।

ଯୋହନଲିଖିତ ସୁସମାଚାର 3:25

ଯୋହନଙ୍କର କେତକେ ଶିଷ୍ଯଙ୍କର ସହିତ ଜଣେ ୟିହୁଦୀଙ୍କର ୟୁକ୍ତିତର୍କ ହେଲା। ସମାନେେ ତାହାଙ୍କ ସହିତ ଧର୍ମ ସଂକ୍ତାନ୍ତୀୟ ଶୁଚିକରଣ ବିଷୟ ରେ ତର୍କ କରୁଥିଲେ।

Interlinear

Choose Theme