Home Bibles ଯୋହନଲିଖିତ ସୁସମାଚାର 1:40 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 1:40 · ଓଡ଼ିଆ ବାଇବେଲ

ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟ ରେ ଶୁଣି ତାହାଙ୍କର ଅନୁସରଣ କରିଥିଲେ, ସେ ଦୁଇ ଜଣଙ୍କ ମଧ୍ଯରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମାନେ ପିତରଙ୍କର ଭାଇ ଥିଲେ।

Cross references

ମାଥିଉଲିଖିତ ସୁସମାଚାର 4:18

ଯୀଶୁ ଗାଲୀଲୀ ହ୍ରଦ ପାଖ ଦଇେ ଯାଉଥିଲେ। ସେ (ପିତର ନାମ ରେ ଖ୍ଯାତ) ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟଙ୍କୁ ଦାଖିଲେ। ସମାନେେ ହ୍ରଦ ରେ ଜାଲ ପକାଉଥିଲେ। ସମାନେେ, ବ୍ଯବସାୟ ରେ କେଉଟ ଥିଲେ।

ମାଥିଉଲିଖିତ ସୁସମାଚାର 10:2

ସହେି ବାରଜଣ ଶିଷ୍ଯଙ୍କ ନାମ ଏହିଭଳି: ଶିମାନେ(ଯାହାଙ୍କୁ ପିତର ବୋଲି କୁହାୟାଏ), ତାହାଙ୍କ ଭାଇ ଆନ୍ଦ୍ରିୟ, ଜବଦେିଙ୍କ ପୁଅ ଯାକୁବ ଓ ତାହାଙ୍କ ଭାଇ ଯୋହନ।

ମାର୍କଲିଖିତ ସୁସମାଚାର 1:16

ଯୀଶୁ ଗଲିଲୀ ହ୍ରଦ ଦଇେ ୟିବା ସମୟରେ ଶିମାନେ ଓ ତାହାଙ୍କ ଭାଇ ଆନ୍ଦ୍ରିୟକୁ ଦେଖିଲେ। ଶିମାନେ, ପିତରଙ୍କର ଏହା ଅନ୍ୟ ଏକ ନାମ। ସହେି ଦୁଇ ଜଣ କେଉଟ ଥିଲେ। ମାଛ ଧରିବା ପାଇଁ ସମାନେେ ହ୍ରଦ ଭିତରକୁ ଜାଲ ଫିଙ୍ଗୁଥିଲେ।

ଲୂକଲିଖିତ ସୁସମାଚାର 5:2

ଯୀଶୁ ହ୍ରଦ କୂଳ ରେ ଦୁଇଟି ଡଙ୍ଗା ଥୁଆ ହାଇେଥିବାର ଦେଖିଲେ। କେଉଟମାନେ ସହେି ଡଙ୍ଗାରୁ ଓହା୍ଲଇ ତାହାଙ୍କ ଜାଲ ଧୋଉଥିଲେ।

ଯୋହନଲିଖିତ ସୁସମାଚାର 1:40

ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟ ରେ ଶୁଣି ତାହାଙ୍କର ଅନୁସରଣ କରିଥିଲେ, ସେ ଦୁଇ ଜଣଙ୍କ ମଧ୍ଯରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମାନେ ପିତରଙ୍କର ଭାଇ ଥିଲେ।

ଯୋହନଲିଖିତ ସୁସମାଚାର 6:8

ସଠାେରେ ଆଉଜଣେ ଶିଷ୍ଯ, ଆନ୍ଦ୍ରିୟ ଉପସ୍ଥିତ ଥିଲେ, ସେ ଶିମାନେ ପିତରଙ୍କର ଭାଇ। ଆନ୍ଦ୍ରିୟ କହିଲେ,

ରେରିତମାନଙ୍କ କାର୍ଯ୍ୟର ବିବରଣ 1:13

ପ୍ ରରେିତମାନେ ସଠାେରେ ପହଞ୍ଚି ଉପରମହଲାର ଏକ କଠାେରୀ ଭିତରକୁ ଗଲେ, ସଠାେରେ ସମାନେେ ରହିଲେ। ଏ ପ୍ ରରେିତମାନେ ପିତର, ଯୋହନ ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବର୍ଥଲମା, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମାନେ ଓ ଯାକୁବର ପୁତ୍ର ୟିହୂଦା ଥିଲେ।

Interlinear

Choose Theme