ଯୋହନଲିଖିତ ସୁସମାଚାର 1:46 · ଓଡ଼ିଆ ବାଇବେଲ
ନିଥନିଯଲେ ଫିଲିପ୍ପଙ୍କୁ କହିଲେ, ନାଜରିତ, ନାଜରିତରୁ କ'ଣ କୌଣସି ଉତ୍ତମ ବସ୍ତୁ ଉତ୍ପନ୍ନ ହାଇପୋ ରେ?
Cross references
ଲୂକଲିଖିତ ସୁସମାଚାର 4:28
ସମାଜଗୃହର ରେ ଥିବା ସବୁଲୋକେ ଯୀଶୁଙ୍କ ଏହି କଥା ସବୁ ଶୁଣି ଖୁବ୍ ରାଗିଗଲେ।
ଲୂକଲିଖିତ ସୁସମାଚାର 12:57
ଯାହା ଠିକ୍, ତାହା ତୁମ୍ଭମାନେେ ନିଜେ ନିଷ୍ପତ୍ତି କରି ପାରୁନାହଁ କାହିଁକି?
ଯୋହନଲିଖିତ ସୁସମାଚାର 4:29
ମୁଁ ଯାହା କିଛିକରିଛି, ପ୍ରେତ୍ୟକକ କଥା ମାେତେ ଜଣେ ଲୋକ କହି ଦେଲେ। ତୁମ୍ଭେ ସହେି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହାଇେ ପାରନ୍ତି।
ଯୋହନଲିଖିତ ସୁସମାଚାର 7:41
ଅନ୍ୟମାନେ କହିଲେ, ସେ ଖ୍ରୀଷ୍ଟ।
ଯୋହନଲିଖିତ ସୁସମାଚାର 7:52
ଯିହୂଦୀନେତାମାନେ ଉତ୍ତର ଦେଲେ, ତୁମ୍ଭେ କ'ଣ ସହେି ଗାଲିଲୀୟମାନଙ୍କ ମଧ୍ଯରୁ ଜଣେ? ଧର୍ମଶାସ୍ତ୍ରଗୁଡିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ଯଦ୍ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।
ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:21
କିନ୍ତୁ ପ୍ରେତ୍ୟକକ କଥାର ସତ୍ଯାସତ୍ଯ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ।