Home Bibles ଯୋହନଲିଖିତ ସୁସମାଚାର 1:8 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 1:8 · ଓଡ଼ିଆ ବାଇବେଲ

ଯୋହନ ନିଜେ ଆଲୋକ ନଥିଲେ। କିନ୍ତୁ ସେ ଲୋକମାନଙ୍କୁ ଆଲୋକ ବିଷୟ ରେ କହିବା ପାଇଁ ଆସିଥିଲେ।

Cross references

ଯୋହନଲିଖିତ ସୁସମାଚାର 1:20

ଯୋହନ ମୁକ୍ତ ଭାବରେ କହିଲେ। ସେ ଉତ୍ତର ଦବୋ ପାଇଁ ଅସ୍ବୀକାର କଲେ ନାହିଁ। ଯୋହନ ସ୍ପଷ୍ଟ ଭାବେ ଲୋକମାନଙ୍କୁ ଏହି କଥା କହିଲେ, ମୁଁ ଖ୍ରୀଷ୍ଟ ନୁହେଁ।

ଯୋହନଲିଖିତ ସୁସମାଚାର 3:28

ତୁମ୍ଭମାନେେ ନିଜେ ମାରେ କହିବା ଶୁଣିଛ ଯେ 'ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ଯ ରେ ଈଶ୍ବର ମାେତେ ପଠାଇଛନ୍ତି।'

ରେରିତମାନଙ୍କ କାର୍ଯ୍ୟର ବିବରଣ 19:4

ପାଉଲ ଏହାଶୁଣି କହିଲେ, ଯୋହନଙ୍କର ବାପ୍ତିସ୍ମର ଉଦ୍ଦେଶ୍ଯ ଥିଲା, ଲୋକମାନେ ଯେପରି ନିଜର ମନ ପରିବର୍ତ୍ତନ କରନ୍ତି। ତେଣୁ ଯେଉଁମାନେ ତାହାଙ୍କ ନିକଟକୁ ଆସୁଥିଲେ, ସେ ସହେି ଲୋକମାନଙ୍କୁ ତାହାଙ୍କ ପରେ ଆସୁଥିବା ବ୍ଯକ୍ତି, ଅର୍ଥାତ୍ ଯୀଶୁଙ୍କଠା ରେ ବିଶ୍ବାସ କରିବା ନିମନ୍ତେ କହୁଥିଲେ।

Interlinear

Choose Theme