ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।
Cross references
ତୁମ୍ଭମାନେେ ଚୁକ୍ତି ଅନୁସାରେ ପ୍ରଭୁଙ୍କ ଶିକ୍ଷାସମୂହକୁ ଅନୁସରଣ କର। ତୁମ୍ଭମାନେେ ଯଦି ସେ ଆଦେଶକୁ ଅନୁସରଣ ନ କରିବ ତବେେ ତୁମ୍ଭମାନେେ ଭୁଲ୍ ପଥରେ ୟିବ। ସହେି ଭୁଲ ଆଦେଶ ଆଗତ ଭବିଷ୍ଯତ୍ କହୁଥିବା ବ୍ଯକ୍ତି ଗୁଣିଆମାନଙ୍କଠାରୁ ଆସିଛି। ସେ ଆଦେଶ ନିରର୍ଥକ। ତୁମ୍ଭମାନେେ ତାହା ଅନୁସରଣ କଲେ କିଛି ଲାଭ ତୁମ୍ଭମାନଙ୍କର ହବେ ନାହିଁ।
ପୁଣି ସଦାପ୍ରଭୁ କହିଲେ, ତୁମ୍ଭେ ଯାକୁବର ପରିବାରବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇଶ୍ରାୟେଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସବେକ ହବେ ; ଏହା ଅତି କ୍ଷୁଦ୍ର ବିଷଯ ; ତୁମ୍ଭେ ଯେପରି ପୃଥିବୀର ଶଷେ ସୀମା ପର୍ୟ୍ଯନ୍ତ ଆମ୍ଭ କୃତ ପରିତ୍ରାଣ ସ୍ବରୂପ ହବେ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କର ଦୀପ୍ତିସ୍ବରୂପ କରିବା।
କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତବେେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହାଇୟିବେ। ତୁମ୍ଭ ଭିତରର ସହେି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହାଇଯୋଏ ତବେେ ସେ ଅନ୍ଧକାର କେତେ ଘନୀଭୁତ ନ ହବେ!
ତାହାଙ୍କଠା ରେ ଜୀବନ ଥିଲା। ସହେି ଜୀବନ ପୃଥିବୀର ଲୋକମାନଙ୍କ ପାଇଁ ଆଲୋକ ଥିଲା।
ସେ ଲୋକମାନଙ୍କୁ ସହେି ଆଲୋକ ବିଷୟ ରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ଯମ ରେ ସବୁ ଲୋକ ଆଲୋକ ଖ୍ରୀଷ୍ଟଙ୍କ ବିଷୟ ରେ ଶୁଣିପାରିଲେ ଓ ବିଶ୍ବାସ କରିପାରିଲେ।
ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ସ୍ବର୍ଗର ଖାଦ୍ୟ ତୁମ୍ଭ ଲୋକମାନଙ୍କୁ ଦଇେଥିବା ଲୋକ ମାଶାେ ନୁହନ୍ତି। ମାରେ ପରମପିତା ତୁମ୍ଭମାନଙ୍କୁ ସ୍ବର୍ଗର ପ୍ରକୃତ ଖାଦ୍ୟ ଖାଇବାକୁ ଦିଅନ୍ତି।
ସଠାେରେ ବହୁତ ଲୋକ ଥିଲେ। ସମାନଙ୍କେ ମଧ୍ଯରୁ ଅନକେେ ଗୋପନ ରେ ନିଜ ନିଜ ଭିତ ରେ ଯୀଶୁଙ୍କ ବିଷୟ ରେ କଥାବାର୍ତ୍ତା ହେଉଥିଲେ। କେତକେ ଲୋକ କହିଲେ, ସେ ଜଣେ ଉତ୍ତମ ଲୋକ। କିନ୍ତୁ ଅନ୍ୟମାନେ କହୁଥିଲେ, ନା, ସେ ଲୋକମାନଙ୍କୁ ପ୍ରତାରଣା କରୁଛି।
ମୁଁ ଆଲୋକ ଓ ମୁଁ ଏ ଜଗତକୁ ଆସିଛି। ମାରେ ଆସିବାର କାରଣ, ମାଠାେ ରେ ବିଶ୍ବାସ ରଖିଥିବା ପ୍ରେତ୍ୟକକ ଲୋକ କବେେ ଅନ୍ଧକାର ରେ ରହିବ ନାହିଁ।
ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।
ଯୀଶୁ କହିଲେ, ମୁଁ ହେଉଛ ପ୍ରକୃତ ଦ୍ରାକ୍ଷାଲତା ଓ ମାରେ ପରମପିତା କୃଷକ ଅଟନ୍ତି।
କିନ୍ତୁ ତୁମ୍ଭ ଭାଇ ଓ ଭଉଣୀମାନଙ୍କ ପାଇଁ ସହେି ଦିନଟି ଚୋର ଆସିବା ଭଳି ଆଶ୍ଚର୍ୟ୍ଯର କଥା ହବେ ନାହିଁ, କାରଣ ତୁମ୍ଭମାନେେ ଅନ୍ଧକାର ରେ ବାସ କରୁ ନାହଁ।
ଯଦି ଆମ୍ଭେ କହୁ, ଆମ୍ଭମାନଙ୍କର କିଛି ପାପ ନାହିଁ, ତବେେ ଆମ୍ଭେ ନିଜେ ନିଜକୁ ଠକୁଛୁ ଏବଂ ଆମ୍ଭଠା ରେ ସତ୍ଯ ନାହିଁ।
ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ ଆଉ ଗୋଟିଏ ନୂତନ ଆଜ୍ଞା ବିଷୟ ରେ ଲେଖୁଛି, ଏହାର ସତ୍ଯତା ଯୀଶୁଙ୍କଠା ରେ ଓ ତୁମ୍ଭମାନଙ୍କ ଜୀବନ ରେ ମଧ୍ଯ ଦେଖିପାରିବ। କାରଣ ଅନ୍ଧକାର ଘୁଞ୍ଚି ଯାଉଅଛି ଓ ସତ୍ଯ ଜ୍ଯୋତିଃ ପ୍ରକାଶିତ ହେଲାଣି।
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।