Home Bibles ଯୋହନଲିଖିତ ସୁସମାଚାର 10:34 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 10:34 · ଓଡ଼ିଆ ବାଇବେଲ

ଯୀଶୁ ଉତ୍ତର ଦେଲେ, ତୁମ୍ଭ ବ୍ଯବସ୍ଥା ରେ ଏହା ଲଖାେ ଅଛି, 'ଆମ୍ଭେ କହିଲୁ, ତୁମ୍ଭମାନେେ ଈଶ୍ବରଗଣ।'

Cross references

ଯାତ୍ରା ପୁସ୍ତକ 4:16

ତୁମ୍ଭ ପାଇଁ ହାରୋଣ ଲୋକମାନଙ୍କୁ କହିବ। ତୁମ୍ଭେ ତା ପାଇଁ ପରମେଶ୍ବର ପରି ଏବଂ ସେ ତୁମ୍ଭର ପ୍ରବକ୍ତା।

ଯାତ୍ରା ପୁସ୍ତକ 7:1

ସଦାପ୍ରଭୁ ମାଶାଙ୍କେୁ କହିଲେ, ମୁଁ ତୁମ୍ଭଙ୍କୁ ଫାରୋଙ୍କ ନିକଟରେ ପରମେଶ୍ବର ତୁଲ୍ଯ କରିଅଛି। ଏବଂ ତୁମ୍ଭର ଭାଇ ହାରୋଣ ତୁମ୍ଭର ଭବିଷ୍ଯଦବକ୍ତା ହବେ।

ଯାତ୍ରା ପୁସ୍ତକ 22:28

ତୁମ୍ଭେ କୌଣସି ଅବଜ୍ଞା କରିବ ନାହିଁ ଆପଣା ପରମେଶ୍ବରଙ୍କୁ। ଏବଂ ତୁମ୍ଭର କୌଣସି ଅଧକ୍ଷ୍ଯଙ୍କୁ ଶାପ ଦବେ ନାହିଁ।

ଗୀତସଂହିତା 82:1

ପରେମେଶ୍ବର ପରମେଶ୍ବରଙ୍କ ମଣ୍ଡଳୀ ମଧ୍ୟରେ ଛିଡ଼ା ହୁଅନ୍ତି। ସେ ବିଚାରକର୍ତ୍ତାମାନଙ୍କ ମଧ୍ୟରେ ବିଚାର କରନ୍ତି।

ଗୀତସଂହିତା 82:6

ମୁଁ (ପରମେଶ୍ବର) କହିଲି, ତୁମ୍ଭମାନେେ ଈଶ୍ବରଗଣ ଓ ସର୍ବୋପରିସ୍ଥ ପରମେଶ୍ବରଙ୍କର ସନ୍ତାନ।

ଗୀତସଂହିତା 138:1

ହେ ପରମେଶ୍ବର, ମୁଁ ମାରେ ହୃଦଯ ସହିତ ତୁମ୍ଭର ପ୍ରଶଂସା ଗାନ କରିବି। ସମସ୍ତ ଦବେତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି।

ଯୋହନଲିଖିତ ସୁସମାଚାର 8:17

ତୁମ୍ଭର ବିଧି ବ୍ଯବସ୍ଥା କୁ ହେ ଯେ କୌଣସି ଘଟଣା ସମ୍ବନ୍ଧ ରେ ଯଦି ଦୁଇ ଜଣ ସାକ୍ଷୀ ସମାନ କଥା କହନ୍ତି, ତବେେ ତୁମ୍ଭେ ନିଶ୍ଚୟ ସମାନଙ୍କେ କଥା ଗ୍ରହଣ କରିବ।

ଯୋହନଲିଖିତ ସୁସମାଚାର 12:34

ଲୋକମାନେ କହିଲେ, ଆମ୍ଭ ବ୍ଯବସ୍ଥା କୁ ହେ ଯେ, ଖ୍ରୀଷ୍ଟ ଚିରଦିନ ପାଇଁ ଜୀବିତ ରହିବେ। ତବେେ ତୁମ୍ଭେ କାହିଁକି କହୁଛ ଯେ 'ମନୁଷ୍ଯ ପୁତ୍ର ନିଶ୍ଚୟ ଉର୍ଦ୍ଧ୍ବକୁ ଯିବେ?' ଏହି ମନୁଷ୍ଯପୁତ୍ର କିଏ?

ଯୋହନଲିଖିତ ସୁସମାଚାର 15:25

ଏସବୁ ଘଟିବା ଦ୍ବାରା ତାହାଙ୍କ ବିଧି ବ୍ଯବସ୍ଥା ରେ ଯାହା ଲଖାେଥିଲା ତାହା ସତ୍ଯ ହେଲା: ' ସମାନେେ ମାେତେ ବିନା କାରଣ ରେ ଘୃଣା କଲେ।'

ରୋମୀୟଙ୍କ ପ୍ରତି ପତ୍ର 3:10

ଶାସ୍ତ୍ର ରେ ଏହିପରି ଲଖାେ ଅଛି,

Interlinear

Choose Theme