ଏହି ଧର୍ମଶାସ୍ତ୍ର କୁ ହେ ଯେ ଯେଉଁମାନେ ପରମେଶ୍ବରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସମାନେେ ଇଶ୍ବରଗଣ। ଆଉ ଶାସ୍ତ୍ରର ବାକ୍ଯ ସର୍ବଦା ସତ୍ଯ।
Cross references
ଏହି ସବୁ ଘଟିୟିବା ପରେ ସଦାପ୍ରଭୁଙ୍କର ବାକ୍ଯ ଦର୍ଶନ ରେ ଅବ୍ରାମ ନିକଟକୁ ଆସିଲେ। ଏହା କହି, ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦବେି।
ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ଯଦ୍ ବକ୍ତଙ୍କକ୍ସ୍ଟ ପଠାଇବେ। ଏହି ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ବାଛିବେ। ସେ ମାେ ତକ୍ସ୍ଟଲ୍ଯ ହବେ। ତୁମ୍ଭମାନେେ ସହେି ଭବିଷ୍ଯଦ୍ ବକ୍ତାଙ୍କ କଥାକକ୍ସ୍ଟ ପାଳନ କରିବ।
ଆମ୍ଭେ ସମାନଙ୍କେ ନିମନ୍ତେ ସମାନଙ୍କେ ଭାତୃଗଣ ମଧ୍ଯରକ୍ସ୍ଟ ତକ୍ସ୍ଟମ୍ଭ ସଦୃଶ ଜଣେ ଭବିଷ୍ଯଦ୍ ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମକ୍ସ୍ଟଖ ରେ ଆପଣା ବାକ୍ଯ ଦବୋ ଓ ଆମ୍ଭେ ତାହାଙ୍କକ୍ସ୍ଟ ଯେଉଁ ଆଜ୍ଞା ଦବୋ, ତାହା ସେ ସମାନଙ୍କେୁ କହିବେ।
ଶାଉଲ କହିଲେ, ଗ୍ଭଲ! ଆଜି ରାତ୍ରି ରେ ପଲେଷ୍ଟୀୟମାନଙ୍କ ପଛ ରେ ୟିବା। ଆମ୍ଭେ ତାଙ୍କର ସର୍ବସ୍ବ ଲକ୍ସ୍ଟସ୍ଖନ କରିବା, ସମାନଙ୍କେୁ ହତ୍ଯା କରିବା।
ଥରେ ଶାମକ୍ସ୍ଟଯଲେ ଶାଉଲଙ୍କକ୍ସ୍ଟ କହିଲେ, ସଦାପ୍ରଭୁ ମାେତେ ରାଜପଦ ରେ ତୁମ୍ଭକୁ ଅଭିଷକେ କରିବା ପାଇଁ ପଠାଇଥିଲେ। ବର୍ତ୍ତମାନ ସଦାପ୍ରଭୁଙ୍କ ବାର୍ତ୍ତା ଶକ୍ସ୍ଟଣ।
ଦାଉଦ ଜାଣିପାରିଲେ ଶାଉଲ ତାଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଯୋଜନା କରିଛନ୍ତି। ତେଣୁ ଦାଉଦ ଯାଜକ ଅବିଯାଥରକକ୍ସ୍ଟ କହିଲେ, ଏଠାକକ୍ସ୍ଟ ଏଫୋନ୍ ଆଣ।
ଯେତବେେଳେ ଶାଉଲ ସଦାପ୍ରଭୁଙ୍କୁ ପଚାରିଲେ, ସଦାପ୍ରଭୁ ତାଙ୍କୁ କିଛି ଉତ୍ତର କଲେ ନାହିଁ। ସଦାପ୍ରଭୁ ସ୍ବପ୍ନଦ୍ବାରା କିମ୍ବା ଉରୀମ୍ ଦ୍ବାରା ନା ଭବିଷ୍ଯଦ୍ବକ୍ତାଙ୍କ ଦ୍ବାରା ମଧ୍ଯ ତାଙ୍କୁ ଉତ୍ତର କଲେ ନାହିଁ।
ତା'ପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁ ଏହି ସୈନ୍ଯଦଳ ପେଛ ପେଛ ଗୋଡ଼ାଇଲେ, ମୁ ସମାନଙ୍କେୁ ଧରି ପାରିବି କି?
ତୁମ୍ଭେ ୟାଅ ଓ ମାରେ ଦାସ ଦାଉଦଙ୍କକ୍ସ୍ଟ କକ୍ସ୍ଟହ, 'ସଦାପ୍ରଭୁ ଏହି କଥା କହିଛନ୍ତି। ତୁମ୍ଭେ ମାରେ ବାସସ୍ଥାନ ଗୃହ ନିର୍ମାଣ କରିବାକୁ ଉଦ୍ଦିଷ୍ଟ ବ୍ଯକ୍ତି ନକ୍ସ୍ଟହଁ।
ଏହିପରି ଭାବରେ ସଦାପ୍ରଭୁଙ୍କ ବାକ୍ଯ ସତ୍ଯ ହେଲା। ସେ ଯହେୂଙ୍କୁ କହିଥିଲେ ତାଙ୍କର ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଇଶ୍ରାୟେଲର ସିଂହାସନ ରେ ଉପବିଷ୍ଟ ହବେେ, ତାହା ସହେିପରି ଘଟିଲା।
କିନ୍ତୁ ସଦାପ୍ରଭୁ ମାେତେ କହିଲେ, 'ଦାଉଦ, ତୁମ୍ଭେ ଅନକେ ୟୁଦ୍ଧ କରିଅଛ ଓ ଅନକେ ଲୋକଙ୍କୁ ହତ୍ଯା କରିଅଛ। ତେଣୁ ତୁମ୍ଭେ ଆମ୍ଭ ନାମ ରେ ମନ୍ଦିର ନିର୍ମାଣ କରିପାରିବ ନାହିଁ।
କିନ୍ତୁ ସଦାପ୍ରଭୁଙ୍କଠାରୁ ଶମଯିଯଙ୍କ ନିକଟକୁ ବାର୍ତ୍ତା ଆସିଲା। ଶମଯିଯ ପରମେଶ୍ବରଙ୍କର ଜଣେ ବ୍ଯକ୍ତି ଥିଲେ। ସଦାପ୍ରଭୁ କହିଲେ,
ଦ୍ରଷ୍ଟା ଯହେୂ ଯିହାଶାଫେଟ୍ଙ୍କୁ ଭଟେିବାକୁ ଗଲେ। ଯହେୂଙ୍କର ପିତାଙ୍କର ନାମ ହନାନି ଥିଲା। ଯହେୂ ରାଜା ଯିହାଶାଫେଟ୍କୁ କହିଲେ, ତୁମ୍ଭେ କାହିଁକି ଦୁଷ୍ଟ ଲୋକମାନଙ୍କୁ ସାହାୟ୍ଯ କଲ ? ସଦାପ୍ରଭୁ ଯେଉଁ ଲୋକମାନଙ୍କୁ ଘୃଣା କରନ୍ତି, ତୁମ୍ଭେ କାହିଁକି ସହେି ଲୋକମାନଙ୍କୁ ପ୍ ରମେ କଲ ? ସେଥିନିମନ୍ତେ ସଦାପ୍ରଭୁ ତୁମ୍ଭ ଉପରେ କୋର୍ଧ କରିଅଛନ୍ତି।
ମୁଁ ତୁମ୍ଭକୁ ସତ୍ଯ କହୁଛି, ଏ ପୃଥିବୀ ଓ ଆକାଶ ସମାପ୍ତ ନ ହବୋ ପର୍ୟ୍ଯନ୍ତ ଓ ସବୁ କଥା ନ ଘଟିବା ପର୍ୟ୍ଯନ୍ତ ଏହି ନିୟମରୁ ଅକ୍ଷରଟିଏ କି ବନ୍ଦୁଟିଏ ହେଲେ ମଧ୍ଯ ଲୋପ ପାଇବନାହିଁ।
ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାରେ ବାକ୍ଯ କବେେ ଅନ୍ୟଥା ହବେନାହିଁ।
ତୁମ୍ଭେ କ'ଣ ଜାଣିନାହଁ ଯେ ମୁଁ ମାରେ ପରମପିତାଙ୍କୁ ମାଗିଲେ ସେ ସଙ୍ଗେ ସଙ୍ଗେ ମାେତେ ବାରଟି ସନୋ ବାହିନୀରୁ ଅଧିକ ୟୋଗଇବେେ।
ସମାନେେ ଯୀଶୁଙ୍କୁ କୃଶ ରେ କଣ୍ଟାମାରିସାରି ତାହାଙ୍କର ପୋଷାକ ପତ୍ର ନିଜ ନିଜ ଭିତ ରେ ଗୁଳାବାଣ୍ଟ କରି ବାଣ୍ଟି ନେଲେ।
ସ୍ବର୍ଗ ଓ ପୃଥିବୀର ଧ୍ବଂସ ହୁଏତ ସହଜ ରେ ହାଇଯେିବ, ମାତ୍ର ବ୍ଯବସ୍ଥାର କ୍ଷୁଦ୍ରତମ ଅଂଶ ସୁଦ୍ଧା ପରିବର୍ତ୍ତିତ ହବେନାହିଁ।
ଭବିଷ୍ଯଦ୍ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମା ରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପାଖ ରେ ମୁଁ ଥିବା ବଳରେ କଥା ମନେ ପକାଅ। ମୁଁ କହିଥିଲି ଯେ ମାଶାଙ୍କେ ନିୟମ ରେ, ଭବିଷ୍ଯଦ୍ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତା ରେ ମାେ ବିଷୟ ରେ ଯାହା ସବୁ ଲଖାେ ଯାଇଛି, ସଗେୁଡିକ ନିଶ୍ଚୟ ଘଟିବ।
ଅତଏବ ଭବିଷ୍ଯଦ୍ବକ୍ତା ୟିଶାଇୟ ଯାହା କହିଥିଲେ ତାହା ସତ୍ଯ ହେଲା, ସେ କହିଥିଲେ,
ଏବେ ସମସ୍ତ କିଛି ଶଷେ ହାଇଯୋଇଛି, ଯୀଶୁ ଏହା ଜାଣିଲେ। ଧର୍ମଶାସ୍ତ୍ରବାଣୀ ସତ୍ଯ ହବୋ ପାଇଁ ସେ କହିଲେ, ମାେତେ ଶୋଷ କରୁଛି।
ଏସବୁ ଘଟିଛି, ଅତଏବ ଧର୍ମଶାସ୍ତ୍ର ରେ ଯାହା ଲଖାେ ଅଛି, ତାହା ସତ୍ଯ ହବେ, ତାହାଙ୍କର ଗୋଟିଏ ହାଡ ମଧ୍ଯ ଭାଙ୍ଗି ୟିବ ନାହିଁ।
ଭାଇମାନେ ଧର୍ମଶାସ୍ତ୍ର ରେ ପବିତ୍ରଆତ୍ମା ଦାଉଦଙ୍କ ମୁଖ ଦ୍ବାରା କହିଛନ୍ତି ଯେ, କିଛି ଗୋଟିଏ ନିଶ୍ଚୟ ଘଟିବ। ସେ ଏହା ୟିହୂଦାଙ୍କ ବିଷୟ ରେ କହିଥିଲେ।
ପ୍ରେତ୍ୟକକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ବୀକାର କରିବା ଉଚିତ୍। କାରଣ ସମାନଙ୍କେ ଏହି କ୍ଷମତା ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁ ମାନେ ଅଧିକାରୀ , ପରମେଶ୍ବରଙ୍କ ଦ୍ବାରା ସମାନଙ୍କେୁ ଏହି କ୍ଷମତା ପ୍ରଦାନ କରା ଯାଇଛି।