ଯୋହନଲିଖିତ ସୁସମାଚାର 11:13 · ଓଡ଼ିଆ ବାଇବେଲ
ଯୀଶୁଙ୍କର କହିବା ଅର୍ଥ ଥିଲା, ଯେ ଲାଜାର ମୃତ। କିନ୍ତୁ ତାହାଙ୍କର ଶିଷ୍ଯମାନେ ବୁଝିଲେ ଯେ ସେ ସାଧାରଣ ଶାଇେବା ବିଷୟ ରେ କହୁଛନ୍ତି।
Cross references
ମାଥିଉଲିଖିତ ସୁସମାଚାର 9:24
ଯୀଶୁ ସମସ୍ତଙ୍କୁ କହିଲେ, 'ବାହାରିଯାଅ। ଝିଅଟି ମରିନାହିଁ। ସେ କବଳେ ଶାଇେ ପଡିଛି। ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ।