Home Bibles ☰ Books ଯୋହନଲିଖିତ ସୁସମାଚାର 11:18 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 11:18 · ଓଡ଼ିଆ ବାଇବେଲ

ବେଥନିଆ ୟିରୂଶାଲମଠାରୁ ପ୍ରାୟ ତିନି କିଲୋମିଟର ଦୂର।

Cross references

ଲୂକଲିଖିତ ସୁସମାଚାର 24:13

ସହେିଦିନ ଯୀଶୁଙ୍କର ଦୁଇଜଣ ଶିଷ୍ଯ ଇମ୍ମାଯୁ ନାମକ ଗାଁକୁ ଯାଉଥିଲେ। ଏ ସ୍ଥାନ ୟିରୁଶାଲମଠାରୁ ପ୍ରାୟ ଏଗାର କିଲୋମିଟର ଦୂର।

ଯୋହନଲିଖିତ ସୁସମାଚାର 6:19

ସମାନେେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କି ଲୋମିଟର ପର୍ୟ୍ଯନ୍ତ ଗଲେ। ତା'ପରେ ସମାନେେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଚାଲୁଥିଲେ। ସେ ଡଙ୍ଗା ଆଡକୁ ଆସୁଥିଲେ। ଶିଷ୍ଯମାନେ ଡରି ଗଲେ।

ଯୋହନଲିଖିତ ସୁସମାଚାର 11:1

ଲାଜାର ନାମ ରେ ଜଣେ ବ୍ଯକ୍ତି ଅସୁସ୍ଥ ଥିଲେ। ସେ ବେଥନିଆ ନଗର ରେ ରହୁଥିଲେ। ସଠାେରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ଯ କରୁଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:20

ନଗର ବାହା ରେ ଦ୍ରାକ୍ଷା ଫଳ ସବୁ ସହେି ଦ୍ରାକ୍ଷାପଷୋ କୁଣ୍ଡ ରେ ଚିପୁଡ଼ା ହେଲା। ସହେି ଦ୍ରାକ୍ଷାକୁଣ୍ଡରୁ ରକ୍ତ ବୋହିଲା। ଏହା ଘୋଡ଼ାମାନଙ୍କ ଲଗାମ ପର୍ୟ୍ଯନ୍ତ ଉପରକୁ ଉଠି 300 କି ଲୋମିଟର ପର୍ୟ୍ଯନ୍ତ ରକ୍ତ ଷୋର୍ତ ହାଇେ ବହିବା ରେ ଲାଗିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:16

ସହେି ନଗରୀଟି ଚାରିକଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସହେି ଦୂତ ମାପଦଣ୍ଡ ରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ଯ 12,000 ଷ୍ଟାଡ଼ିଆ ଥିଲା।

Interlinear

Choose Theme