Home Bibles ଯୋହନଲିଖିତ ସୁସମାଚାର 11:2 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 11:2 · ଓଡ଼ିଆ ବାଇବେଲ

ସହେି ମରିୟମ ପରେ ପ୍ରଭୁ ଯୀଶୁଙ୍କ ପାଦ ରେ ଅତି ମୂଲ୍ଯବାନ ଅତର ଢାଳି ନିଜ କେଶ ରେ ପାଦ ପୋଛି ଦଇେଥିଲେ। ସମାନଙ୍କେର ଭାଇ ଲାଜାର ଅସୁସ୍ଥ ଥିଲେ।

Cross references

ମାଥିଉଲିଖିତ ସୁସମାଚାର 26:6

ଯୀଶୁ ବେଥନୀଯା ରେ ଥିଲେ। ସେ କୁଷ୍ଠ ରୋଗୀ ଶିମାନରେ ଘ ରେ ରହିଥିଲେ।

ମାର୍କଲିଖିତ ସୁସମାଚାର 14:3

ଯୀଶୁ ବେଥନିଆ ରେ କୁଷ୍ଠ ରୋଗୀ ଶିମାନଙ୍କେ ଘ ରେ ଖାଇବାକୁ ବସିଥିବା ସମୟରେ ଜଣେ ସ୍ତ୍ରୀ ଲୋକ ତାହାଙ୍କ ପାଖକୁ ଆସିଲା। ସେ ଗୋଟିଏ ଧଳା, ଚିକ୍କଣ ସ୍ପଟିକ ସିଲଖଡି ପାତ୍ର ରେ ବହୁମୁଲ୍ଯ ଅତର ଭର୍ତ୍ତି କରି ଆଣିଥିଲା। ସେ ଅତର ଖାଣ୍ଟି କଟାମାଂସରୁ ତିଆରି ହାଇେଥିଲା। ସ୍ତ୍ରୀ ଲୋକଟି ପାତ୍ରଟି ଖାଲିଦେଇେ ସବୁତକ ଅତର ଯୀଶୁଙ୍କ ମୁଣ୍ଡ ରେ ଢାଳି ଦଲୋ।

ଲୂକଲିଖିତ ସୁସମାଚାର 7:37

ସହେି ସମୟରେ ସହେି ନଗର ରେ ଜଣେ ପାପୀ ସ୍ତ୍ରୀ ଲୋକ ଥିଲା। ସେ ଜାଣିପାରିଲା ଯେ ଯୀଶୁ ଫାରୁଶୀଙ୍କ ଘ ରେ ଖାଉଛନ୍ତି। ତେଣୁ ସହେି ସ୍ତ୍ରୀ ଲୋକଟି ଗୋଟିଏ ସ୍ଫଟିକ ପାତ୍ର ରେ କିଛି ଅତର ଆଣିଲା।

ଯୋହନଲିଖିତ ସୁସମାଚାର 12:3

ମରିୟମ ଅଧ ଲିଟର ଅତି ମୂଲ୍ଯବାନ ବିଶୁଦ୍ଧ ଜଟାମାଂସର ଅତର ଆଣି ଯୀଶୁଙ୍କ ପାଦ ରେ ଢାଳି ଦେଲେ। ତା'ପରେ ସେ ତାହାଙ୍କ ପାଦ ନିଜ କେଶ ରେ ପୋଛି ଦେଲେ। ଘରଟି ଅତର ସୁବାସ ରେ ମହକି ଉଠିଲା।

Interlinear

Choose Theme