ମାର୍ଥା ଉତ୍ତର ଦେଲେ, ମୁଁ ଜାଣେ, ପୁନରୁତ୍ଥାନ ଦିନ ରେ ଯେତବେେଳେ ସମସ୍ତେ ମୃତ୍ଯୁରୁ ବଞ୍ଚି ଉଠିବେ, ସେତବେେଳେ ସେ ମଧ୍ଯ ମୃତ୍ଯୁରୁ ବଞ୍ଚି ଉଠିବ।
Cross references
ମୁଁ ନ୍ଯାଯ ପାଇଁ ଏସବୁ ପ୍ରାର୍ଥନା କରୁଛି। ତଣେୁ ମୁଁ ନିଶ୍ଚଯ ତୁମ୍ଭର ମୁଖ ଦର୍ଶନ କରିବି ଓ ହେ ସଦାପ୍ରଭୁ ତୁମ୍ଭକୁ ଦର୍ଶନ କରି ଅତ୍ଯନ୍ତ ତୃପ୍ତ ହବେି।
ସହେି ଲୋକମାନେ ମଷେମାନଙ୍କ ପରି ଅଟନ୍ତି। ସମାନେେ ଶଷେରେ ସହେି କବରରେ ପତିତ ହବେେ ଓ ମୃତ୍ଯୁ ସମାନଙ୍କେ ମଷେପାଳକ ହବେ। ତା'ପରେ ସହେି ସକାଳେ ଉତ୍ତମ ବ୍ଯକ୍ତିଗଣ ବିଜଯୀ ହବେେ। ସହେି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହବୋକୁ ଲାଗିବ, ସମାନଙ୍କେର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହବେ।
ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହବେ। ମାରେ ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦବେେ। ଅତୀତ ରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ବର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦବେେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।
ମାତ୍ର ସଦାପ୍ରଭୁ କୁହନ୍ତି, ତୁମ୍ଭର ମୃତମାନେ ଜୀବିତ ହବେେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ବାସ ନବୋ ଆରମ୍ଭ କରିବେ। ହେ ଧୂଳିନିବାସୀ ଗଣ, ଉଠ, ଆନନ୍ଦ କର, କାରଣ ତୁମ୍ଭମାନେେ ପ୍ରଭାତ ରେ ତୃଣ ଉପର ଶିଶିର ତୁଲ୍ଯ ଭୂମି ମୃତମାନଙ୍କୁ ଜନ୍ମ ଦବେ।'
ସଦାପ୍ରଭୁଙ୍କର ହସ୍ତ ମାେ ଆଡ଼କୁ ପ୍ରସାରିତ ହେଲା ଓ ସେ ତାଙ୍କ ଆତ୍ମା ରେ ମାେତେ ବାହାରକୁ ନଇୟୋଇ ଉପତ୍ୟକାର ମଧ୍ଯସ୍ଥଳୀ ରେ ବସାଇଲେ ଏବଂ ସହେି ଉପତ୍ୟକା ଅସ୍ଥି ରେ ପରିପୂର୍ଣ୍ଣ ଥିଲା।
ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସମାନଙ୍କେ ମଧ୍ଯରୁ ଅନକେ ଜାଗି ଉଠିବେ। କେତକେ ଅନନ୍ତ ଜୀବନ, କେତକେ ଲଜ୍ଜା ଓ କେତକେ ଚିର ଅପମାନ ଭୋଗ ପାଇଁ ଉଠିବେ।
ଦୁଇ ଦିନ ପ ରେ ସେ ଆମ୍ଭମାନଙ୍କୁ ପୁନର୍ଜୀବନ ଦବେେ। ତିନି ଦିନ ପ ରେ ସେ ଆମ୍ଭକୁ ଛିଡା କରାଇବେ। ତା'ପ ରେ ଆମ୍ଭେ ତାଙ୍କ ନିକଟରେ ବଞ୍ଚି ଉଠିବା।
ଆମ୍ଭେ ସମାନଙ୍କେୁ ମୃତ୍ଯୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେ ମାନଙ୍କୁ ମହାମାରୀ ଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠା ରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠା ରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।
ସହେି ଦିନ କେତକେ ସାଦ୍ଦୁକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୁକୀମାନେ ବିଶ୍ବାସ କରନ୍ତି, ଯେ ଲୋକେ ମୃତ୍ଯୁରୁ ପୁନର୍ଜୀବିତ ହୁଅନ୍ତି ନାହିଁ। ସାଦ୍ଦୁକୀମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଚ଼ାରିଲେ।
ଏ ଲୋକମାନଙ୍କର କିଛି ନଥିବାରୁ ସମାନେେ ତୁମ୍ଭକୁ ପ୍ରତିବଦଳ ରେ କିଛି ଦଇେ ପାରିବନୋହିଁ। ତେଣୁ ଏହା ତୁମ୍ଭପାଇଁ ଆଶୀର୍ବାଦଜନକ ହବେ। କିନ୍ତୁ ଯେତବେେଳେ ଧାର୍ମିକ ଲୋକମାନେ ମୃତମାନଙ୍କ ମଧ୍ଯରୁ ଜୀବୀତ ହବେେ, ସହେି ସମୟରେ ତୁମ୍ଭମାନେେ ତୁମ୍ଭର ପୁରସ୍କାର ପାଇବ।
ତୁମ୍ଭେ ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ। ଏପରି ସମୟ ଆସୁଛି, ଯେତବେେଳେ ସମାଧିସ୍ଥ ସମସ୍ତ ମୃତ ଲୋକମାନେ ତାହାଙ୍କର ସ୍ବର ଶୁଣିବେ।
ସେ ଜଣଙ୍କୁ ନ୍ଯାୟ ବିଚ଼ାର ପାଇଁ ନିୟୁକ୍ତି ଦଇେଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସହେି ସମଗ୍ର ବିଶ୍ବକୁ ତାହାଙ୍କ ଦ୍ବାରା ନ୍ଯାୟ ସହିତ ବିଚ଼ାର କରିବେ। ସେ ପ୍ରେତ୍ୟକକଙ୍କ ଆଗ ରେ ଯୀଶୁଙ୍କର ମୃତ୍ଯୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦଇେଛନ୍ତି।
ସଭା ରେ ସମାନଙ୍କେ ଭିତରୁ କେତକେ ଲୋକ ସାଦ୍ଦୁକୀ ଓ ଅନ୍ୟ କେତକେ ଫାରୁଶୀ ମଧ୍ଯ ଥିଲେ। ଏହା ପାଉଲ ଜାଣିପାରିଲେ। ତେଣୁ ସେ ଖୁବ୍ ଜୋର୍ ରେ କହିଲେ, ହେ ଭାଇମାନେ, ମୁଁ ଜଣେ ଫାରୂଶୀ ଓ ମାେ ପିତା ମଧ୍ଯ ଫାରୂଶୀ ଥିଲେ। ମୁଁ ଲୋକମାନଙ୍କର ମୃତ୍ଯୁରୁ ପୁନରୁତ୍ଥାନ ରେ ବିଶ୍ବାସ କରେ। ଏହି ବିଶ୍ବାସ ପାଇଁ ମୁଁ ଆଜି ଏଠା ରେ ଏହି ବିଚ଼ାରର ସମ୍ମୁଖୀନ ହେଉଛି।
ଏହି ବ୍ଯକ୍ତିମାନଙ୍କ ଭଳି, ମୁଁ ମଧ୍ଯ ପରମେଶ୍ବରଙ୍କଠା ରେ ଏହି ଭରସା ରଖିଛି ଯେ, ଉଭୟ ଉତ୍ତମ ଓ ଦୁଷ୍ଟ ଲୋକମାନଙ୍କର ମୃତ୍ଯୁରୁ ପୁନରୁତ୍ଥାନ ହବେ।
ମୃତ୍ଯୁରୁ ଲୋକମାନେ ପୁନଃଜୀବିତ ହାଇେ ପରିବାର ରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସମାନେେ ସ୍ବାଧୀନ ହବୋକୁ ଚାହିଁଲେ ନାହିଁ କାରଣ ସମାନେେ ମୃତ୍ଯୁରୁ ପୁନଃଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହି ସବୁ କାର୍ୟ୍ଯ କରିଥିଲେ।