Home Bibles ☰ Books ଯୋହନଲିଖିତ ସୁସମାଚାର 11:31 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 11:31 · ଓଡ଼ିଆ ବାଇବେଲ

ଯିହୂଦୀମାନେ ମରିୟମଙ୍କ ସହିତ ଘ ରେ ଥିଲେ। ସମାନେେ ତାହାଙ୍କୁ ସାନ୍ତ୍ବନା ଦେଉଥିଲେ। ସମାନେେ ମରିୟମଙ୍କୁ ହଠାତ୍ ଠିଆ ହାଇେ ତରବର ରେ ବାହାରକୁ ୟିବା ଦେଖିଲେ। ସମାନେେ ଭାବିଲେ ବୋଧେ ସେ ଲାଜାରଙ୍କ କବର ପାଖକୁ କାନ୍ଦିବାକୁ ଯାଉଛନ୍ତି। ତେଣୁ ସମାନେେ ତାହାଙ୍କ ପେଛ ପେଛ ଗଲେ।

Cross references

ଆଦି ପୁସ୍ତକ 37:35

ଯାକୁବର ପୁତ୍ର କନ୍ଯାଗଣ ତାଙ୍କୁ ଆରାମ ଦବୋକୁ ଚେଷ୍ଟା କଲେ। କିନ୍ତୁ ଯାକୁବ ସାନ୍ତ୍ବନା ପାଇବାକୁ ମନାକଲେ। ଯାକୁବ କହିଲେ, ମାରେ ମୃତ୍ଯୁ ପର୍ୟ୍ଯନ୍ତ ମାରେପୁତ୍ର ପାଇଁ ମୁଁ ଦୁଃଖ କରିବି। ତେଣୁ ଯାକୁବଙ୍କର ଦୁଃଖ ଲାଗି ରହିଲା।

ଦିତୀୟ ଶାମୁୟେଲ 12:16

ଦାଉଦ ବାଳକ ନିମନ୍ତେ ପରମେଶ୍ବରଙ୍କ ନିକଟରେ ନିବଦନେ କଲେ ଓ ଦାଉଦ ଉପବାସ କଲେ ଓ ଭିତ ରେ ୟାଇ ରାତ୍ରିୟାକ ଭୂମି ଉପରେ ପଡି ରହିଲେ।

ଯୋହନଲିଖିତ ସୁସମାଚାର 11:19

ଅନକେ ଯିହୂଦୀ ମାର୍ଥା ଓ ମରିୟମଙ୍କ ପାଖକୁ ଆସିଥିଲେ। ସମାନେେ ମାର୍ଥା ଓ ମରିୟମଙ୍କୁ ସମାନଙ୍କେର ଭାଇ ଲାଜାର ସକାେଶ ସାନ୍ତ୍ବନା ଦବୋ ପାଇଁ ଆସିଥିଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:15

କିନ୍ତୁ ଜଣେ ଆଧ୍ଯାତ୍ମିକ ଲୋକ ପ୍ରେତ୍ୟକକ ବିଷୟର ଉଚିତ୍ ମୂଲ୍ଯାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ବାରା ବିଚାରିତ ହାଇେ ପାରିବ ନାହିଁ। ଶାସ୍ତ୍ର କୁ ହେ :

Interlinear

Choose Theme