ସଠାେରେ ମରିୟମଙ୍କୁ ଦଖାେ କରିବା ନିମନ୍ତେ ଅନକେ ଯିହୂଦୀ ଆସିଥିଲେ। ସମାନେେ ସମସ୍ତେ ଯୀଶୁଙ୍କର କାର୍ୟ୍ଯ ଦେଖିଲେ। ସମାନଙ୍କେ ଭିତରୁ ଅନକେ ଯିହୂଦୀ ତାହାଙ୍କୁ ବିଶ୍ବାସ କଲେ।
Cross references
ଯୀଶୁ ନିସ୍ତାରପର୍ବ ପାଇଁ ୟିରୁଶାଲମ ରେ ଥିଲେ। ଅନକେ ଲୋକ ତାହାଙ୍କ ଉପରେ ବିଶ୍ବାସ କରିଲେ। କାରଣ ସମାନେେ ତାହାଙ୍କ ଦ୍ବାରା କରାଯାଇଥିବା ଆଶ୍ଚର୍ୟ୍ଯ କାର୍ୟ୍ଯମାନ ଦେଖିଲେ।
ବହୁତ ଲୋକ ଯୀଶୁଙ୍କୁ ବିଶ୍ବାସ କଲେ। ଲୋକମାନେ କହିଲେ, ଆମ୍ଭେ ଖ୍ରୀଷ୍ଟଙ୍କ ଆଗମନ ପାଇଁ ଅପେକ୍ଷା କରିଛୁ। ଏହି ବ୍ଯକ୍ତି ଯେଉଁ ସବୁ ଆଶ୍ଚର୍ୟ୍ଯକାର୍ୟ୍ଯ କରିଛନ୍ତି, ଖ୍ରୀଷ୍ଟ ଆସିଲେ ଏହା ଅପେକ୍ଷା କ'ଣ ଅଧିକ କରିବେ? ନା, ଏହି ବ୍ଯକ୍ତି ନିଶ୍ଚୟ ଖ୍ରୀଷ୍ଟ ହାଇେଥିବେ।
ତାହାଙ୍କ ପାଖକୁ ଅନକେ ଲୋକ ଆସିଲେ। ଲୋକମାନେ କହିଲେ, ଯୋହନ ୟଦ୍ଯପି କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ କରିନଥିଲେ, କିନ୍ତୁ ସେ ଏହି ଲୋକ ବିଷୟ ରେ ଯାହା କହିଥିଲେ, ତାହା ସବୁ ସତ୍ଯ।
ଅନକେ ଯିହୂଦୀ ମାର୍ଥା ଓ ମରିୟମଙ୍କ ପାଖକୁ ଆସିଥିଲେ। ସମାନେେ ମାର୍ଥା ଓ ମରିୟମଙ୍କୁ ସମାନଙ୍କେର ଭାଇ ଲାଜାର ସକାେଶ ସାନ୍ତ୍ବନା ଦବୋ ପାଇଁ ଆସିଥିଲେ।
ଯିହୂଦୀମାନେ ମରିୟମଙ୍କ ସହିତ ଘ ରେ ଥିଲେ। ସମାନେେ ତାହାଙ୍କୁ ସାନ୍ତ୍ବନା ଦେଉଥିଲେ। ସମାନେେ ମରିୟମଙ୍କୁ ହଠାତ୍ ଠିଆ ହାଇେ ତରବର ରେ ବାହାରକୁ ୟିବା ଦେଖିଲେ। ସମାନେେ ଭାବିଲେ ବୋଧେ ସେ ଲାଜାରଙ୍କ କବର ପାଖକୁ କାନ୍ଦିବାକୁ ଯାଉଛନ୍ତି। ତେଣୁ ସମାନେେ ତାହାଙ୍କ ପେଛ ପେଛ ଗଲେ।
ଯୀଶୁ ବେଥନିଆ ରେ ଥିବା କଥା ଅନକେ ଯିହୂଦୀମାନେ ଶୁଣିଲେ। ତେଣୁ ସମାନେେ ତାହାଙ୍କୁ ଦେଖିବା ପାଇଁ ସଠାେକୁ ଗଲେ। ସମାନେେ ଲାଜାରଙ୍କୁ ମଧ୍ଯ ଦେଖିବାକୁ ଗଲେ। ଲାଜାରଙ୍କୁ ଯୀଶୁ ମୃତ୍ଯୁରୁ ଉେଠଇ ଥିଲେ,
ଯୀଶୁ ଯେତବେେଳେ ଲାଜାରଙ୍କୁ ମରଣ ପରେ ଉେଠଇଲେ ଓ ତାହାଙ୍କୁ କବର ଭିତରୁ ବାହାରକୁ ଆସିବାକୁ କହିଲେ, ସେତବେେଳେ ତାହାଙ୍କ ସହିତ ବହୁତ ଲୋକ ଥିଲେ। ସହେି ଲୋକମାନେ ଯୀଶୁଙ୍କ କାର୍ୟ୍ଯ ବିଷୟ ରେ ଅନ୍ୟ ଲୋକମାନଙ୍କୁ କହୁଥିଲେ।
କିନ୍ତୁ ଯୀଶୁଙ୍କୁ ଅନକେ ଲୋକ ବିଶ୍ବାସ କଲେ ଏପରିକି, ଅନକେ ଯିହୂଦୀ ନେତାମାନେ ମଧ୍ଯ ତାହାଙ୍କ ଠା ରେ ବିଶ୍ବାସ କଲେ। କିନ୍ତୁ ସମାନେେ ଫାରୂଶୀମାନଙ୍କୁ ଭୟ କରୁଥିଲେ। ତେଣୁ ସମାନେେ ତାହାଙ୍କ ବିଶ୍ବାସ ସମ୍ବନ୍ଧ ରେ ଖାେଲାଖାଲିେ ଭାବେ କହିଲେ ନାହିଁ। ସମାନେେ ଡରିଲେ, କାଳେ ଫାରୂଶୀମାନେ ସମାନଙ୍କେୁ ସମାଜଗୃହରୁ ବାହାର କରି ଦବେେ।