ଯୀଶୁ ନିସ୍ତାରପର୍ବ ଉତ୍ସବର ଛଅ ଦିନ ପୂର୍ବରୁ ବେଥନିଆକୁ ଗଲେ। ଲାଜାର ବେଥନିଆ ରେ ରହୁଥିଲେ। (ଯାହାଙ୍କୁ ଯୀଶୁ ମୃତ୍ଯୁରୁ ଉେଠଇ ଥିଲେ))।
Cross references
ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଚ଼ାଲିଗଲେ। ସେ ବୈଥନୀକୁ ଚ଼ାଲିଗଲେ ଓ ସଠାେରେ ରାତିଟି କଟାଇଲେ।
ଯୀଶୁ ବେଥନୀଯା ରେ ଥିଲେ। ସେ କୁଷ୍ଠ ରୋଗୀ ଶିମାନରେ ଘ ରେ ରହିଥିଲେ।
ଯୀଶୁ ୟିରୁଶାଲମ ଆସି ମନ୍ଦିର ଭିତ ରେ ପ୍ରବେଶ କଲେ। ଯୀଶୁ ମନ୍ଦିର ରେ ପ୍ରେତ୍ୟକକ ବିଷୟ ପ୍ରତି ଦୃଷ୍ଟି ପକାଇଲେ। ସେତବେେଳକେୁ ବହୁତ ଡରେି ହାଇେ ଯାଇଥିଲା। ତେଣୁ ଯୀଶୁ ବାରଜଣ ପ୍ ରରେିତଙ୍କ ସହିତ ବେଥନିଆକୁ ଚାଲିଗଲେ।
ଯୀଶୁ ବେଥନିଆ ରେ କୁଷ୍ଠ ରୋଗୀ ଶିମାନଙ୍କେ ଘ ରେ ଖାଇବାକୁ ବସିଥିବା ସମୟରେ ଜଣେ ସ୍ତ୍ରୀ ଲୋକ ତାହାଙ୍କ ପାଖକୁ ଆସିଲା। ସେ ଗୋଟିଏ ଧଳା, ଚିକ୍କଣ ସ୍ପଟିକ ସିଲଖଡି ପାତ୍ର ରେ ବହୁମୁଲ୍ଯ ଅତର ଭର୍ତ୍ତି କରି ଆଣିଥିଲା। ସେ ଅତର ଖାଣ୍ଟି କଟାମାଂସରୁ ତିଆରି ହାଇେଥିଲା। ସ୍ତ୍ରୀ ଲୋକଟି ପାତ୍ରଟି ଖାଲିଦେଇେ ସବୁତକ ଅତର ଯୀଶୁଙ୍କ ମୁଣ୍ଡ ରେ ଢାଳି ଦଲୋ।
ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ୟିରୁଶାଲମରୁ ବେଥନିଆକୁ କଢାଇ ନଇଗେଲେ। ଯୀଶୁ ତାହାଙ୍କର ହାତ ଟକେି ଶିଷ୍ଯମାନଙ୍କୁ ଆଶୀର୍ବାଦ କଲେ।
ଲାଜାର ନାମ ରେ ଜଣେ ବ୍ଯକ୍ତି ଅସୁସ୍ଥ ଥିଲେ। ସେ ବେଥନିଆ ନଗର ରେ ରହୁଥିଲେ। ସଠାେରେ ମରିୟମ ଓ ତାହାଙ୍କ ଭଉଣୀ ମାର୍ଥା ବାସ ମଧ୍ଯ କରୁଥିଲେ।
ମୃତ ଲୋକଟି ବାହାରି ଆସିଲା। ତାହାଙ୍କର ହାତ ଗୋଡ ରେ ଖଣ୍ଡ ଖଣ୍ଡ କନା ଗୁଡଇେ ହାଇେଥିଲା। ତାହାଙ୍କ ମୁହଁ ରେ ଗୋଟିଏ ରୁମାଲ ବନ୍ଧା ହାଇେଥିଲା। ଯୀଶୁ ଲୋକମାନଙ୍କୁ କହିଲେ, କନାଗୁଡିକ କାଢି ନିଅ ଓ ତାହାଙ୍କୁ ୟିବାକୁ ଦିଅ।
ଯିହୂଦୀମାନଙ୍କର ପବିତ୍ର ନିସ୍ତାରପର୍ବର ସମୟ ପାଖଇେ ଆସିଲା। ଅନକେ ଲୋକ ନିସ୍ତାରପର୍ବ ପୂର୍ବରୁ ଗ୍ରାମାଞ୍ଚଳରୁ କିଛି ଦିନ ଆଗରୁ ୟିରୂଶାଲମ ରେ ଆସି ପହନ୍ଚିଲେ, ସମାନେେ ପର୍ବ ପାଇଁ ନିଜକୁ ପବିତ୍ର କରିବା ଉଦ୍ଦେଶ୍ଯ ରେ ବିଶଷେ କର୍ମ କରିବାକୁ ଗଲେ।
ନିସ୍ତାର ପର୍ବ ରେ ଉପାସନା କରିବା ପାଇଁ ୟିରୂଶାଲମ ଯାଇଥିବା ଲୋକମାନଙ୍କ ମଧ୍ଯରୁ କେତକେ ଗ୍ରୀକ୍ ଲୋକଥିଲେ।