ସମାନେେ ଖଜୁରୀ ବାହୂଙ୍ଗା ଧରି ୟିଶୁଙ୍କୁ ଦଖାେ କରିବା ପାଇଁ ଗଲେ। ସେ ଲୋକମାନେ ଖୁବ୍ ଜାରେ ରେ କହିଲେ,
Cross references
ଆଉ ତମ୍ଭମାନେେ ପ୍ରଥମ ଦିନ ରେ ଉତ୍ତମ ବୃକ୍ଷର ଫଳ, ବାତାପି ଗଛର ଗୋଟିଏ ପ୍ରକାର ଖଜୁର୍ର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀ ତୀରସ୍ଥ ବାଇସୀ ବୃକ୍ଷ ଘନେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ସମ୍ମୁଖ ରେ ସାତ ଦିନ ୟାଏ ଆନନ୍ଦ କରିବ।
ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ। ଆକାଶରେ ସୂର୍ୟ୍ଯ ଥିବା ପର୍ୟ୍ଯନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ। ସମସ୍ତ ପ୍ରଜା ତାଙ୍କ ୟୋଗୁଁ ଆଶୀର୍ବାଦ ପାଆନ୍ତୁ ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।
ଲୋକମାନେ କହନ୍ତି, ହେ ସଦାପ୍ରଭୁ, ଆମ୍ଭକୁ ରକ୍ଷା କର। ସଦାପ୍ରଭୁ, ଆମ୍ଭକୁ ସଫଳତା ଦିଅ।
ସଦାପ୍ରଭୁ ଇଶ୍ରାଲୟଲର ରାଜା।ସସହି ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାଲୟଲର ତ୍ରାଣକର୍ତ୍ତା କୁହନ୍ତି, ଆମ୍ଲଭ ଆଦି ଓ ଅନ୍ତ, ଆମ୍ଭ ବ୍ଯତୀତ ଅନ୍ୟ ପରଲମଶ୍ବର ନାହାଁନ୍ତି।
ତା'ପ ରେ ଇଶ୍ରାୟେଲର ଲୋକମାନେ ଫରେି ଆସିବେ। ତା'ପ ରେ ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଓ ରାଜା ଦାଉଦଙ୍କୁ ଖାଜେିବେ। ଶଷଦେିବସ ରେ, ସମାନେେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦବୋକୁ ଆସିବେ।
କାହିଁକି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ। ସେ ତୁମ୍ଭର ଶତୃମାନଙ୍କୁ ବିନାଶ କଲେ। ଇଶ୍ରାୟେଲର ରାଜା, ସ୍ବଯଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭେ ମନ୍ଦ ବିଷଯ ପାଇଁ ଆଉ ଭୟଭୀତ ହବେ ନାହିଁ।
ଯୀଶୁଙ୍କ ଆଗେ ଆଗେ କେତକେ ଲୋକ ଯାଉଥିଲେ। ତାହାଙ୍କ ପେଛ ପେଛ ମଧ୍ଯ କେତକେ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ:
ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି ଯେ, ଯେଉଁ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ନ କହିଛ: 'ୟିଏ ପ୍ରଭୁଙ୍କ ନାମ ରେ ଆସୁଛନ୍ତି, ସେ ଧନ୍ଯ, ସେ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ଆଉ ଦେଖି ପାରିବ ନାହିଁ। '
ଅନକେ ଲୋକ ଯୀଶୁଙ୍କ ପାଇଁ ସମାନଙ୍କେ ଲୁଗା ରାସ୍ତା ରେ ବିଛଇେ ଦେଲେ। ଅନ୍ୟମାନେ ଡାଳ କାଟି ଆଣି ରାସ୍ତା ରେ ବିଛଇେ ଦେଲେ।
ତା'ପରେ ଶିଷ୍ଯମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସମାନେେ ଗଧ ପିଠି ଉପରେ ସମାନଙ୍କେର ଲୁଗା ପକଇେଲେ। ତା'ପରେ ସମାନେେ ଯୀଶୁଙ୍କୁ ଗଧ ଉପରେ ବସାଇଲେ।
ତା'ପରେ ନିଥନିଯଲେ ଯୀଶୁଙ୍କୁ କହିଲେ, ହେ ଗୁରୁ, ଆପଣ ପରମେଶ୍ବରଙ୍କ ପୁତ୍ର। ଆପଣ ଇଶ୍ରାୟେଲର ରାଜା।
ହେ ସିୟୋନ ନଗର, ଭୟ କର ନାହିଁ। ଦେଖ, ତୁମ୍ଭର ରାଜା ଆସୁଛନ୍ତି। ସେ ଗୋଟିଏ ଗଧଛୁଆ ଉପରେ ବସି ଆସୁଛନ୍ତି।ୟିଖରିୟ 9:9
ଯିହୂଦୀମାନେ ଚିତ୍କାର କଲେ, ତାକୁ ଦୂରକୁ ନଇଯାେଅ। ତାକୁ କୃଶ ରେ କଣ୍ଟାବିଦ୍ଧ କରି ମାରିଦିଅ।
ପୀଲାତ ଗୋଟିଏ ସଙ୍କତେ ଲେଖି ଯୀଶୁଙ୍କ କୃଶ ରେ ଟଙ୍ଗଇେଲେ। ସେଥି ରେ ଲଖାେଥିଲା, ନାଜରିତୀୟ ଯୀଶୁ ଯିହୂଦୀମାନଙ୍କର ରାଜା।
ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା।
ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :
ତାହାଙ୍କ ପୋଷାକ ଓ ଜଙ୍ଘଦେଶ ରେ ଏହା ଲଖାେଥିଲା :