Home Bibles ଯୋହନଲିଖିତ ସୁସମାଚାର 12:14 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 12:14 · ଓଡ଼ିଆ ବାଇବେଲ

ଯୀଶୁ ଗୋଟିଏ ଗଧ ପାଇଲେ ଓ ତା' ଉପରେ ଚଢି଼ଲେ। ଏହା ଶାସ୍ତ୍ରର ବାଣୀ ପରି ସଫଳ ହେଲା। ଏଥି ରେ ଲଖାେଥିଲା,

Cross references

ଯିଖରିୟ 9:9

ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।

ମାଥିଉଲିଖିତ ସୁସମାଚାର 21:1

ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମ ପାଖାପାଖି ଆସି ଯାଇଥିଲେ। ସମାନେେ ପ୍ରଥମେ ଜୀତ ପର୍ବତ ପାଖ ବୌଥ୍ଫାଗୀଠା ରେ ଅଟକିଲେ।

ମାର୍କଲିଖିତ ସୁସମାଚାର 11:1

ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ୟିରୁଶାଲମର ନିକଟବର୍ତ୍ତୀ ହେଲେ। ସମାନେେ ଜୀତ ପର୍ବତ ପାଖ ବେଥ୍ଫାଗୀ ଓ ବେଥନିଆ ସହର ରେ ପହନ୍ଚିଲେ। ଯୀଶୁ ନିଜ ଶିଷ୍ଯମାନଙ୍କ ଭିତରୁ ଦୁଇ ଜଣକୁ ଏହା କହି ପଠାଇଲେ,

ଲୂକଲିଖିତ ସୁସମାଚାର 19:29

ଜୀତ ପର୍ବତ ପାଖ ବେଥ୍ଫାଗୀ ଓ ବେଥନିଆ ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇ ଜଣ ଶିଷ୍ଯଙ୍କୁ ଏହା କହି ପଠାଇଲେ,

Interlinear

Choose Theme