ଯୋହନଲିଖିତ ସୁସମାଚାର 12:30 · ଓଡ଼ିଆ ବାଇବେଲ
ଯୀଶୁ ଲୋକମାନଙ୍କୁ କହିଲେ, ସହେି ବାଣୀ ତୁମ୍ଭ ପାଇଁ ଥିଲା, ମାେ ପାଇଁ ନୁହେଁ।
Cross references
ଯୋହନଲିଖିତ ସୁସମାଚାର 5:34
ମାେ ବିଷୟ ରେ ସାକ୍ଷୀ ଦବୋ ପାଇଁ କୌଣସି ବ୍ଯକ୍ତିର ପ୍ରୟୋଜନ ନାହିଁ କିନ୍ତୁ ମୁଁ ତୁମ୍ଭକୁ ଏହି ସବୁ କହୁଛି ଯେପରି ତୁମ୍ଭମାନେେ ତାହାଦ୍ବାରା ଉଦ୍ଧାର ପାଇ ପାରିବ।
ଯୋହନଲିଖିତ ସୁସମାଚାର 11:15
ମୁଁ ଖୁସି ଯେ ମୁଁ ସଠାେରେ ନଥିଲି। ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଛି କାରଣ ବର୍ତ୍ତମାନ ତୁମ୍ଭମାନେେ ମାଠାେ ରେ ବିଶ୍ବାସ କରିବ। ଚାଲ, ଆମ୍ଭେ ବର୍ତ୍ତମାନ ତାହାଙ୍କ ପାଖକୁ ୟିବା।
ଯୋହନଲିଖିତ ସୁସମାଚାର 11:42
ମୁଁ ଜାଣେ ଯେ, ତୁମ୍ଭେ ସବୁବେଳେ ମାେ କଥା ଶୁଣ। ମାତ୍ର ତୁମ୍ଭେ ମାେତେ ପଠାଇଛ ବୋଲି ଏଠା ରେ ଠିଆ ହାଇେଥିବା ଲୋକମାନେ ଯେପରି ବିଶ୍ବାସ କରିବେ , ସେଥିପାଇଁ ମୁଁ ଏହା କହିଲି।
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:9
ତୁମ୍ଭମାନେେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭମାନେେ ଜାଣ ଯେ, ଖ୍ରୀଷ୍ଟ ଈଶ୍ବରଙ୍କଠା ରେ ଧନୀ ହାଇେଥିଲେ ମଧ୍ଯ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହବୋ ଦ୍ବାରା ତୁମ୍ଭମାନେେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁଖ୍ରୀଷ୍ଟ ଏପରି କଲେ।