ତେଣୁ ତୁମ୍ଭ ପାଖ ରେ ଆଲୋକ ଥିବା ପର୍ୟ୍ଯନ୍ତ ତା'ଠା ରେ ତୁମ୍ଭେ ବିଶ୍ବାସ ରଖ। ତବେେ ତୁମ୍ଭମାନେେ ଆଲୋକର ସନ୍ତାନ ହବେ। ଯୀଶୁ ଏକଥା କରିବା ପରେ ସମାନଙ୍କେର ପାଖରୁ ଚାଲି ଗଲେ। ସେ ଏପରି ସ୍ଥାନ ରେ ରହିଲେ, ଯେଉଁଠି ଲୋକମାନେ ତାହାଙ୍କୁ ପାଇଲେ ନାହିଁ।
Cross references
ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କ ମହିମା ତୁମ୍ଭ ଉପ ରେ ପ୍ରତିଭାତ ହାଇେଛି।
ତା'ପରେ ଯୀଶୁ ସେ ସ୍ଥାନ ଓ ନଗରରୁ ବାହାରକୁ ଚ଼ାଲିଗଲେ। ସେ ବୈଥନୀକୁ ଚ଼ାଲିଗଲେ ଓ ସଠାେରେ ରାତିଟି କଟାଇଲେ।
ପରେ ମାଲିକ ସହେି ଅସାଧୁ ଗୁମାସ୍ତାଙ୍କର ପ୍ରଶଂସା କଲେ। କାରଣ ଗୁମାସ୍ତା ଚତୁରତାର ସହିତ କାମ ତୁଲଇେ ଦେଲେ। ତାହାଙ୍କ ଭଳି, ଅନ୍ଯଲୋକମାନଙ୍କ ସହିତ ବ୍ଯବସାୟ କରିବା ରେ ଏହି ସାଂସାରିକ ଲୋକମାନେ ଆଧ୍ଯାତ୍ମିକ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର।
ସେ ଲୋକମାନଙ୍କୁ ସହେି ଆଲୋକ ବିଷୟ ରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ଯମ ରେ ସବୁ ଲୋକ ଆଲୋକ ଖ୍ରୀଷ୍ଟଙ୍କ ବିଷୟ ରେ ଶୁଣିପାରିଲେ ଓ ବିଶ୍ବାସ କରିପାରିଲେ।
କିନ୍ତୁ ଯେଉଁ ଲୋକ ସତ୍ଯପଥ ଅନୁସରଣ କରେ, ସେ ଆଲୋକ ନିକଟକୁ ଆ ସେ। ତା'ପରେ ଆଲୋକ ସ୍ପଷ୍ଟ ଦଖାଇେ ଦବେ ଯେ ସେ ଲୋକ ଯେଉଁ କାର୍ୟ୍ଯ କରିଛି ତାହା ସେ ପରମେଶ୍ବରଙ୍କ ମାଧ୍ଯମ ରେ କରିଛି।
ଯୀଶୁ ଏକଥା କହିବା ବେଳେ ଲୋକମାନେ ତାହାଙ୍କୁ ମାରିବା ପାଇଁ ପଥର ଉେଠଇଲେ। ମାତ୍ର ସେ ଲୁଚି ଗଲେ ଓ ପରେ ମନ୍ଦିର ପରିସରରୁ ବାହାରି ଚାଲିଗଲେ।
ଯିହୂଦୀମାନେ ଯୀଶୁଙ୍କୁ ଧରିବା ପାଇଁ ପୁଣି ଥରେ ଚେଷ୍ଟା କଲେ, କିନ୍ତୁ ମେ ସମାନଙ୍କେ ହାତରୁ ଖସିଗଲେ।
ତେଣୁ ଯୀଶୁ ଯିହୂଦୀମାନଙ୍କ ମଧିଅରେ ଖାେଲାଖାଲିେ ଭାବରେ ଯାତ୍ରା କରିବା ବନ୍ଦ କରି ଦେଲେ। ସେ ୟିରୂଶାଲମ ଛାଡି ମରୁଭୂମି ପାଖଥିବା ଗୋଟିଏ ସ୍ଥାନକୁ ଚାଲିଗଲେ। ସହେି ସହରର ନାମ ଏଫ୍ରଯିମ। ସେ ସଠାେରେ ନିଜ ଶିଷ୍ଯମାନଙ୍କ ସହିତ ରହିଲେ।
ପ୍ରଭୁ ଆମ୍ଭକୁ ଏହି ଆଦେଶ ଦଇେଛନ୍ତି:
ଅତୀତ ରେ ତୁମ୍ଭେ ଅନ୍ଧକାର ରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠା ରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର।
ତୁମ୍ଭେ ସମସ୍ତେ ହେଉଛ ଆଲୋକର ସନ୍ତାନ ଓ ଦିନର ସନ୍ତାନ। ଆମ୍ଭମାନେେ ରାତ୍ରି ରେ କିମ୍ବା ଅନ୍ଧକାର ରେ ନାହୁଁ।
କିନ୍ତୁ ଆମ୍ଭେ ଦିନର ହାଇେଥିବାରୁ ନିଜକୁ ସଂୟମ କରିବା ଆବଶ୍ଯକ। ବିଶ୍ବାସ ଓ ପ୍ ରମରେ ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।
ଯେଉଁ ଲୋକ ଆଲୋକରେ ଅଛି ବୋଲି କୁ ହେ କିନ୍ତୁ ନିଜ ଭାଇକୁ ଘୃଣା କରେ, ତବେେ ସେ ଏପର୍ୟ୍ଯନ୍ତ ଅନ୍ଧକାର ରେ ରହିଛି।