ଏହାର କାରଣ ହେଉଛି, ମୁଁ ଯାହା ଶିକ୍ଷା ଦଇେଛି ତାହା ମାରେ ନୁହେଁ। ମାରେ ପ୍ ରରଣକେର୍ତ୍ତା ପରମପିତା ମାେତେ କ'ଣ କହିବାକୁ ଓ କ'ଣ ଉପଦେଶ ଦବୋକୁ ପଡିବ ତାହା କହିଛନ୍ତି।
Cross references
ଆମ୍ଭେ ସମାନଙ୍କେ ନିମନ୍ତେ ସମାନଙ୍କେ ଭାତୃଗଣ ମଧ୍ଯରକ୍ସ୍ଟ ତକ୍ସ୍ଟମ୍ଭ ସଦୃଶ ଜଣେ ଭବିଷ୍ଯଦ୍ ବକ୍ତା ଉତ୍ପନ୍ନ କରିବା ଓ ଆମ୍ଭେ ତାହାଙ୍କ ମକ୍ସ୍ଟଖ ରେ ଆପଣା ବାକ୍ଯ ଦବୋ ଓ ଆମ୍ଭେ ତାହାଙ୍କକ୍ସ୍ଟ ଯେଉଁ ଆଜ୍ଞା ଦବୋ, ତାହା ସେ ସମାନଙ୍କେୁ କହିବେ।
ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭେ ଯାହା ସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭମାନେେ ତାହା ଗ୍ରହଣ କରୁନାହଁ।
ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସହେି ବିଷୟ ରେ କୁହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ।
ମୁଁ ଏକୁଟିଆ କିଛି କରିପାରିବି ନାହିଁ। ମୁଁ କବଳେ ପରମେଶ୍ବରଙ୍କ କହିବା ଅନୁସାରେ ବିଚାର କରେ। ତେଣୁ ମାରେ ବିଚାର ଠିକ୍, କାରଣ ମୁଁ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ ନାହିଁ। କିନ୍ତୁ ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବା ପାଇଁ ମୁଁ ଇଚ୍ଛା କରେ, ୟିଏ ମାେତେ ପଠାଇଛନ୍ତି।
ମୁଁ ପରମେଶ୍ବରଙ୍କର ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବାପାଇଁ ସ୍ବର୍ଗରୁ ଆସିଅଛି। ମୁଁ ନିଜ ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ଆସି ନାହିଁ।
ମାରେ ତୁମ୍ଭ ବିଷୟ ରେ ଅନକେ କିଛି କହିବାକୁ ଅଛି। ମୁଁ ତୁମ୍ଭର ବିଚାର କରିପା ରେ, କିନ୍ତୁ ମାରେ ପ୍ ରରଣକେର୍ତ୍ତା ମାେତେ ଯାହା କହି ପଠାଇଛନ୍ତି, ମୁଁ ପୃଥିବୀର ଲୋକମାନଙ୍କୁ ତାହା କହୁଛି ଏବଂ ସେ ସତ୍ଯ କହନ୍ତି।
ଯୀଶୁ ସହେି ଯିହୂଦୀମାନଙ୍କୁ କହିଲେ, ଯଦି ପରମେଶ୍ବର ପ୍ରକୃତ ରେ ତୁମ୍ଭର ପରମପିତା, ତବେେ ତୁମ୍ଭେ ମାେତେ ଭଲ ପାଇବା ଉଚିତ। ମୁଁ ପରମେଶ୍ବରଙ୍କ ପାଖରୁ ଆସିଛି ଓ ବର୍ତ୍ତମାନ ମୁଁ ଏଠା ରେ ଅଛି। ମୁଁ ମାେ କ୍ଷମତା ଅନୁସାରେ ଆସିନାହିଁ। ପରମେଶ୍ବର ମାେତେ ଏଠାକୁ ପଠାଇଛନ୍ତି।
ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କର ଯେ, ମୁଁ ପରମପିତାଙ୍କଠା ରେ ଓ ପରମପିତା ମାଠାେ ରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମାଠାରୁେ ଆସି ନାହିଁ। ପରମପିତେ ମାେ ଭିତ ରେ ଅଛନ୍ତି ଓ ସେ ତାହାଙ୍କ କାର୍ୟ୍ଯ କରୁଛନ୍ତି।
କିନ୍ତୁ ଏହି ଜଗତ ଜାଣିବା ଉଚିତ ଯେ, ମୁଁ ପରମପିତାଙ୍କୁ ପ୍ ରମେ କରେ। ତେଣୁ ପରମପିତା ମାେତେ ଯେପରି କହିଛନ୍ତି, ମୁଁ ଠିକ୍ ସପରେି କରିବି। ଚାଲ ୟିବା । ଆମ୍ଭେ ଏ ସ୍ଥାନ ତ୍ଯାଗ କରିବା।
ମୁଁ ତୁମ୍ଭମାନଙ୍କୁ ବର୍ତ୍ତମାନ ସବେକ ବୋଲି କହୁନାହିଁ। ଜଣେ ସବେକ,ତାର ମୁନିବ କ'ଣ କରେ, ଜାଣେ ନାହିଁ। କିନ୍ତୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହୁଛି, କାରଣ ମୁଁ ପରମପିତାଙ୍କଠାରୁ ଯାହା ସବୁ ଶୁଣିଛି ତାହା କହିଛି।
ମାେତେ ତୁମ୍ଭେ ଯେଉଁ ଉପଦେଶ ଦଇେଥିଲ, ମୁଁ ସହେି ଉପଦେଶ ଏହି ଲୋକଙ୍କୁ ଦଇେଛି। ସମାନେେ ତାହା ଗ୍ରହଣ କରିଛନ୍ତି। ସମାନେେ ଜାଣି ପାରିଲେ ଯେ, ମୁଁ ପ୍ରକୃତ ରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମାେତେ ପଠାଇଛ ବୋଲି ସମାନେେ ବିଶ୍ବାସ କରିଛନ୍ତି।
ଏହା ଯୀଶୁଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ଯ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟ ରେ ତାହାଙ୍କ ସବେକମାନଙ୍କୁ ଦଖାଇବୋ ପାଇଁ ପରମେଶ୍ବର ଯୀଶୁଙ୍କୁ ଏସବୁ ଦଇେଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦଖାଇବୋ ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପାଇଲେ।