ୟିହୂଦା ରୋଟୀ ନଲୋ ବେଳେ ଶୟତାନ ତା' ଭିତ ରେ ପ୍ରବେଶ କଲା। ଯୀଶୁ ୟିହୂଦାକୁ କହିଲେ, ତୁମ୍ଭେ ଯାହା କରିବା କଥା, ତାହା ଶୀଘ୍ର କର।
Cross references
ଏଲିଯ ସମାନଙ୍କେୁ ପରିହାସ କରି କହିଲେ, ଯଦି ବାଲ୍ ସତ୍ଯ ଦବେତା, ତବେେ ଉଚ୍ଚସ୍ବର ରେ ଡାକ, ସେ ହୁଏତ ଧ୍ଯାନ କରୁଥିବ କିମ୍ବା ବାହାରକୁ ୟାଇଥିବ, କିମ୍ବା ୟାତ୍ରା କରୁଥିବ, ଅବା ସେ ନିଦ୍ରିତ ଥିବ, ଏଣୁ ତାକୁ ଜାଗ୍ରତ କରିବାକୁ ଉଚ୍ଚସ୍ବର ରେ ଡାକ।
ସମାନେେ କହିଲେ, ତାଙ୍କୁ ନ୍ଯାଯ ଦବୋ ପାଇଁ କହେି ଜଣେ ଦୁଷ୍ଟ ଲୋକକୁ ନିୟୁକ୍ତି କର। କାହାକୁ ଜଣେ ବାହାର କର ୟିଏକି ଭୁଲ୍ ବୋଲି କହୁ।
ସହେି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥାନ୍ତି। ସମାନେେ ସର୍ବଦା ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି।
ଯାହାସବୁ ସୂର୍ୟ୍ଯ ତଳେ ଘଟେ, ସମସ୍ତ ଖରାପ ଯାହା ଅଛି ସେସବୁ ଜିନିଷ ସହେିପରି ଶଷେ ହୁଏ। ଏବଂ ଲୋକମାନେ ଯେତବେେଳେ ଜୀବିତ ଥାନ୍ତି, ସମାନଙ୍କେର ହୃଦଯ ଦୁଷ୍ଟତା ଓ ମୂର୍ଖାମୀ ରେ ପୁରିଥାଏ। ଏହାପ ରେ ସମାନେେ ମୃତ ଲୋକମାନଙ୍କ ପାଖକୁ ୟାଆନ୍ତି।
ଆଉ ତୁମ୍ଭେ ପ୍ରାନ୍ତର ରେ ବାସ କରୁଥିବା ବନ୍ଯ ଗର୍ଦ୍ଦଭୀ ପରି ଅଟ। ସେ ନିଜର ଋତୁ ସମୟରେ ବାଯୁ ଆଘ୍ରାଣ କରେ। କିଏ ତା'ର କାମ ଲିପ୍ସାରୁ ଅବରୋଧ କରିପାରିବେ ? ତାହାର ଅନ୍ବଷେଣକାରୀମାନଙ୍କର ଆପଣାମାନଙ୍କ କ୍ଲାନ୍ତ କରିବାର ଦରକାର ନାହିଁ। ସମାନେେ ତାଙ୍କର ନିଯମିତ ମାସ ରେ ତାକୁ ସହଜ ରେ ପାଇପାରିବେ।
ଦାନିୟେଲ ଅରିଯୋକ୍କୁ କହିଲେ, ରାଜଦଣ୍ତ ଏତେ କଠାେର କାହିଁକି?
ତା'ପରେ ସବୁ ଭୂତ ସେ ଘର ଭିତରକୁ ଯାଇ ସଠାେରେ ବସବାସ କରନ୍ତି। ସେତବେେଳେ ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଶୋଚ଼ନୀୟ ହାଇପେଡ଼େ। ଏବେ ଜୀବିତ ଥିବା ମନ୍ଦ ଲୋକଙ୍କ ପାଇଁ ସହେି ଏକାକଥା ଘଟିବ।
ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଚାଲି ଗଲା। ସେ ରାଜାଙ୍କୁ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ରଖି ବର୍ତ୍ତମାନ ଦିଅ।
ସେତବେେଳେ ସହେି ପାହାଡ ଉପରେ ଏକ ବଡ ଘୁଷୁରିଦଳ ଚରୁଥିଲେ। ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସମାନଙ୍କେୁ ଘୁଷୁରିମାନଙ୍କ ଦହକେୁ ୟିବାକୁ ଅନୁମତି ଦିଅନ୍ତୁ। ଯୀଶୁ ସମାନଙ୍କେୁ ତାହା କରିବାକୁ ଅନୁମତି ଦଇେ ଦେଲେ।
ଯୀଶୁଙ୍କର ବାରଜଣ ପ୍ ରରେିତଙ୍କ ମଧିଅରେ ଜଣକର ନାମ ଥିଲା ଈଷ୍କରିଯୋଥ ୟିହୂଦା। ଶୟତାନ ୟିହୂଦାଙ୍କ ଶରୀର ମଧିଅରେ ପ୍ରବେଶ କରି ତାହାଙ୍କୁ ଗୋଟିଏ ଖରାପ କାମ କରିବା ପାଇଁ ପ୍ରବର୍ତ୍ତାଇଲା।
ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସନ୍ଧ୍ଯା ଭୋଜନ ରେ ବସିଥିଲେ। ଶିମାନରେ ପୁତ୍ର ଈଷ୍କରିଯୋଥ ୟିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧ ରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।
ଏହା ଦେଖି ପିତର କହିଲେ, ହେ ହନନିୟ, ତୁମ୍ଭେ କାହିଁକି ଶୟତାନକୁ ତୁମ୍ଭ ହୃଦୟକୁ ନିୟନ୍ତ୍ରଣ କରିବାକୁ ଦଲେ? ତୁମ୍ଭେ ମିଛ କହିଲ, ପବିତ୍ର ଆତ୍ମାକୁ ଠକିବାକୁ ଚେଷ୍ଟା କଲ; ତୁମ୍ଭେ ସମ୍ପତ୍ତି ବିକ୍ରୀ କଲ, କିନ୍ତୁ କାହିଁକି ସହେି ଟଙ୍କାର କିଛି ଅଂଶ ନିଜ ପାଇଁ ଲୁଚାଇ ରଖିଲ।
ଯେତବେେଳେ ଜଣେ ବ୍ଯକ୍ତି ପରୀକ୍ଷିତ ହୁଏ, ସେ କହିବା ଉଚିତ ନୁହେଁ ଯେ, ପରମେଶ୍ବର ମାେତେ ପରୀକ୍ଷା କରୁଛନ୍ତି। କାରଣ ମନ୍ଦତା ପରମେଶ୍ବରଙ୍କୁ ପରୀକ୍ଷା କରିପା ରେ ନାହିଁ। ଏବଂ ପରମେଶ୍ବର ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ।