ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କର ଯେ, ମୁଁ ପରମପିତାଙ୍କଠା ରେ ଓ ପରମପିତା ମାଠାେ ରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମାଠାରୁେ ଆସି ନାହିଁ। ପରମପିତେ ମାେ ଭିତ ରେ ଅଛନ୍ତି ଓ ସେ ତାହାଙ୍କ କାର୍ୟ୍ଯ କରୁଛନ୍ତି।
Cross references
ବାଶନ ପର୍ବତ, ତୁମ୍ଭେ କାହିଁକି ସିୟୋନ୍ ପର୍ବତକୁ ଇର୍ଷା ଦୃଷ୍ଟିରେ ଦେଖୁଛ ? ପରମେଶ୍ବର ଏହାକୁ ପ୍ରମେ କରନ୍ତି। ପରମେଶ୍ବର ଏହାକୁ ସଠାେରେ ଚିରଦିନ ରହିବା ପାଇଁ ମନୋନୀତ କରିଛନ୍ତି।
ଜଗତ ଆରମ୍ଭର ପୂର୍ବରୁ ବାକ୍ଯ ଥିଲେ। ସହେି ବାକ୍ଯ ପରମେଶ୍ବରଙ୍କ ସହିତ ଥିଲେ। ସହେି ବାକ୍ଯ ପରମେଶ୍ବର ଥିଲେ।
ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସହେି ବିଷୟ ରେ କୁହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ।
କିନ୍ତୁ ଯୀଶୁ ଯିହୂଦୀମାନଙ୍କୁ କହିଲେ, ମାରେ ପିତା ସର୍ବଦା କାର୍ୟ୍ଯରତ, ଅତଏବ ମୁଁ ମଧ୍ଯ କାର୍ୟ୍ଯ କରେ।
କିନ୍ତୁ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ପୁତ୍ର ଏକାକୀ କିଛି କରିପାରନ୍ତି ନାହିଁ। ଯାହା ତାହାଙ୍କ ପିତା କରୁଥିବା ପୁତ୍ର ଦେଖନ୍ତି, ସେ ତାହାହିଁ କରନ୍ତି କାରଣ ପିତା ଯାହା କରନ୍ତି ପୁତ୍ର ମଧ୍ଯ ସହେିସବୁ କରନ୍ତି।
ମୁଁ ପରମେଶ୍ବରଙ୍କର ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବାପାଇଁ ସ୍ବର୍ଗରୁ ଆସିଅଛି। ମୁଁ ନିଜ ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ଆସି ନାହିଁ।
ଯୀଶୁ ଉତ୍ତର ଦେଲେ, ମୁଁ ଯାହା ଉପଦେଶ ଦେଉଛି, ତାହା ମାେ ନିଜର ନୁହେଁ। ମାରେ ଶିକ୍ଷାଗୁଡିକ ମାେତେ ପଠାଇଥିବା ପରମେଶ୍ବରଙ୍କଠାରୁ ଆସିଛି।
ଯୀଶୁ ମନ୍ଦିର ରେ ଉପଦେଶ ଦେଉ ଦେଉ ଉଚ୍ଚ ସ୍ବର ରେ କହିଲେ, ହଁ, ତୁମ୍ଭେ ମାେତେ ଜାଣ ଓ ମୁଁ କେଉଁଠାରୁ ଆସିଛି ତାହା ମଧ୍ଯ ଜାଣ। କିନ୍ତୁ ମୁଁ ମାରେ ନିଜ ଅଧିକାର ବଳ ରେ ଆସି ନାହିଁ। ମୁଁ ସତ୍ଯ ପରମେଶ୍ବରଙ୍କ ଦ୍ବାରା ପଠାଯାଇଛି। ତୁମ୍ଭେ ତାହାଙ୍କୁ ଜାଣି ନାହଁ।
ତେଣୁ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ମନୁଷ୍ଯପୁତ୍ରଙ୍କୁ ଉର୍ଦ୍ଧ୍ବକୁ(ବଧକରିବାକୁ) ଉଠାଇବ। ସେତବେେଳେ ମୁଁ ଯେ ସହେି ବ୍ଯକ୍ତି ତାହା ତୁମ୍ଭେ ବୁଝି ପାରିବ। ମୁଁ ନିଜେ ଯାହା କରୁଛି, ଏସବୁ ମାେ ନିଜ ଅଧିକାରରୁ କରୁ ନାହିଁ, ପରମପିତା ମାେତେ ଯାହା ଶିକ୍ଷା ଦଇେଛନ୍ତି ସହେି କଥା ଯେ କବଳେ ମୁଁ କହୁଛି, ଏହା ତୁମ୍ଭେ ପରେ ଜାଣି ପାରିବ।
ମାେତେ ପରମପିତା ଯାହା ଦଖାଇେଛନ୍ତି, ତାହା ମୁଁ ତୁମ୍ଭକୁ କହୁଛି। କିନ୍ତୁ ତୁମ୍ଭମାନେେ ତୁମ୍ଭ ପିତା ଯାହା କହିଛନ୍ତି ତାହା କରୁଛ।
ମୁଁ ତୁମ୍ଭକୁ ପରମେଶ୍ବରଙ୍କଠାରୁ ଶୁଣିଥିବା ସତ୍ଯ କଥା କହୁଛି। କିନ୍ତୁ ତୁମ୍ଭମାନେେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛ। ଅବ୍ରାହାମ କିନ୍ତୁ ସପରେି କିଛି କରି ନଥିଲେ।
ପରମପିତା ଓ ମୁଁ ଏକ।
କିନ୍ତୁ ଯଦି ମାରେ ପରମପିତା ଯାହା କରନ୍ତି, ମୁଁ ତାହା କରୁଥାଏ, ତବେେ ତୁମ୍ଭେ ମାେ କାର୍ୟ୍ଯଗୁଡିକରେ ବିଶ୍ବାସ ରଖିବା ଉଚିତ। ତୁମ୍ଭେ ମାଠାେ ରେ ବିଶ୍ବାସ ନ କଲେ ମଧ୍ଯ ମାେ କାର୍ୟ୍ଯ ରେ ବିଶ୍ବାସ କରିବା ଉଚିତ। ତବେେ ତୁମ୍ଭେ ଜାଣି ପାରିବ ଓ ବୁଝି ପାରିବ ଯେ ପରମପିତା ମାଠାେ ରେ ଅଛନ୍ତି ଓ ମୁଁ ତାହାଙ୍କଠା ରେ ଅଛି।
ମାେ'ଠା ରେ ରହୁଥିବା ଓ ବିଶ୍ବାସ କରୁଥିବା ଲୋକ କଦାପି ମରିବ ନାହିଁ। ମାର୍ଥା ତୁମେ କ'ଣ ଏହା ବିଶ୍ବାସ କର?
ଏହାର କାରଣ ହେଉଛି, ମୁଁ ଯାହା ଶିକ୍ଷା ଦଇେଛି ତାହା ମାରେ ନୁହେଁ। ମାରେ ପ୍ ରରଣକେର୍ତ୍ତା ପରମପିତା ମାେତେ କ'ଣ କହିବାକୁ ଓ କ'ଣ ଉପଦେଶ ଦବୋକୁ ପଡିବ ତାହା କହିଛନ୍ତି।
ତୁମ୍ଭେ ସଦେିନ ଜାଣିବ ଯେ, ମୁଁ ପରମପିତାଙ୍କଠା ରେ ରହିଛି। ତୁମ୍ବେ ଜାଣିବ ଯେ, ତୁମ୍ଭେ ମାେ'ଠା ରେ ଓ ମୁଁ ତୁମ୍ଭଠା ରେ ଅଛି।
ମାେତେ ତୁମ୍ଭେ ଯେଉଁ ଉପଦେଶ ଦଇେଥିଲ, ମୁଁ ସହେି ଉପଦେଶ ଏହି ଲୋକଙ୍କୁ ଦଇେଛି। ସମାନେେ ତାହା ଗ୍ରହଣ କରିଛନ୍ତି। ସମାନେେ ଜାଣି ପାରିଲେ ଯେ, ମୁଁ ପ୍ରକୃତ ରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମାେତେ ପଠାଇଛ ବୋଲି ସମାନେେ ବିଶ୍ବାସ କରିଛନ୍ତି।
ହେ ପରମପିତା, ମୁଁ ତୁମ୍ଭଠା ରେ ପ୍ରାର୍ଥନା କରେ ଯେପରି ମାେ ଉପରେ ବିଶ୍ବାସ ରଖୁଥିବା ଲୋକମାନେ ଏକ ହାଇପୋରିବେ। ତୁମ୍ଭେ ମାଠାେ ରେ ରହିଛ ଓ ମୁଁ ତୁମ୍ଭଠା ରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠା ରେ ଯେପରି ଏକ ହାଇେ ପାରିବେ। ତଦ୍ଦ୍ବାରା ଜଗତ ବିଶ୍ବାସ କରିବ, ଯେ ତୁମ୍ଭେ ମାେତେ ପଠାଇଅଛ।
ତୁମ୍ଭମାନେେ ନାଜରିତୀୟ ଯୀଶୁଙ୍କ ବିଷୟ ରେ ମଧ୍ଯ ଜାଣିଛ। ପରମେଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତି ରେ ପୂର୍ଣ୍ଣକରି ଖ୍ରୀଷ୍ଟରୂପେ ଅଭିଷିକ୍ତ କରିଥିଲେ। ଯୀଶୁ ଚତୁର୍ଦ୍ଦିଗକୁ ଯାଇ ଲୋକଙ୍କ ଉପକାର କରୁଥିଲେ। ଶୟତାନର ଅତ୍ଯାଚ଼ାର ଅଧୀନ ରେ ରହୁଥିବା ଲୋକଙ୍କୁ ସେ ସୁସ୍ଥ କରି ଦେଉଥିଲେ। ଏହିସବୁ ଦ୍ବାରା ପ୍ରମାଣିତ ହେଉଥିଲା ଯେ, ପରମେଶ୍ବର ତାହାଙ୍କ ସହିତ ଥିଲେ।
ମାେ କହିବା କଥା ଯେ, ପରମେଶ୍ବର ଖ୍ରୀଷ୍ଟଙ୍କ ହତେୁ ଲୋକମାନଙ୍କର ପାପଗୁଡ଼ିକୁ ଗଣନା ନ କରି, ନିଜକୁ ଜଗତର ଲୋକମାନଙ୍କ ସହିତ ପୁନର୍ମିଳିତ କରୁଛନ୍ତି। କବଳେ ସତେିକି ନୁହେଁ ମାତ୍ର ସେ ଆମ୍ଭମାନଙ୍କୁ, ଲୋକମାନଙ୍କୁ ପୁନର୍ମିଳନର ସମ୍ବାଦ କହିବା ଭାର ଦଇେଛନ୍ତି। ସେଥିପାଇଁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତିନିଧି ଭାବେ କାମ କରୁଛୁ।
ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ବାସ କରିବାକୁ ପସନ୍ଦ କଲେ।
ପରମେଶ୍ବର ଖ୍ରୀଷ୍ଟଙ୍କଠା ରେ ପାର୍ଥିବ ଶରୀର ଧାରଣ କରି ବାସ କଲେ।
ଯୀଶୁଙ୍କ ବିଷୟ ରେ ଆମ୍ଭକୁ ତିନିଜଣ ସାକ୍ଷ୍ଯ ଦିଅନ୍ତି ;