Home Bibles ଯୋହନଲିଖିତ ସୁସମାଚାର 14:11 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 14:11 · ଓଡ଼ିଆ ବାଇବେଲ

ମୁଁ ପରମପିତାଙ୍କଠା ରେ ଓ ପରମପିତା ମାେ'ଠା ରେ ଅଛନ୍ତି। ତୁମ୍ଭେ ମାରେ ଏହି କଥା ବିଶ୍ବାସ କର। କିମ୍ବା ମୁଁ ଯେଉଁ ସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରିଛି ସେଥିପାଇଁ ବିଶ୍ବାସ କର।

Cross references

ମାଥିଉଲିଖିତ ସୁସମାଚାର 11:4

ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ ଯାହା ଦେଖୁଛ ଓ ଶୁଣୁଛ, ତାହା ଯୋହନଙ୍କୁ ଯାଇ କୁହ।

ଲୂକଲିଖିତ ସୁସମାଚାର 7:21

ସହେି ସମୟରେ ଯୀଶୁ ଅନକେ ଲୋକଙ୍କୁ ସମାନଙ୍କେ ରୋଗରୁ ସୁସ୍ଥ, ବଦନୋ ଦୂର ଓ ଦୁଷ୍ଟାତ୍ମା କବଳରୁ ମୁକ୍ତ କରି ଦେଉଥିଲେ। ସେ ଅନକେ ଅନ୍ଧକୁ ଦୃଷ୍ଟିଶକ୍ତି ଦେଉଥିଲେ।

ଯୋହନଲିଖିତ ସୁସମାଚାର 5:36

କିନ୍ତୁ ମାେ ପାଖ ରେ ମାେ ସମ୍ବନ୍ଧ ରେ ଗୋଟିଏ ପ୍ରମାଣ ଅଛି, ଯାହା ଯୋହନଙ୍କ ପ୍ରମାଣଠାରୁ ଅଧିକ ମହତ୍ତ୍ବପୂର୍ଣ୍ଣ। ମୁଁ ଯାହା ସବୁ କରୁଛି, ତାହା ସବୁ ମାରେ ପ୍ରମାଣ। ପରମପିତା ମାେତେ ଏସବୁ କରିବା ପାଇଁ ଦଇେଥିଲେ। ଏହିସବୁ କାର୍ୟ୍ଯରୁ ଏହା ପ୍ରମାଣିତ ହୁଏ ଯେ ପରମପିତା ମାେତେ ପଠାଇଛନ୍ତି।

ଯୋହନଲିଖିତ ସୁସମାଚାର 10:25

ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭକୁ କହି ସାରିଛି କିନ୍ତୁ ତୁମ୍ଭେ ବିଶ୍ବାସ କରୁ ନାହଁ। ମୁଁ ମାରେ ପରମପିତାଙ୍କ ନାମ ରେ ଅନକେ ଆଶ୍ଚର୍ୟ୍ଯକାର୍ୟ୍ଯ କରିଛି। ସହେି ଆଶ୍ଚର୍ୟ୍ଯକାର୍ୟ୍ଯ ସବୁ ଦର୍ଶାଏ ଯେ, ମୁଁ କିଏ।

ଯୋହନଲିଖିତ ସୁସମାଚାର 10:32

କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ମୁଁ ପରମପିତାଙ୍କ ନିର୍ଦ୍ଦେଶ ଅନୁସାରେ ବହୁତ ଆଶ୍ଚର୍ୟ୍ଯ କାର୍ୟ୍ଯ କରି ସାରିଛି। ତୁମ୍ଭେ ସେସବୁ ଦେଖିଛ। ତବେେ କେଉଁ ଭଲ କାର୍ୟ୍ଯ ହତେୁ ତୁମ୍ଭେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛ?

ଯୋହନଲିଖିତ ସୁସମାଚାର 10:38

କିନ୍ତୁ ଯଦି ମାରେ ପରମପିତା ଯାହା କରନ୍ତି, ମୁଁ ତାହା କରୁଥାଏ, ତବେେ ତୁମ୍ଭେ ମାେ କାର୍ୟ୍ଯଗୁଡିକରେ ବିଶ୍ବାସ ରଖିବା ଉଚିତ। ତୁମ୍ଭେ ମାଠାେ ରେ ବିଶ୍ବାସ ନ କଲେ ମଧ୍ଯ ମାେ କାର୍ୟ୍ଯ ରେ ବିଶ୍ବାସ କରିବା ଉଚିତ। ତବେେ ତୁମ୍ଭେ ଜାଣି ପାରିବ ଓ ବୁଝି ପାରିବ ଯେ ପରମପିତା ମାଠାେ ରେ ଅଛନ୍ତି ଓ ମୁଁ ତାହାଙ୍କଠା ରେ ଅଛି।

ଯୋହନଲିଖିତ ସୁସମାଚାର 12:38

ଅତଏବ ଭବିଷ୍ଯଦ୍ବକ୍ତା ୟିଶାଇୟ ଯାହା କହିଥିଲେ ତାହା ସତ୍ଯ ହେଲା, ସେ କହିଥିଲେ,

ଯୋହନଲିଖିତ ସୁସମାଚାର 14:10

ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କର ଯେ, ମୁଁ ପରମପିତାଙ୍କଠା ରେ ଓ ପରମପିତା ମାଠାେ ରେ ଅଛନ୍ତି? ମୁଁ ତୁମ୍ଭକୁ ଯାହା ଯାହା କହିଛି ତାହା ମାଠାରୁେ ଆସି ନାହିଁ। ପରମପିତେ ମାେ ଭିତ ରେ ଅଛନ୍ତି ଓ ସେ ତାହାଙ୍କ କାର୍ୟ୍ଯ କରୁଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:22

ହେ ଇଶ୍ରାୟେଲର ଲୋକମାନେ, ଏହି ସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ଯକ୍ତି ଥିଲେ। ଯାହାଙ୍କୁ ଈଶ୍ବର ପଠାଇ ଥିଲେ। ଯୀଶୁ ଯେଉଁ ସବୁ ଶକ୍ତିଶାଳୀ କାର୍ୟ୍ଯ ଏବଂ ଆଶ୍ଚର୍ୟ୍ଯ ଘଟଣା ସବୁ କରିଥିଲେ, ତାହାଦ୍ବାରା ପରମେଶ୍ବର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି।

ଏବ୍ରୀ 2:4

କର୍ମ ଦ୍ବାରା ପରମେଶ୍ବର ମଧ୍ଯ ଏହାର ପ୍ରମାଣ ଦେଲେ। ପରମେଶ୍ବର ଆପଣା ଇଚ୍ଛାନୁସା ରେ ପବିତ୍ର ଆତ୍ମାଙ୍କ ଅନ୍ଯାନ୍ଯ ଦାନ ଦ୍ବାରା ଏହା ପ୍ରମାଣିତ କରିଅଛନ୍ତି।

Interlinear

Choose Theme