Home Bibles ଯୋହନଲିଖିତ ସୁସମାଚାର 14:29 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 14:29 · ଓଡ଼ିଆ ବାଇବେଲ

ଏ ସମସ୍ତ ଘଟଣା ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ସବୁ ବିଷୟଗୁଡିକ ବର୍ତ୍ତମାନ ଜଣାଇଦଲେି, ଯେପରି ଏସବୁ ଘଟିଲା ବେଳେ ତୁମ୍ଭେ ବିଶ୍ବାସ କରିବ।

Cross references

ମାଥିଉଲିଖିତ ସୁସମାଚାର 24:24

ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ବାହାରିବେ। ସମାନେେ ବହୁତ ବଡ଼ ବଡ଼ ଆଶ୍ଚର୍ୟ୍ଯଜନକ କାମ କରିବେ ଓ ଚ଼ମତ୍କାର ପ୍ରତର୍ଶନ କରିବେ। ଯଦି ସମ୍ଭବ ହୁଏ, ତବେେ ପରମେଶ୍ବରଙ୍କ ଦ୍ବାରା ମନୋନୀତ ଲୋକମାନଙ୍କୁ ମଧ୍ଯ ସମାନେେ ବୋକା ବନଇେ ଦବୋକୁ ଚେଷ୍ଟା କରିବେ।

ଯୋହନଲିଖିତ ସୁସମାଚାର 13:19

ବର୍ତ୍ତମାନ ଏହା ନ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଏକଥା କହୁଛି। ତେଣୁ ଯେତବେେଳେ ଏହା ଘଟିବ, ତୁମ୍ଭେ ବିଶ୍ବାସ କରିବ, ମୁଁ ସହେି ଅଟେ।

ଯୋହନଲିଖିତ ସୁସମାଚାର 16:4

ମୁଁ ତୁମ୍ଭକୁ ଏସବୁ କଥା ବର୍ତ୍ତମାନ କହିଛି, ତେଣୁ ଯେତବେେଳେ ଏସବୁ ଘଟିବାର ସମୟ ଆସିବ, ସେତବେେଳେ ତୁମ୍ଭମାନେେ ମନେ ପକାଇବ ଯେ ମୁଁ ତୁମ୍ଭକୁ ସତର୍କ କରିଥିଲି।

Interlinear

Choose Theme