Home Bibles ☰ Books ଯୋହନଲିଖିତ ସୁସମାଚାର 15:23 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 15:23 · ଓଡ଼ିଆ ବାଇବେଲ

ମାେତେ ଘୃଣା କରୁଥିବା ବ୍ଯକ୍ତି ମାରେପରମପିତାଙ୍କୁ ମଧ୍ଯ ଘୃଣା କରେ। ମୁଁ ଯେଉଁ ଆଶ୍ଚର୍ୟ୍ଯକାର୍ୟ୍ଯ ସେ ଲୋକମାନଙ୍କ ମଧିଅରେ କରିଛି, ତାହା କୌଣସି ଲୋକ କବେେ କରିନାହିଁ।

Cross references

ଯୋହନଲିଖିତ ସୁସମାଚାର 8:40

ମୁଁ ତୁମ୍ଭକୁ ପରମେଶ୍ବରଙ୍କଠାରୁ ଶୁଣିଥିବା ସତ୍ଯ କଥା କହୁଛି। କିନ୍ତୁ ତୁମ୍ଭମାନେେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛ। ଅବ୍ରାହାମ କିନ୍ତୁ ସପରେି କିଛି କରି ନଥିଲେ।

ଯୋହନଙ୍କ ପ୍ରଥମ ପତ୍ର 2:23

ଯେଉଁ ବ୍ଯକ୍ତି ପୁତ୍ରକୁ ବିଶ୍ବାସ କରେ ନାହିଁ, ପିତା ତାହାଙ୍କଠା ରେ ବାସ କରନ୍ତି ନାହିଁ। ଯେଉଁ ବ୍ଯକ୍ତି ପୁତ୍ରକୁ ଗ୍ରହଣ କରେ, ତାହାଙ୍କଠା ରେ ପିତା ମଧ୍ଯ ଅଛନ୍ତି।

ଯୋହନଙ୍କ ଦିତୀୟ ପତ୍ 1:9

ପ୍ରେତ୍ୟକକ ଲୋକ ଖ୍ରୀଷ୍ଟଙ୍କର ଶିକ୍ଷାକୁ କବଳେ ଅନୁସରଣ କରିବା ଉଚିତ। ଯଦି କହେି ଖ୍ରୀଷ୍ଟଙ୍କ ଶିକ୍ଷାକୁ ପରିବର୍ତ୍ତନ କରେ, ତବେେ ସହେି ଲୋକ ପାଖ ରେ ପରମେଶ୍ବର ନାହାଁନ୍ତି। ଯଦି କୌଣସି ବ୍ଯକ୍ତି ଖ୍ରୀଷ୍ଟଙ୍କ ଶିକ୍ଷା ଅନୁସରଣ କରେ, ତବେେ ସହେି ଲୋକ ପାଖ ରେ ଉଭୟ ପରମପିତା ଏବଂ ପୁତ୍ର ଅଛନ୍ତି।

Interlinear

Choose Theme