ଯୋହନଲିଖିତ ସୁସମାଚାର 16:18 · ଓଡ଼ିଆ ବାଇବେଲ
ଶିଷ୍ଯମାନେ ପଚାରିଲେ, ତାହାଙ୍କ କହିବା ଅନୁସାରେ ସହେି 'ଅଳ୍ପ ସମୟର ଅର୍ଥ କ'ଣ?' ସେ ଏପରି କ'ଣ କହୁଛନ୍ତି ଆମ୍ଭେ ବୁଝିପାରୁନାହୁଁ।
Cross references
ମାଥିଉଲିଖିତ ସୁସମାଚାର 16:9
ଏବେ ସୁଦ୍ଧା ତୁମ୍ଭେ କ'ଣ ବୁଝି ପାରୁନ? ପାଞ୍ଚଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନକେ ଟୋକଇେ ରେ ଭର୍ତ୍ତି କରିଥିଲ।
ଲୂକଲିଖିତ ସୁସମାଚାର 24:25
ତା'ପରେ ଯୀଶୁ ସହେି ଦୁଇଜଣ ଲୋକଙ୍କୁ କହିଲେ, ତୁମ୍ଭମାନେେ କେତେ ବୋକା। ଭବିଷ୍ଯଦ୍ବକ୍ତାମାନେ ଯାହାସବୁ କହିଥିଲେ, ସହେି ସତ୍ଯକୁ ବିଶ୍ବାସ କରିବା ରେ ତୁମ୍ଭମାନେେ କେତେ ମନ୍ଥର।
ଏବ୍ରୀ 5:12
ବର୍ତ୍ତମାନ ପର୍ୟ୍ଯନ୍ତ ଯେତିକି ସମୟ ଅତିବାହିତ ହାଇେ ଗଲାଣି, ତୁମ୍ଭମାନେେ ଉପଦେଶକ ହାଇେ ସାରନ୍ତଣି। କିନ୍ତୁ ଯାହା ଜଣା ପଡ଼େ, ପରମେଶ୍ବରଙ୍କ ଶିକ୍ଷାର ପ୍ରାଥମିକ ମୌଳିକ ପାଠଗୁଡ଼ିକୁ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଜଣେ ଲୋକ ଦରକାର। ଶିଶୁମାନଙ୍କୁ କ୍ଷୀର ଦରକାର ହେଲା ଭଳି, ତୁମ୍ଭମାନେେ ଏବେ ମଧ୍ଯ ପ୍ରାରମ୍ଭିକ ଶିକ୍ଷା କରୁଛ। ତୁମ୍ଭମାନେେ କଠିନ ଆହାର ଖାଇବା ପାଇଁ ପ୍ରସ୍ତୁତ ହାଇେ ନାହଁ।