ମୁଁ ତୁମ୍ଭକୁ ସାଙ୍କତେିକ ଭାବରେ ଏ ସମସ୍ତ ବିଷୟ କହିଛି। କିନ୍ତୁ ସମୟ ଆସୁଛି, ଯେତବେେଳେ ମୁଁ ତୁମ୍ଭକୁ ଏସବୁ ଏପରି ଭାବରେ କହିବି ନାହିଁ। ମୁଁ ତୁମ୍ଭକୁ ପରମପିତାଙ୍କ ବିଷୟ ରେ ସରଳ ଭାଷା ରେ କହିବି।
Cross references
ମୁଁ ସେ ସବୁ ୟେ ଶୁଣି ଅଛି ଓ ବର୍ତ୍ତମାନ ମୁଁ ସେ ସବୁକୁ ମାରେ ବୀଣାବାଦନ ସହିତ ଗାଯନ କରିବି ଏବଂ ତୁମ୍ଭ ନିକଟରେ ସହେି ଗୁଢ଼ ବିଷଯସବୁ ପ୍ରକାଶ କରିବି।
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି। ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ୟାହାକି ବୁଝିବା ପାଇଁ କଷ୍ଟକର।
ଯେଉଁ ଲୋକମାନେ, ୟିଏକି ଏହି ହିତାପଦେେଶ ଶୁଣନ୍ତି, ଜ୍ଞାନୀ ଲୋକ କହି ୟାଇଥିବା କଥା ବୁଝିବା ରେ ସକ୍ଷମ ହବେେ ଏବଂ ଗୁପ୍ତ ରହିଥିବା ଗଳ୍ପର ଅର୍ଥ ମଧ୍ଯ ବୁଝିପାରିବେ। ସମାନେେ ଜ୍ଞାନୀମାନଙ୍କର କହିଥିବା ହିତଜନକ ପରାମର୍ଶ ବୁଝିପାରିବେ।
ଶଷ୍ଯମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତୁମ୍ଭେ ସମାନଙ୍କେୁ ଦୃଷ୍ଟାନ୍ତ ମାଧ୍ଯମ ରେ କାହିଁକି ଶିକ୍ଷା ଦେଉଛ?
ଯୀଶୁ ସବୁ କିଛି କାହାଣୀ ମାଧ୍ଯମ ରେ କହୁଥିଲେ। ବାସ୍ତବ ରେ ସେ ସମାନଙ୍କେୁ କାହାଣୀ ମାଧ୍ଯମ ଛଡା କିଛି କହୁନଥିଲେ।
ତା'ପରେ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏହି ଦୃଷ୍ଟାନ୍ତ ବୁଝି ପାରୁଛ କି? ତବେେ ଅନ୍ୟ ଦୃଷ୍ଟାନ୍ତଗୁଡିକ କିପରି ବୁଝିବ?
ଯୀଶୁ ଲୋକମାନଙ୍କୁ ଏହି କାହାଣୀ କହିଲେ। କିନ୍ତୁ ଲୋକମାନେ ତାହାଙ୍କ ଏହି କାହାଣୀର ଅର୍ଥ ବୁଝିପାରିଲେ ନାହିଁ।
ତୁମ୍ଭମାନଙ୍କୁ ଲୋକମାନେ ସମାନଙ୍କେର ସମାଜଗୃହଗୁଡିକରୁ ବାହାର କରି ଦବେେ। ହଁ, ଏପରି ସମୟ ଆସୁଛି ଯେତବେେଳେ ଲୋକମାନେ ଭାବିବେ ଯେ ତୁମ୍ଭକୁ ବଧ କରିବା ଦ୍ବାରା ସମାନେେ ପରମେଶ୍ବରଙ୍କ ସବୋ କରୁଛନ୍ତି।
ମାରେ ତୁମ୍ଭମାନଙ୍କୁ କହିବା ପାଇଁ ବହୁତ କଥା ଅଛି। କିନ୍ତୁ େସତେ ମାତ୍ରା ରେ ସଗେୁଡିକ ବର୍ତ୍ତମାନ ତୁମ୍ଭେ ଗ୍ରହଣ କରିପାରିବ ନାହିଁ।
ତୁମ୍ଭେ ମାେତେ ଅଳ୍ପ ସମୟ ପରେ ଆଉ ଦେଖିବ ନାହିଁ। ତା'ପରେ ଆଉ ଅଳ୍ପ ସମୟ ଉତ୍ତା ରେ ତୁମ୍ଭମାନେେ ମାେତେ ପୁଣି ଦେଖିବ।
ମୁଁ ଏହି ଜଗତକୁ ପରମପିତାଙ୍କଠାରୁ ଆସିଛି। ବର୍ତ୍ତମାନ ମୁଁ ଏହି ଜଗତ ଛାଡି ପରମେଶ୍ବରଙ୍କ ପାଖକୁ ଫରେିୟିବି।
ଯୀଶୁଙ୍କୁ ସ୍ବର୍ଗକୁ ଉଠାଇ ନିଆ ଯାଇଛି। ସେ ବର୍ତ୍ତମାନ ଇଶ୍ବରଙ୍କର ଡ଼ାହାଣ ପଟେ ଅଛନ୍ତି। ପରମପିତା ଯୀଶୁଙ୍କୁ ପବୁତ୍ରଆତ୍ମା ଦଇେଛନ୍ତି। ଇଶ୍ବର ଏହି ପବିତ୍ରଆତ୍ମା ଦବୋ ପାଇଁ ଆଗରୁ ଶପଥ କରିଥିଲେ। ତେଣୁ ଯୀଶୁ ପବିତ୍ର ଆତ୍ମାଙ୍କୁ ଢ଼ାଳି ଦେଉଛନ୍ତି। ବର୍ତ୍ତମାନ ତୁମ୍ଭମାନେେ ଏହା ଦେଖୁଅଛ ଓ ଶୁଣୁଅଛ।
ଆମ୍ଭମାନଙ୍କଠା ରେ ଏହି ପ୍ରକାରର ଭରସା ରଖିଥିବା ହତେୁ ଆମ୍ଭେ ଅତି ସାହସୀ।
ଆମ୍ଭେ ଲଜ୍ଜାପୂର୍ଣ୍ଣ ଓ ଗୁପ୍ତ କାର୍ୟ୍ଯଗୁଡ଼ିକୁ ଛାଡ଼ି ଦଇେଛୁ। ଆମ୍ଭେ କପଟ କରୁ ନାହୁଁ, ପରମେଶ୍ବରଙ୍କ ବାକ୍ଯ ରେ ପରିବର୍ତ୍ତନ କରୁ ନାହୁଁ, ବରଂ ଆମ୍ଭେ ସତ୍ଯକୁ ସରଳ ଭାବରେ ପ୍ରକାଶ କରୁଛୁ। ଏହାଦ୍ବାରା ଲୋକମାନଙ୍କଠା ରେ ଆମ୍ଭେ ନିଜର ବ୍ଯକ୍ତିତ୍ବ ପ୍ରତିପାଦନ କରୁଛୁ, ଯାହା ଦ୍ବାରା ସମସ୍ତେ ନିଜ ହୃଦୟ ରେ ଜାଣି ପାରିବେ ଯେ, ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭମାନେେ ସତ୍ଯ ବାକ୍ଯ ପ୍ରଚାର କରୁଅଛୁ।