ମୁଁ ସମାନଙ୍କେୁ ଜଗତ ମଧ୍ଯକୁ ପଠାଇ ଦଇେଛି ଯେପରି ତୁମ୍ଭେ ମାେତେ ଏହି ଜଗତକୁ ପଠାଇଲ।
Cross references
ସଦାପ୍ରଭୁଙ୍କର ସବେକ କୁହନ୍ତି, ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମାଠାେ ରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦବୋକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଚାର କରିବା ନିମନ୍ତେ ମାେତେ ପ୍ ରରଣେ କରିଛନ୍ତି।
ଏହି ବାରଜଣ ଶିଷ୍ଯଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: କୌଣସି ଅଣଯିହୂଦୀ ଅଞ୍ଚଳକୁ ୟିବନାହିଁ କି ଶମିରୋଣର କୌଣସି ନଗର ରେ ପ୍ରବେଶ କରିବନାହିଁ।
ତେଣୁ ମୁଁ ତୁମ୍ଭକୁ ଏହା କରୁଛି: ମୁଁ ତୁମ୍ଭକୁ ଭବିଷ୍ଯଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିବ, କୃଶ ରେ ଚ଼ଢ଼ାଇ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜ ଗୃହ ରେ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜଗୃହ ରେ ତୁମ୍ଭେ କେତକଙ୍କେୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭମାନେେ ସମାନଙ୍କେର ପେଛ ପେଛ ଯାଇ କେତକଙ୍କେୁ ତାଡ଼ନା କରିବ।
ତୁମ୍ଭେ ଯାହା ବୁଣି ନଥିଲ ତାହା କାଟିବା ପାଇଁ ମୁଁ ତୁମ୍ଭକୁ ପଠାଇଥିଲି ା ଅନ୍ୟ ଲୋକମାନେ କାମ କଲେ, ଆଉ ତୁମ୍ଭମାନେେ ସମାନଙ୍କେ କାମରୁ ଲାଭ ପାଇଲ।
ମ୍ଭେ ଯେ ଏକମାତ୍ର ସତ୍ଯ ପରମେଶ୍ବର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସହେି ଯୀଶୁଖ୍ରୀଷ୍ଟଙ୍କୁ ଜାଣିବାହିଁ ଅନନ୍ତଜୀବନ ଅଟେ।
ମାେତେ ତୁମ୍ଭେ ଯେଉଁ ଉପଦେଶ ଦଇେଥିଲ, ମୁଁ ସହେି ଉପଦେଶ ଏହି ଲୋକଙ୍କୁ ଦଇେଛି। ସମାନେେ ତାହା ଗ୍ରହଣ କରିଛନ୍ତି। ସମାନେେ ଜାଣି ପାରିଲେ ଯେ, ମୁଁ ପ୍ରକୃତ ରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମାେତେ ପଠାଇଛ ବୋଲି ସମାନେେ ବିଶ୍ବାସ କରିଛନ୍ତି।
ହେ ପରମପିତା, ମୁଁ ତୁମ୍ଭଠା ରେ ପ୍ରାର୍ଥନା କରେ ଯେପରି ମାେ ଉପରେ ବିଶ୍ବାସ ରଖୁଥିବା ଲୋକମାନେ ଏକ ହାଇପୋରିବେ। ତୁମ୍ଭେ ମାଠାେ ରେ ରହିଛ ଓ ମୁଁ ତୁମ୍ଭଠା ରେ ଅଛି। ମୁଁ ପ୍ରାର୍ଥନା କରେ, ଏହି ଲୋକମାନେ ଆମ୍ଭଠା ରେ ଯେପରି ଏକ ହାଇେ ପାରିବେ। ତଦ୍ଦ୍ବାରା ଜଗତ ବିଶ୍ବାସ କରିବ, ଯେ ତୁମ୍ଭେ ମାେତେ ପଠାଇଅଛ।
ମୁଁ ସମାନଙ୍କେଠା ରେ ରହିବି ଓ ତୁମ୍ଭେ ମାଠାେ ରେ ରହିବ। ତେଣୁ ସମାନେେ ସଂମ୍ପୂର୍ଣ୍ଣ ଭାବେ ଏକ ହାଇପୋରିବେ। ତାହା ହେଲେ ଏହି ଜଗତ ଜାଣିପାରିବ ଯେ, ତୁମ୍ଭେ ମାେତେ ପଠାଇଛ। ଏ ଜଗତ ଜାଣିବ ଯେ, ତୁମ୍ଭେ ମାେତେ ଯେପରି ପ୍ ରମେ କରୁଥିଲ ଠିକ୍ ସହେିପରି ଏହି ଲୋକମାନଙ୍କୁ ମଧ୍ଯ ପ୍ ରମେ କରୁଛ।
ହେ ପରମପିତା ତୁମ୍ଭେ ହେଉଛ ଉତ୍ତମ। ଏହି ଜଗତ ତୁମ୍ଭକୁ ଚିହ୍ନି ନାହିଁ କିନ୍ତୁ ମୁଁ ତୁମ୍ଭକୁ ଚିହ୍ନେ। ଏହି ଲୋକମାନେ ଜାଣନ୍ତି ଯେ, ତୁମ୍ଭେ ମାେତେ ପଠାଇଛ।
ଯୀଶୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ। ମାେତେ ପରମପିତା ଯେପରି ପଠାଇଥିଲେ, ମୁଁ ସହେିପରି ତୁମ୍ଭକୁ ବର୍ତ୍ତମାନ ପଠାଉଛି।
ସେ ଆମ୍ଭ ମାଧ୍ଯମ ରେ ପୃଥିବୀର ଲୋକମାନଙ୍କୁ ଡ଼ାକୁଛନ୍ତି। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ପୁନର୍ମିଳିତ ହବୋ ପାଇଁ ଅନୁ ରୋଧ କରୁ,
ପରମେଶ୍ବରଙ୍କ ବିଶଷେ ଅନୁଗ୍ରହର ଦାନ ଦ୍ବାରା ମୁଁ ସୁସମାଚାର କହିବା ପାଇଁ ଜଣେ ସବେକ ହଲିେ। ପରମେଶ୍ବର ତାହାଙ୍କର କାର୍ୟ୍ଯକାରୀ ଶକ୍ତି ବଳ ରେ ମାେତେ ଏହି ଅନୁଗ୍ରହ ଦାନ କଲେ।