ଯୀଶୁ ଉତ୍ତର ଦେଲେ, ମୁଁ ଲୋକମାନଙ୍କୁ ସବୁବେଳେ ଖାଲିେଖାଲିେ ଭାବେ ଶିକ୍ଷା ଦଇେଛି। ମୁଁ ସର୍ବଦା ସମାଜଗୃହ ଓ ମନ୍ଦିର ରେ ଶିକ୍ଷା ଦଇେ ଆସିଛି। ସଠାେରେ ସବୁ ଯିହୂଦୀମାନେ ଏକତ୍ର ହୁଅନ୍ତି। ମୁଁ କୌଣସି ବିଷୟ ଗୁପ୍ତ ଭାବରେ କହି ନାହିଁ।
Cross references
ହେ ସଦାପ୍ରଭୁ, ମୁଁ ମାରେ ଭାଇମାନଙ୍କ ଆଗରେ ତୁମ୍ଭ ଗୁଣ ବର୍ଣ୍ଣନା କରିବି। ମୁଁ ବୃହତ୍ ସଭାକକ୍ଷରେ ତୁମ୍ଭର ପ୍ରଶଂସା କରିବି।
ମୁଁ ମହାସଭାରେ ତୁମ୍ଭର ବିଜଯବାର୍ତ୍ତା ପ୍ରଚାର କରିଅଛି। ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଚାରରୁ କବେେ ହେଲେ ବିରତ ରହିବ ନାହିଁ।
ଆମ୍ଭେ ଗୋପନ ରେ କରି ନାହୁଁ କିମ୍ବା ଅନ୍ଧକାରମଯ ଦେଶର କୌଣସି ସ୍ଥାନ ରେ କହି ନାହୁଁ। ଏହା ଆମ୍ଭେ ଯାକୁବ ପରିବାରକୁ କହି ନାହୁଁ ; ତୁମ୍ଭେ ମାେତେ ନଗଣ୍ଯ ଭାବରେ ଅନୁସରଣ କର। ମୁଁ ସଦାପ୍ରଭୁ, ମୁଁ ସତ୍ଯ କ ହେ, ମୁଁ ନ୍ଯାଯ କ ହେ ଏବଂ ସରଳ କଥା କ ହେ।
ତୁମ୍ଭମାନେେ ଆମ୍ଭ ନିକଟକୁ ଆସି ଏହିକଥା ଶୁଣ। ଆଦ୍ଯରୁ ଆମ୍ଭେ ଗୋପନ ରେ କିଛି କହି ନାହୁଁ। ବହୁ କାଳରୁ ଆମ୍ଭେ ସଠାେ ରେ ଅଛୁ।
ଯୀଶୁ ଯୀହୂଦୀ ସମାଜଗୃହ ମାନଙ୍କ ରେ ସ୍ବର୍ଗ ରାଜ୍ଯ ରେ ସୁସମାଗ୍ଭର ପ୍ରଗ୍ଭର କରି ଓ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ପୀଡା ଦୂରକରି ସମଗ୍ର ଗାଲିଲୀ ରାଜ୍ଯ ରେ ଭ୍ରମଣ କଲେ।
ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କ ରେ ଉପଦେଶ ଦେଲେ, ଓ ପରମେଶ୍ବରଙ୍କ ରାଜ୍ଯର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରି ଦେଲେ।
ଯୀଶୁ ମନ୍ଦିର ପରିସରକୁ ଗଲେ। ସଠାେରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନ ଯାଜକ ଓ ଲୋକମାନଙ୍କର ପ୍ରାଚ଼ୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସମାନେେ ଯୀଶୁଙ୍କୁ ପଚ଼ାରିଲେ, ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାର ରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?
କିଛି ଲୋକେ ତୁମ୍ଭକୁ କହି ପାରନ୍ତି: ' ଦେଖ, ଖ୍ରୀଷ୍ଟ ଜନବିହୀନ ମରୁଭୁମି ଅଞ୍ଚଳ ରେ ଅଛନ୍ତି।' କିନ୍ତୁ ତୁମ୍ଭେ ଖ୍ରୀଷ୍ଟଙ୍କୁ ଖାଜେିବ ପାଇଁ ଜନବିହୀନ ମରୁଭୁମି ଅଞ୍ଚଳକୁ ୟିବନାହିଁ। ବା ସମାନେେ ତୁମ୍ଭକୁ କହି ପାରନ୍ତି: 'ଖ୍ରୀଷ୍ଟ ସହେି କୋଠରୀ ରେ ଅଛନ୍ତି।' କିନ୍ତୁ ତୁମ୍ଭେ ସମାନଙ୍କେୁ ବିଶ୍ବାସ କରିବ ନାହିଁ।
ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, ତୁମ୍ଭେସବୁ ଖଣ୍ଡା ଓ ଠେଙ୍ଗା ନଇେ ମାେତେ ବନ୍ଦୀ କରିବା ପାଇଁ ଏପରି ଭାବରେ ଆସିଛ, ସତେ ଯେପରି ମୁଁ ଗୋଟଏ ଅପରାଧୀ। ମୁଁ ସବୁଦିନ ମନ୍ଦିର ପରିସର ରେ ବସି ଲୋକମାନଙ୍କୁ ଉପଦେଶ ଦେଉଥିଲି। ସେତବେେଳେ ତୁମ୍ଭେ ମାେତେ ବନ୍ଦୀ କରିଲନାହିଁ।
ମହାୟାଜକ ଏକଥା ଶୁଣି ବହୁତ ରାଗିଗଲେ ଓ ସେ ତାହାଙ୍କ ନିଜ ପୋଷାକ ଚିରି ପକଇେଲେ ଓ ସେ କହିଲେ, ଏ ଯେଉଁ ସବୁ କଥା କହିଲେ, ତା' ଦ୍ବାରା ପରମେଶ୍ବରଙ୍କର ନିନ୍ଦା ହାଇେଛି। ଆମ୍ଭର ଆଉ କୌଣସି ସାକ୍ଷୀ ଦରକାର ନାହିଁ। ତୁମ୍ଭମାନେେ ପରମେଶ୍ବରଙ୍କର ନିନ୍ଦା ଶୁଣିଛ। ତୁମ୍ଭମାନେେ ତବେେ କ'ଣ ଭାବୁଛ?
ଯୀଶୁ ସମାନଙ୍କେର ସମାଜଗୃହମାନଙ୍କ ରେ ଉପଦେଶ ଦବୋ ଆରମ୍ଭ କଲେ। ସମସ୍ତେ ତାହାଙ୍କର ପ୍ରଶଂସା କରୁଥିଲେ।
ଯୀଶୁ ମନ୍ଦିର ଭିତରକୁ ଗଲେ। ସେ ମନ୍ଦିର ପରିସର ଭିତ ରେ କିଣା ବିକା କରୁଥିବା ଲୋକମାନଙ୍କୁ ବାହାର କରିବାକୁ ଲାଗିଲେ।
ଦିନେ ଯୀଶୁ ମନ୍ଦିର ଭିତ ରେ ଥିଲେ। ସେ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ଯୀଶୁ ଲୋକମାନଙ୍କୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ସୁସମାଚାର କହୁଥିଲେ। ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ପ୍ରଶ୍ନ ପଚାରିବାକୁ ଆସିଲେ।
ସହେି ଦିନଗୁଡିକରେ ଯୀଶୁ ଲୋକମାନଙ୍କୁ ମନ୍ଦିର ରେ ଉପଦେଶ ଦେଉଥିଲେ। ରାତ୍ରିକାଳ ରେ ସେ ନଗର ବାହାରକୁ ଚାଲି ଯାଉଥିଲେ ଓ ସାରା ରାତି ଜୀତ ପର୍ବତ ଉପରେ କଟାଉଥିଲେ।
ଯଦି କୌଣସି ଲୋକ ଚା ହେଁ ଯେ ସମସ୍ତେ ତାହାଙ୍କୁ ଜାଣନ୍ତୁ, ତବେେ ସେ ତା'ର କାର୍ୟ୍ଯସୂଚୀ ଲୁଚଇବୋ ଉଚିତ ନୁହେଁ। ତୁମ୍ଭେ ନିଜକୁ ଜଗତ ଆଗ ରେ ପ୍ରକାଶ କର। ତୁମ୍ଭେ କରୁଥିବା ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ ସମାନଙ୍କେୁ ଦେଖିବାକୁ ଦିଅ।
ପର୍ବ ପ୍ରାୟ ଅଧାଅଧି ଶଷେ ହାଇେ ଯାଇଥିଲା। ତା'ପରେ ଯୀଶୁ ମନ୍ଦିର ପରିସରକୁ ଯାଇ ଉପଦେଶ ଦବୋ ରେ ଲାଗିଲେ।
କିନ୍ତୁ ସେ ପ୍ରକାଶ ରେ ପ୍ରଚାର କରୁଛି, ତାହାଙ୍କୁ ସମସ୍ତେ ଦେଖୁଛନ୍ତି ଓ ଶୁଣୁଛନ୍ତି। କୌଣସି ଲୋକ ତାହାର ପ୍ରଚାର ବନ୍ଦ କରିବା ପାଇଁ ଚେଷ୍ଟା କରୁନାହିଁ। ବୋଧହୁଏ ନେତାମାନେ ମନସ୍ଥ କଲେ ଯେ, ସେ ପ୍ରକୃତ ରେ ଖ୍ରୀଷ୍ଟ।
ଯୀଶୁ ମନ୍ଦିର ରେ ଉପଦେଶ ଦେଉ ଦେଉ ଉଚ୍ଚ ସ୍ବର ରେ କହିଲେ, ହଁ, ତୁମ୍ଭେ ମାେତେ ଜାଣ ଓ ମୁଁ କେଉଁଠାରୁ ଆସିଛି ତାହା ମଧ୍ଯ ଜାଣ। କିନ୍ତୁ ମୁଁ ମାରେ ନିଜ ଅଧିକାର ବଳ ରେ ଆସି ନାହିଁ। ମୁଁ ସତ୍ଯ ପରମେଶ୍ବରଙ୍କ ଦ୍ବାରା ପଠାଯାଇଛି। ତୁମ୍ଭେ ତାହାଙ୍କୁ ଜାଣି ନାହଁ।
ତହିଁ ଆରଦିନ ଅତି ସକାଳୁ ସେ ମନ୍ଦିରକୁ ଫରେିଆସିଲେ। ସବୁ ଲୋକମାନେ ଯୀଶୁଙ୍କ ପାଖକୁ ଆସିଲେ। ସେ ବସି ଲୋକମାନଙ୍କୁ ଶିକ୍ଷା ଦେଲେ।
ମାରେ ତୁମ୍ଭ ବିଷୟ ରେ ଅନକେ କିଛି କହିବାକୁ ଅଛି। ମୁଁ ତୁମ୍ଭର ବିଚାର କରିପା ରେ, କିନ୍ତୁ ମାରେ ପ୍ ରରଣକେର୍ତ୍ତା ମାେତେ ଯାହା କହି ପଠାଇଛନ୍ତି, ମୁଁ ପୃଥିବୀର ଲୋକମାନଙ୍କୁ ତାହା କହୁଛି ଏବଂ ସେ ସତ୍ଯ କହନ୍ତି।
ଯୀଶୁ ମନ୍ଦିର ରେ ଶ ଲୋମନଙ୍କର ମଣ୍ଡପରେ ବୁଲୁ ଥିଲେ।
ରାଜା ଆଗ୍ରିପ୍ପା ଏସବୁ କଥା ଜାଣନ୍ତି। ତାହାଙ୍କୁ ଏହା ସ୍ପଷ୍ଟ ଭାବରେ କହି ପାରିବି, କାରଣ ମୁଁ ଜାଣେ ଯେ, ତାହାଙ୍କ ଦୃଷ୍ଟିରୁ ଏ ସମସ୍ତ ବିଷୟ ବାଦ୍ ଯାଇନାହିଁ, ଯେ ହତେୁ ଏହିସବୁ କୌଣସି ଗୁପ୍ତ ସ୍ଥାନ ରେ କରାଯାଇ ନାହିଁ।