Home Bibles ଯୋହନଲିଖିତ ସୁସମାଚାର 18:25 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 18:25 · ଓଡ଼ିଆ ବାଇବେଲ

ଶିମାନେ ପିତର ନିଆଁ ପାଖେ ଠିଆ ହାଇେ ସକେି ହେଉଥିଲେ। ଅନ୍ୟ ଲୋକମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଏହି ଲୋକର ଶିଷ୍ଯମାନଙ୍କ ଭିତରୁ ଜଣେ? କିନ୍ତୁ ପିତର ମନା କଲେ।

Cross references

ଆଦି ପୁସ୍ତକ 18:15

କିନ୍ତୁ ସାରା ଅସ୍ବୀକାର କରି କହିଲା, ମୁଁ ହସି ନଥିଲି! ସହେିପରି ଭୟ ରେ କହିଥିଲି।

ହିତୋପଦେଶ 29:25

ଲୋକଭୟ ଫାନ୍ଦଜନକ, ମାତ୍ର ସଦାପ୍ରଭୁଙ୍କଠା ରେ ଯେ ନିର୍ଭର ରେଖ, ସେ ସୁରକ୍ଷିତ ହବେ।

ମାଥିଉଲିଖିତ ସୁସମାଚାର 26:69

ସହେି ସମୟରେ ପିତର ପ୍ରାଙ୍ଗଣ ମଧିଅରେ ବସିଥିଲେ। ଜଣେ ଦାସୀ ପିତରଙ୍କ ପାଖକୁ ଆସିଲା। ସେ କହିଲା, ତୁମ୍ଭେ ମଧ୍ଯ ଗାଲିଲୀର ଯୀଶୁଙ୍କ ସହିତ ଥିଲ।

ମାଥିଉଲିଖିତ ସୁସମାଚାର 26:71

ତା'ପରେ ସେ ଅଗଣାରୁ ବାହାରି ଆସିଲେ। ଫାଟକ ପାଖ ରେ ଆଉଜଣେ ଦାସୀ ତାହାଙ୍କୁ ଦେଖି ପକାଇ ସଠାେରେ ଥିବା ସମସ୍ତ ଲୋକଙ୍କୁ କହିଲା, ଏ ଲୋକ ନାଜରିତୀୟ ଯୀଶୁଙ୍କ ସହିତ ଥିଲା।

ମାର୍କଲିଖିତ ସୁସମାଚାର 14:37

ତା'ପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କ ପାଖକୁ ଫରେି ଆସିଲେ। ସେ ସମାନଙ୍କେୁ ଶାଇେ ପଡିଥିବାର ଦେଖିଲେ। ସେ ପିତରଙ୍କୁ କହିଲେ, ଶିମାନେ, ତୁମ୍ଭେ ଶାଇେ ପଡିଲ? ତୁମ୍ଭେ ଘଣ୍ଟାଏ ପାଇଁ ଚଇେଁ ରହି ପାରିଲ ନାହିଁ?

ମାର୍କଲିଖିତ ସୁସମାଚାର 14:67

ସେ ପିତରଙ୍କୁ ନିଆଁ ପାଖ ରେ ସକେି ହେଉଥିବାର ଦେଖିଲା। ସେ ପିତରକୁ ଭଲ କରି ଚାହିଁଲା।

ଲୂକଲିଖିତ ସୁସମାଚାର 22:56

ଜଣେ ଦାସୀ ପିତରଙ୍କୁ ସଠାେରେ ବସିଥିବାର ଦେଖିଲା। ସେ ପିତରଙ୍କୁ ଜଳୁଥିବା ନିଆଁର ଆଲୁଅ ରେ ଦେଖିପାରିଲା। କନ୍ଯାଦାସୀଟି ମନ ଧ୍ଯାନ ଦଇେ ପିତରଙ୍କ ମୁହଁକୁ ଚାହିଁଲା। ତା'ପରେ ସେ କହିଲା, ଏ ଲୋକ ମଧ୍ଯ ତାହାଙ୍କ ସହିତ ଥିଲା।

ଲୂକଲିଖିତ ସୁସମାଚାର 22:57

କିନ୍ତୁ ପିତର ଏକଥା ଅସ୍ବୀକାର କଲେ। ସେ କହିଲେ, ନା ଭଉଣୀ, ମୁଁ ତାହାଙ୍କୁ ଜାଣେ ନାହିଁ।

ଲୂକଲିଖିତ ସୁସମାଚାର 22:58

ଅଳ୍ପ କିଛି ସମୟ ପରେ ଆଉ ଜଣେ ଲୋକ ପିତରଙ୍କୁ ଦେଖି କହିଲା, ଯୀଶୁଙ୍କ ଅନୁଗମନ କରୁଥିବା ଲୋକଙ୍କ ମଧ୍ଯରୁ ତୁମ୍ଭେ ମଧ୍ଯ ଜଣେ।

ଯୋହନଲିଖିତ ସୁସମାଚାର 18:17

ସହେି ଦାସୀ ପିତରଙ୍କୁ ପଚାରିଲା, ତୁମ୍ଭେ ବି କ'ଣ ଏହି ଲୋକର ଶିଷ୍ଯମାନଙ୍କ ମଧ୍ଯରୁ ଜଣେ?

ଗାଲାତୀୟଙ୍କ ପ୍ରତି ପତ୍ର 2:11

ପିତର ଆନ୍ତିୟଖିଆ ନଗରକୁ ଆସିଲଲ।ସସସସଠାଲର କିଛି ଭୂଲ୍ କାମ କଲଲ। ମୁଁ ତାଙ୍କ ବିସରାଧସର ସିଧାସଳଖ କହିଲି, କାରଣସସସଦାଷୀ ଥିଲଲ। ଘଟଣାଟି ଏହା :

Interlinear

Choose Theme