Home Bibles ଯୋହନଲିଖିତ ସୁସମାଚାର 18:5 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 18:5 · ଓଡ଼ିଆ ବାଇବେଲ

ସହେି ଲୋକମାନେ ଉତ୍ତର ଦେଲେ, 'ନାଜରିତୀୟ ଯୀଶୁଙ୍କୁ।' ଯୀଶୁ କହିଲେ, 'ମୁଁ ନିଜେ ସହେି ଯୀଶୁ।' ଯୀଶୁଙ୍କ ବିରୁଦ୍ଧ ରେ ଯାଇଥିବା ୟିହୂଦା ମଧ୍ଯ ସମାନଙ୍କେ ସହିତ ଠିଆ ହାଇେଥିଲା।

Cross references

ଯିଶାଇୟ 3:9

ସମାନଙ୍କେର ମୁଖମଣ୍ଡଳରୁ କୁକର୍ମ କରି ଦୋଷୀ ହବୋର ପରିଚଯ ମିଳେ। ଆଉମଧ୍ଯ ସମାନେେ ସମାନଙ୍କେର ପାପ ଲାଗି ଗର୍ବିତ। ସଦୋମର ଲୋକମାନଙ୍କ ପରି ସମାନେେ ସମାନଙ୍କେର ପାପକୁ ଗୋପନ ରଖନ୍ତି। ଏହା ସମାନଙ୍କେ ପାଇଁ କୁଫଳ ହବେ କାରଣ ସମାନେେ ନିଜେ ନିଜର ଅନିଷ୍ଟ କରିବାକୁ ୟାଆନ୍ତି।

ଯିରିମିୟ 8:12

ସମାନେେ ଘୃଣ୍ଯକର୍ମ କରିସୁଦ୍ଧା ଲଜ୍ଜିତ ହେଲେ ନାହିଁ, ସମାନଙ୍କେର ମୁଖମଣ୍ଡଳ ଏହି ମନ୍ଦକର୍ମ ଯୋଗୁଁ ବିବର୍ଣ୍ଣ ହେଲା ନାହିଁ। ଏଣୁ ସମାନେେ ପତିତ ଲୋକମାନଙ୍କ ମଧିଅରେ ପତିତ ହବେେ। ସମାନଙ୍କେ ପ୍ରତିଫଳ ପ୍ରାପ୍ତି ସମୟରେ ସମାନେେ ନିପାତିତ ହବେେ। ସଦାପ୍ରଭୁ ଏହିସବୁ କହନ୍ତି।

ମାଥିଉଲିଖିତ ସୁସମାଚାର 2:23

ସେ ସଠାେରେ ପହଞ୍ଚି ନାଜରିତ ନାମକ ନଗର ରେ ବାସ କଲେ। ଖ୍ରୀଷ୍ଟ ନାଜରିତୀୟ ରୂପେ ଖ୍ଯାତ ହବେେ ବୋଲି ଭବିଷ୍ଯଦବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର କହିଥିଲେ। ସହେି ବାକ୍ଯ ଅନୁସାରେ ଏହା ଘଟିଲା।

ମାଥିଉଲିଖିତ ସୁସମାଚାର 21:11

ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, ଏ ହେଉଛନ୍ତି ଭବିଷ୍ଯଦ୍ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶ ରେ ନାଜରିତ ସହରରୁ ଆସିଛନ୍ତି।

ଯୋହନଲିଖିତ ସୁସମାଚାର 1:46

ନିଥନିଯଲେ ଫିଲିପ୍ପଙ୍କୁ କହିଲେ, ନାଜରିତ, ନାଜରିତରୁ କ'ଣ କୌଣସି ଉତ୍ତମ ବସ୍ତୁ ଉତ୍ପନ୍ନ ହାଇପୋ ରେ?

ଯୋହନଲିଖିତ ସୁସମାଚାର 19:19

ପୀଲାତ ଗୋଟିଏ ସଙ୍କତେ ଲେଖି ଯୀଶୁଙ୍କ କୃଶ ରେ ଟଙ୍ଗଇେଲେ। ସେଥି ରେ ଲଖାେଥିଲା, ନାଜରିତୀୟ ଯୀଶୁ ଯିହୂଦୀମାନଙ୍କର ରାଜା।

Interlinear

Choose Theme