Home Bibles ଯୋହନଲିଖିତ ସୁସମାଚାର 19:12 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 19:12 · ଓଡ଼ିଆ ବାଇବେଲ

ଏହାପରେ ପୀଲାତ ଯୀଶୁଙ୍କୁ ମୁକ୍ତି ଦବୋକୁ ଚେଷ୍ଟା କଲେ। କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, ଆପଣ ଯଦି ଏ ବ୍ଯକ୍ତିକୁ ମୁକ୍ତ କରି ଦିଅନ୍ତି, ତବେେ ଆପଣ କାଇସରଙ୍କର ବନ୍ଧୁ ନୁହଁନ୍ତି। ୟିଏ ନିଜକୁ ରାଜା ବୋଲି ଦାବୀ କରୁଛି, ସେ କାଇସରଙ୍କ ବିରୋଧୀ।

Cross references

ଏଜ୍ରା 4:14

ଆମ୍ଭମାନେେ ରାଜାଙ୍କ ନିକଟରେ ଅନୁରକ୍ତ ହବୋକୁ ଚୁକ୍ତି କରିଅଛୁ ଓ ମହାରାଜାଙ୍କର ଅପମାନ ଦେଖିବା ଆମ୍ଭମାନଙ୍କର ଉଚିତ ନୁହେଁ। ତେଣୁ ଆମ୍ଭମାନେେ ଲୋକ ପଠାଇ ମହାରାଜାଙ୍କୁ ଏହା ଜଣାଇଲୁ।

ମାର୍କଲିଖିତ ସୁସମାଚାର 6:16

େ ହରୋଦ ଯୀଶୁଙ୍କ ବିଷୟ ରେ ଏସବୁ ଶୁଣିଲେ। ସେ କହିଲେ, ମୁଁ ଯୋହନଙ୍କ ମୁଣ୍ଡ କାଟ କରି ହତ୍ଯା କରିଛି। ବର୍ତ୍ତମାନ ଯୋହନ ମୃତ୍ଯୁରୁ ପୁଣି ବଞ୍ଚି ଉଠିଛନ୍ତି।

ଲୂକଲିଖିତ ସୁସମାଚାର 23:2

ସମାନେେ ଯୀଶୁଙ୍କୁ ଦୋଷ ଦବୋକୁ ଲାଗିଲେ। ସମାନେେ ପୀଲାତଙ୍କୁ କହିଲେ, ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ ଆମ୍ଭମାନେେ ଏହାଙ୍କୁ ଧରିଛୁ। ସେ ଲୋକମାନଙ୍କୁ କହୁଛନ୍ତି ଯେ କାଇସରଙ୍କୁ କର ଦବୋ ଉଚିତ ନୁହେଁ। ସେ ନିଜକୁ ଖ୍ରୀଷ୍ଟ, ଜଣେ ରାଜା ବୋଲି କହୁଛି।

ଯୋହନଲିଖିତ ସୁସମାଚାର 18:33

ତା'ପରେ ପୀଲାତ ପ୍ରାସାଦ ଭିତରକୁ ଚାଲିଗଲେ। ସେ ଯୀଶୁଙ୍କୁ ଆପଣା ନିକଟକୁ ଡାକିଲେ। ତାହାଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?

ଯୋହନଲିଖିତ ସୁସମାଚାର 19:22

ପୀଲାତ ଉତ୍ତର ଦେଲେ, ମୁଁ ଯାହା ଲେଖିଛି, ତାହା ପରିବର୍ତ୍ତନ କରିବି ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 17:6

ସମାନେେ ତାହାଙ୍କୁ ନ ପାଇ ଯାସୋନ ଓ କେତକେ ଭାଇମାନଙ୍କୁ ନଗରକର୍ତ୍ତାମାନଙ୍କ ନିକଟକୁ ଟାଣି ନେଲେ। ସମାନେେ ପାଟି କରି କହିଲେ, ଏହି ଲୋକମାନେ ସାରା ଜଗତ ରେ ଭୟଙ୍କର ଅରାଜକତା ସୃଷ୍ଟି କରୁଛନ୍ତି। ସମାନେେ ବର୍ତ୍ତମାନ ଏଠାକୁ ମଧ୍ଯ ଆସିଲଣେି।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:24

କିଛି ଦିନ ପରେ ଫଲେୀକ୍ସ୍ ତାହାଙ୍କ ସ୍ତ୍ରୀ ଦ୍ରୁସିଲ୍ଲାଙ୍କୁ ନଇେ ଆସିଲେ। ସେ ଯିହୂଦୀ ଥିଲେ। ଫଲେୀକ୍ସ୍ ପାଉଲଙ୍କୁ ଡ଼କାଇ ତାହାଙ୍କଠାରୁ ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ବିଷୟ ରେ ଶୁଣିଲେ।

Interlinear

Choose Theme