Home Bibles ଯୋହନଲିଖିତ ସୁସମାଚାର 19:13 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 19:13 · ଓଡ଼ିଆ ବାଇବେଲ

ପୀଲାତ ଯିହୂଦୀମାନଙ୍କର ଏହି କଥା ଶୁଣିଲେ। ତେଣୁ ସେ ଯୀଶୁଙ୍କୁ 'ପ୍ରସ୍ତରମଣ୍ଡପ' ନାମକ ସ୍ଥାନକୁ ଆଣିଲେ। ଏବ୍ରୀ ଭାଷା ରେ ଏହାର ନାମ 'ଗବ୍ବଥା' ଅଟେ। ପୀଲାତ ପ୍ରସ୍ତରମଣ୍ଡପରେ ଥିବା ବିଚାରସନ ରେ ବସିଲେ।

Cross references

ଗୀତସଂହିତା 58:1

ବିଚାରକଗଣ !ତୁମ୍ଭେ ନ୍ଯାଯ ଭାବରେ କୁହ କି ? ତୁମ୍ଭେ ଲୋକମାନଙ୍କର ଧର୍ମ ବିଚାର କର କି ?

ଗୀତସଂହିତା 82:5

ୟାହାସବୁ ଘଟୁଛି ସମାନେେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ। ସମାନେେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି। ସମାନଙ୍କେର ପୃଥିବୀ ସମାନଙ୍କେର ଚତୁଃପାଶର୍‌ବରେ ତଳକୁ ପଡ଼ୁଛି।

ଗୀତସଂହିତା 94:20

ହେ ପରମେଶ୍ବର, ତୁମ୍ଭେ ନିଷ୍ଠୁର ବିଚାରକମାନଙ୍କୁ ସାହାୟ୍ଯ କର ନାହିଁ। ସହେି ଅଧର୍ମୀ ବିଚାରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିଯମକୁ ବ୍ଯବହାର କରନ୍ତି।

ହିତୋପଦେଶ 29:25

ଲୋକଭୟ ଫାନ୍ଦଜନକ, ମାତ୍ର ସଦାପ୍ରଭୁଙ୍କଠା ରେ ଯେ ନିର୍ଭର ରେଖ, ସେ ସୁରକ୍ଷିତ ହବେ।

ଉପଦେଶକ 5:8

କେତକେ ଦେଶ ରେ ଯଦି ତୁମ୍ଭମାନେେ ଦେଖ ଯେ, ଲୋକମାନେ ଅତ୍ଯାଚାର କଲେ ଓ ନ୍ଯାଯ ବିଚାରକୁ ଅସ୍ବୀକାର କଲେ, ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ଯାଚାର କରନ୍ତି, ସମାନଙ୍କେ ଉପ ରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପ ରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।

ଯିଶାଇୟ 51:12

ସଦାପ୍ରଭୁ କୁହନ୍ତି, ଆମ୍ଭେ ହେଉଛୁ ସହେି ଯେ ତୁମ୍ଭମାନଙ୍କୁ ସାନ୍ତ୍ବନା ଦିଅନ୍ତି, ତବେେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ଯ ଏପରି ମାନବର ସନ୍ତାନକୁ ଭୟ କରୁଅଛ ?'

ଯିଶାଇୟ 57:11

ତାହାର ସକାଶୁ ଏପରି କ୍ଲେଶ ଓ ଭୀତା ଯେ, ତୁମ୍ଭେ ମିଥ୍ଯା କହୁଅଛ ଓ ଆମ୍ଭକୁ ଭୁଲି ୟାଇଛ ? ତୁମ୍ଭେ ସେଥି ରେ ନିଜର ମନୋଯୋଗ କରୁ ନାହଁ। ଆମ୍ଭେ କ'ଣ ଦୀର୍ଘକାଳ ପାଇଁ ନୀରବ ରହି ନାହୁଁ, ତୁମ୍ଭେ କ'ଣ ଆମ୍ଭକୁ ଭୟ କରୁ ନାହଁ ?

ଆମୋଷ 4:7

ଆମ୍ଭେ ଶସ୍ଯ ଅମଳର ତିନିମାସ ପୂର୍ବରୁ ବର୍ଷା ବନ୍ଦ କଲୁ। ଆମ୍ଭେ ଗୋଟିଏ ନଗର ରେ ବର୍ଷା କରାଇଲୁ କିନ୍ତୁ ଅନ୍ୟ ଏକ ନଗର ରେ ବର୍ଷା ହେଲା ନାହିଁ। ଦେଶର ଗୋଟିଏ ଅଂଶ ରେ ଓଦା ହେଉଥିଲା ବେଳେ ଅନ୍ୟ ଅଂଶ ଶୁଷ୍କ ରହିଥିଲା।

ମାଥିଉଲିଖିତ ସୁସମାଚାର 27:19

ପୀଲାତ ବିଚାରମଞ୍ଚ ରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ ଗୋଟିଏ ଖବର ପଠାଇଲେ। ଖବରଟି ଥିଲା: ଏହି ଧର୍ମିକ ଲୋକଟିର କିଛି ହେଲେ କ୍ଷତି କରନାହିଁ। ମୁଁ ତାହାଙ୍କ ବିଷୟ ରେ କାଲି ରାତି ରେ ଗୋଟିଏ ସ୍ବପ୍ନ ଦେଖିଛି। ସେଥି ଯୋଗୁଁ ମୁଁ ଅଧିକ ଚିନ୍ତାଗ୍ରସ୍ତ ହାଇପେଡ଼ିଛି।

ଲୂକଲିଖିତ ସୁସମାଚାର 12:5

ତୁମ୍ଭମାନେେ ଯାହାକୁ ଭୟ କରିବା ଉଚିତ ମୁଁ ତୁମ୍ଭମାନଙ୍କୁ ତାହାଙ୍କୁ ଦଖାଇେ ଦବେି। ତୁମ୍ଭମାନଙ୍କୁ ମାରିସାରି ନର୍କ ରେ ଫିଙ୍ଗିଦବୋ ଶକ୍ତି ଯାହାର ଅଛି, ତୁମ୍ଭମାନେେ ସହେି ପରମେଶ୍ବରଙ୍କୁ ଭୟ କରିବା ଉଚିତ। ହଁ, ମୁଁ ତୁମ୍ଭମାନଙ୍କୁ କହୁଛି, କବଳେ ତାହାଙ୍କୁ ଭୟ କର।

ଯୋହନଲିଖିତ ସୁସମାଚାର 5:2

ୟିରୂଶାଲମ ରେ ପାନ୍ଚୋଟି ମଣ୍ଡପ ଥିବା ଗୋଟିଏ ପୋଖରୀ ଥିଲା। ଯିହୂଦୀ ଭାଷା ରେ ଏହାକୁ ବେଥ୍ସଦା ବା ଦୟାଗୃହ କହନ୍ତି। ଏହା ମଷେଦ୍ବାର ପାଖ ରେ ଥିଲା।

ଯୋହନଲିଖିତ ସୁସମାଚାର 19:8

ପୀଲାତ ଏହା ଶୁଣି ଆହୁରି ଭୟଭୀତ ହେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:19

କିନ୍ତୁ ଯୋହନ ଓ ପିତର ସମାନଙ୍କେୁ ଉତ୍ତର ଦେଲେ, ପରମେଶ୍ବରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ କି ନାହିଁ, ତାହା ତୁମ୍ଭମାନେେ ବିଚାର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନକହି ରହିପାରିବୁ ନାହିଁ।

Interlinear

Choose Theme