Home Bibles ☰ Books ଯୋହନଲିଖିତ ସୁସମାଚାର 19:16 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 19:16 · ଓଡ଼ିଆ ବାଇବେଲ

ତେଣୁ ପୀଲାତ ଯୀଶୁଙ୍କୁ କୃଶ ରେ ମାରିବା ପାଇଁ ସମାନଙ୍କେ ହାତ ରେ ସମର୍ପି ଦେଲେ।

Cross references

ମାଥିଉଲିଖିତ ସୁସମାଚାର 27:26

ପୀଲାତ ବାରବ୍ବାଙ୍କୁ ମୁକ୍ତ କରି ଦେଲେ ଓ ଯୀଶୁଙ୍କୁ ବତରେ ମାରିବା ପାଇଁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କୃଶ ରେ ଚଢ଼ାଇବା ପାଇଁ ସୈନ୍ଯମାନଙ୍କୁ ହାତ ରେ ଅର୍ପଣ କଲେ।

ମାର୍କଲିଖିତ ସୁସମାଚାର 15:15

ପୀଲାତ ଲୋକମାନଙ୍କୁ ଖୁସି କରିବାକୁ ଚାହିଁଲେ, ତେଣୁ ସେ ସମାନଙ୍କେ ପାଇଁ ବାରବ୍ବାକୁ ମୁକ୍ତ କରି ଦେଲେ ଏବଂ ଯୀଶୁଙ୍କୁ କୋରଡା ରେ ପିଟିବା ପାଇଁ ସୈନ୍ଯମାନଙ୍କୁ ଆଦେଶ ଦେଲେ। ତା'ପରେ ସେ ଯୀଶୁଙ୍କୁ କୃଶ ରେ ଚଢାଇ ମାରିଦବୋ ପାଇଁ ତାହାଙ୍କୁ ସୈନ୍ଯମାନଙ୍କ ହାତ ରେ ଦଇେ ଦେଲେ।

ଲୂକଲିଖିତ ସୁସମାଚାର 23:24

ପୀଲାତ ଲୋକଙ୍କ ଇଚ୍ଛା ଅନୁଯାଯୀ ନିର୍ଣ୍ଣୟ ନେଲେ।

Interlinear

Choose Theme