ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡ ରେ ପିନ୍ଧାଇଲେ। ତା'ପରେ ସମାନେେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ।
Cross references
କିନ୍ତୁ ମୁଁ ଗୋଟିଏ କୀଟ, ବ୍ଯକ୍ତି ନୁହେଁ, ଲୋକମାନେ ମାେ ପାଇଁ ଲଜ୍ଜିତ ହୁଅନ୍ତି ଓ ମାେତେ ଅବଜ୍ଞା କରନ୍ତି।
ଯାହାକୁ ମନୁଷ୍ଯ ଅବଜ୍ଞା କରେ, ଯାହାକୁ ଦେଶୀଯ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇଶ୍ରାୟେଲର ମୁକ୍ତିଦାତା ଓ ତା'ର ଧର୍ମସ୍ବରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ବସନୀଯ ଓ ଇଶ୍ରାୟେଲର ଧର୍ମସ୍ବରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାଙ୍କ ସକାେଶ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।
ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ଯାଗ କଲେ। ସେ ଦୁଃଖ ଓ ଶାେକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଚାଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭମାନେେ ତାଙ୍କୁ ସମ୍ମାନ ଦଲେୁ ନାହିଁ।
ତା'ପରେ ପୀଲାତଙ୍କ ସୈନ୍ଯମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନଇଗେଲେ। ସବୁ ସୈନ୍ଯତକ ଯୀଶୁଙ୍କ ଚାରିପଟେ ଜମା ହାଇଗେଲେ।
ସୈନ୍ଯମାନେ ଯୀଶୁଙ୍କୁ ଶାସନକର୍ତ୍ତାଙ୍କ ପ୍ରାସାଦ ଭିତରକୁ ନଇଗେଲେ। ସମାନେେ ଅନ୍ୟ ସମସ୍ତ ସୈନ୍ଯମାନଙ୍କୁ ଏକାଠି ଡାକିଲେ।
ତା'ପରେ େ ହରୋଦ ଓ ତାହାଙ୍କ ସୈନ୍ଯମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦଇେ ସମାନେେ ଉପହାସ କଲେ। ତାପରେ େ ହରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ।
ତାପରେ ଯୀଶୁ ବାହାରକୁ ଆସିଲେ। ସେ କଣ୍ଟାର ମୁକୁଟ ଓ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିଥିଲେ। ପୀଲାତ କହିଲେ, ଦେଖ, ସହେି ଲୋକ।