Home Bibles ☰ Books ଯୋହନଲିଖିତ ସୁସମାଚାର 19:21 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 19:21 · ଓଡ଼ିଆ ବାଇବେଲ

ମୁଖ୍ଯ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୂଦୀମାନଙ୍କ ରାଜା, ଏହି କଥା ଲେଖନ୍ତୁ ନାହିଁ। କିନ୍ତୁ ଏହି ଲୋକ ନିଜକୁ 'ମୁଁ ଯିହୂଦୀମାନଙ୍କ ରାଜା ବୋଲି କହିଲା' ବୋଲି ଲେଖନ୍ତୁ।

Cross references

ଯୋହନଲିଖିତ ସୁସମାଚାର 19:14

ସଦେିନ ନିସ୍ତାରପର୍ବ ସପ୍ତାହର ପ୍ରସ୍ତୁତି ଦିନର ମଧ୍ଯାହ୍ନ ସମୟ ଥିଲା। ପୀଲାତ ଯିହୂଦୀମାନଙ୍କୁ କହିଲେ, ତୁମ୍ଭର ରାଜାଙ୍କୁ ଦେଖ।

ଯୋହନଲିଖିତ ସୁସମାଚାର 19:19

ପୀଲାତ ଗୋଟିଏ ସଙ୍କତେ ଲେଖି ଯୀଶୁଙ୍କ କୃଶ ରେ ଟଙ୍ଗଇେଲେ। ସେଥି ରେ ଲଖାେଥିଲା, ନାଜରିତୀୟ ଯୀଶୁ ଯିହୂଦୀମାନଙ୍କର ରାଜା।

Interlinear

Choose Theme