Home Bibles ଯୋହନଲିଖିତ ସୁସମାଚାର 19:23 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 19:23 · ଓଡ଼ିଆ ବାଇବେଲ

ଯୀଶୁଙ୍କୁ କୃଶବିଦ୍ଧ କଲାପରେ ସୈନିକମାନେ ତାହାଙ୍କର ଲୁଗାପଟା ନଇଗେଲେ। ସମାନେେ ତାହାଙ୍କର ବସ୍ତ୍ର ଚାରି ଭାଗ କଲେ। ପ୍ରେତ୍ୟକକ ସୈନିକ ଗୋଟିଏ ଭାଗ ରଖିଲେ। ସମାନେେ ତାହାଙ୍କର ପିନ୍ଧା ପୋଷାକ ମଧ୍ଯ ନଇଗେଲେ। ଏହା ତଳୁ ଉପର ପର୍ୟ୍ଯନ୍ତ ବିନା ସିଲଇେ ରେ ଗୋଟିଏ ପୋଷାକ ଥିଲା।

Cross references

ଯାତ୍ରା ପୁସ୍ତକ 28:32

ଏହାର ମଧ୍ଯ ସ୍ଥଳ ରେ ମସ୍ତକ ପ୍ରବେଶ ନିମନ୍ତେ ଏକ ଛିଦ୍ର ରହିବ। ସାଞ୍ଚୁଆର ଗଳଦେଶ ନ୍ଯାଯ ସହେି ଛିଦ୍ରର ଚତୁର୍ଦ୍ଦିଗ ରେ ବୁଣା କର୍ମ ହବେ। ତହିଁରେ ତାହା ଛିଣ୍ଡି ୟିବ ନାହିଁ।

ଯାତ୍ରା ପୁସ୍ତକ 39:22

ଏହାପରେ ସମାନେେ ସଂପୂର୍ଣ୍ଣ ନୀଳବର୍ଣ୍ଣ ବସ୍ତ୍ର ରେ ଏଫୋଦର ଚୋଗା କଲେ। ଏହା ଏକ କୁଶଳୀ କର୍ମୀ ଦ୍ବାରା ବୁଣାଗଲା।

ମାଥିଉଲିଖିତ ସୁସମାଚାର 27:35

ସମାନେେ ଯୀଶୁଙ୍କୁ କୃଶ ରେ କଣ୍ଟାମାରିସାରି ତାହାଙ୍କର ପୋଷାକ ପତ୍ର ନିଜ ନିଜ ଭିତ ରେ ଗୁଳାବାଣ୍ଟ କରି ବାଣ୍ଟି ନେଲେ।

ମାର୍କଲିଖିତ ସୁସମାଚାର 15:24

ତା'ପରେ ସୈନ୍ଯମାନେ ଯୀଶୁଙ୍କୁ କୃଶ ବିଦ୍ଧ କଲେ। ସମାନେେ ଯୀଶୁଙ୍କ ଲୁଗା-ପଟା ନିଜ ନିଜ ମଧିଅରେ ବାଣ୍ଟି ନେଲେ। କିଏ କ'ଣ ପାଇବ, ତାହା ସମାନେେ ଗୁଳାବାଣ୍ଟ ଦ୍ବାରା ଭାଗ କରିବା ପାଇଁ ସ୍ଥିର କଲେ।

ଲୂକଲିଖିତ ସୁସମାଚାର 23:34

ଯୀଶୁ କହିଲେ, ହେ ପରମପିତା, ଯେଉଁ ଲୋକମାନେ ମାେତେ ହତ୍ଯା କରୁଛନ୍ତି, ସମାନଙ୍କେୁ କ୍ଷମା କର। କାରଣ ସମାନେେ କ'ଣ କରୁଛନ୍ତି, ତାହା ସମାନେେ ଜାଣନ୍ତି ନାହିଁ।

Interlinear

Choose Theme