Home Bibles ☰ Books ଯୋହନଲିଖିତ ସୁସମାଚାର 19:24 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 19:24 · ଓଡ଼ିଆ ବାଇବେଲ

ତେଣୁ ସମାନେେ ପରସ୍ପର କଥା ହେଲେ, ଆମ୍ଭେ ଏହାକୁ ଚିରି ଭାଗ କରିବା ନାହିଁ। ଏହା କିଏ ପାଇବ, ତାହା ଜାଣିବା ପାଇଁ ଆମ୍ଭେ ଗୁଳାବାଣ୍ଟ କରିବା ଉଚିତ। ଏହାଦ୍ବାରା ଧର୍ମଶାସ୍ତ୍ରର ଉକ୍ତି ସତ୍ଯ ହେଲା:

Cross references

ଦିତୀୟ ରାଜାବଳୀ 15:12

ଏହିପରି ଭାବରେ ସଦାପ୍ରଭୁଙ୍କ ବାକ୍ଯ ସତ୍ଯ ହେଲା। ସେ ଯହେୂଙ୍କୁ କହିଥିଲେ ତାଙ୍କର ଚତୁର୍ଥ ପୁରୁଷ ପର୍ୟ୍ଯନ୍ତ ଇଶ୍ରାୟେଲର ସିଂହାସନ ରେ ଉପବିଷ୍ଟ ହବେେ, ତାହା ସହେିପରି ଘଟିଲା।

ଗୀତସଂହିତା 22:18

ସହେି ଲୋକମାନେ ମାରେ ବସ୍ତୁସବୁ ନିଜ ଭିତରେ ବାଣ୍ଟି ନଲେେ। ସମାନେେ ମାରେ ଚୋଗାକୁ ବାଜି ଲଗାନ୍ତି।

ଯିଶାଇୟ 10:7

ମାତ୍ର ମୁଁ ଅଶୂରକୁ ବ୍ଯବହାର କରିବି ସେ ଜାଣେ ନାହିଁ, ଅଶୂର ଭାବେ ନାହିଁ ଯେ ସେ ମାେ ପାଇଁ ଏକ ଅସ୍ତ୍ର। ଅଶୂର କବଳେ ଲୋକମାନଙ୍କୁ ଧ୍ବଂସ କରିବାକୁ ଇଚ୍ଛାକରେ। ସେ କବଳେ ଅନକେ ଗୋଷ୍ଠୀକୁ ଧ୍ବଂସ କରିବାକୁ ମନ୍ତ୍ରଣା କରେ।

ଯୋହନଲିଖିତ ସୁସମାଚାର 10:35

ଏହି ଧର୍ମଶାସ୍ତ୍ର କୁ ହେ ଯେ ଯେଉଁମାନେ ପରମେଶ୍ବରଙ୍କର ବାର୍ତ୍ତା ଗ୍ରହଣ କରନ୍ତି, ସମାନେେ ଇଶ୍ବରଗଣ। ଆଉ ଶାସ୍ତ୍ରର ବାକ୍ଯ ସର୍ବଦା ସତ୍ଯ।

ଯୋହନଲିଖିତ ସୁସମାଚାର 12:38

ଅତଏବ ଭବିଷ୍ଯଦ୍ବକ୍ତା ୟିଶାଇୟ ଯାହା କହିଥିଲେ ତାହା ସତ୍ଯ ହେଲା, ସେ କହିଥିଲେ,

ଯୋହନଲିଖିତ ସୁସମାଚାର 19:28

ଏବେ ସମସ୍ତ କିଛି ଶଷେ ହାଇଯୋଇଛି, ଯୀଶୁ ଏହା ଜାଣିଲେ। ଧର୍ମଶାସ୍ତ୍ରବାଣୀ ସତ୍ଯ ହବୋ ପାଇଁ ସେ କହିଲେ, ମାେତେ ଶୋଷ କରୁଛି।

ଯୋହନଲିଖିତ ସୁସମାଚାର 19:36

ଏସବୁ ଘଟିଛି, ଅତଏବ ଧର୍ମଶାସ୍ତ୍ର ରେ ଯାହା ଲଖାେ ଅଛି, ତାହା ସତ୍ଯ ହବେ, ତାହାଙ୍କର ଗୋଟିଏ ହାଡ ମଧ୍ଯ ଭାଙ୍ଗି ୟିବ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:27

ୟିରୂଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚ଼ିହ୍ନି ପାରିଲେ ନାହିଁ। ସମାନେେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକା ରେ ସମାନେେ ଭବିଷ୍ଯଦ୍ବକ୍ତାମାନଙ୍କ ବାକ୍ଯ ସଫଳ କଲେ। ଭବିଷ୍ଯଦ୍ବକ୍ତାମାନଙ୍କର ଏହି ବାକ୍ଯ ସବୁ ପ୍ରତି ବିଶ୍ରାମ ଦିବସ ରେ ପଢ଼ାଯାଏ।

Interlinear

Choose Theme