Home Bibles ଯୋହନଲିଖିତ ସୁସମାଚାର 19:32 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 19:32 · ଓଡ଼ିଆ ବାଇବେଲ

ତେଣୁ ସୈନିକମାନେ ଆସି ପ୍ରଥମ ଲୋକଟିର ଗୋଡ ଭାଙ୍ଗି ଦେଲେ। ତା'ପରେ ସମାନେେ ଅନ୍ୟ ଲୋକଟିର ଗୋଡ ଭାଙ୍ଗି ଦେଲେ।

Cross references

ଲୂକଲିଖିତ ସୁସମାଚାର 23:39

ଝୁଲୁଥିବା ଅପରାଧୀ ଦୁହିଁଙ୍କ ଭିତରୁ ଜଣେ ଯୀଶୁଙ୍କୁ ନିନ୍ଦାକରି କହିବାକୁ ଲାଗିଲା, ତୁମ୍ଭେ କ'ଣ ଖ୍ରୀଷ୍ଟ ନୁହଁ? ତବେେ ତୁମ୍ଭେ ନିଜକୁ ରକ୍ଷା କର ଓ ଆମ୍ଭକୁ ମଧ୍ଯ ରକ୍ଷା କର।

ଯୋହନଲିଖିତ ସୁସମାଚାର 19:18

ସହେି 'ଗଲଗଥା' ରେ ସମାନେେ ଯୀଶୁଙ୍କୁ କୃଶବିଦ୍ଧ କଲେ। ଯୀଶୁଙ୍କୁ ମଝି ରେ ରଖି ତାହାଙ୍କର ଦୁଇ ପାଶର୍‌ବ ରେ ଆଉ ଦୁଇଜଣଙ୍କୁ ମଧ୍ଯ କୃଶବିଦ୍ଧ କଲେ।

Interlinear

Choose Theme