Home Bibles ଯୋହନଲିଖିତ ସୁସମାଚାର 19:37 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 19:37 · ଓଡ଼ିଆ ବାଇବେଲ

ଅନ୍ୟ ସ୍ଥାନ ରେ ଧର୍ମଶାସ୍ତ୍ର ରେ ଲଖାେଅଛି: ସମାନେେ ଯାହାଙ୍କୁ ବର୍ଚ୍ଛା ଦ୍ବାରା ଆଘାତ କଲେ, ତାହାଙ୍କୁ ଲୋକମାନେ ଦେଖିବେ।

Cross references

ଗୀତସଂହିତା 22:16

କୁକୁରମାନେ ମାରେ ଚାରିକଡ଼ରେ ଘରେି ରହିଛନ୍ତି। ସହେି ଦୁଷ୍ଟ ଲୋକମାନେ ଦଳବଦ୍ଧ ହାଇେ ମାେତେ ୟନ୍ତାରେ ପକାଇଛନ୍ତି। ସମାନେେ ମାରେ ହାତ ଗୋଡ଼କୁ ଛିଦ୍ର କରି ପକାଇଛନ୍ତି।

ଯିଖରିୟ 12:10

ଆମ୍ଭେ ଦାଉଦ ପରିବାର ଓ ୟିରୁଶାଲମ ନିବାସୀଙ୍କ ଉପ ରେ ଦୟା ଓ ବିନତୀର ଆତ୍ମା ବୃଷ୍ଟି କରିବା। ସମାନେେ ଆମ୍ଭକୁ ଦେଖିବେ, ଯାହାକୁ ସମାନେେ ବିନ୍ଧି କଲେ। ଏବଂ ସମାନେେ ଶାେକ କରିବେ। ସମାନେେ ଏପରି ଶାେକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ଯୁ ରେ ଜଣେ ଯେପରି ଶାେକ କରେ। ସମାନେେ ବ୍ଯାକୁଳ ହାଇେ କାନ୍ଦିବେ, ଯେପରି ଜଣେ ଜେଷ୍ଠପୁତ୍ରର ମୃତ୍ଯୁ ରେ କାନ୍ଦନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:7

ଦେଖ, ଯୀଶୁ ମେଘମାଳା ରେ ଆସୁଅଛନ୍ତି। ପ୍ରେତ୍ୟକକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ଯ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନ ରେ ଉଚ୍ଚସ୍ବର ରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।

Interlinear

Choose Theme