Home Bibles ଯୋହନଲିଖିତ ସୁସମାଚାର 2:15 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 2:15 · ଓଡ଼ିଆ ବାଇବେଲ

ଯୀଶୁ କେତେ ଖଣ୍ଡ ଦଉଡି ରେ ଗୋଟିଏ ଛାଟ ତିଆରି କଲେ। ତା'ପରେ ଯୀଶୁ ସେ ସମସ୍ତ ଲୋକମାନଙ୍କୁ, ମେଣ୍ଢାଗୁଡିକୁ ଓ ଗୋରୁଗୁଡିକୁ ସଠାରୁେ ଜାରେ ଜବରଦସ୍ତି ତଡି ଦେଲେ। ସେ ମୁଦ୍ରା ବିନିମୟକାରୀମାନଙ୍କର ଟଙ୍କା ତଳେ ପକଇେ ମଜଗେୁଡିକ ଓଲଟଇେ ଦେଲେ।

Cross references

ଯିଖରିୟ 4:6

ସେ କହିଲେ, ଏହା ୟିରୁଦ୍ଦାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, 'ଏହା ପରାକ୍ରମ କି ବଳଦ୍ବାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।' ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି।

ଯୋହନଲିଖିତ ସୁସମାଚାର 18:6

ଯେତବେେଳେ ଯୀଶୁ କହିଲେ, ମୁଁ ଯୀଶୁ, ଲୋକମାନେ ପଛକୁ ଘୁଞ୍ଚିଯାଇ ତଳେ ପଡିଗଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:4

ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।

Interlinear

Choose Theme