Home Bibles ଯୋହନଲିଖିତ ସୁସମାଚାର 2:20 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 2:20 · ଓଡ଼ିଆ ବାଇବେଲ

ଯିହୂଦୀମାନେ କହିଲେ, ଏହି ମନ୍ଦିର ନିର୍ମାଣ କରିବା ପାଇଁ ଲୋକମାନେ ଛଯାଳିଶ ବର୍ଷ ପର୍ୟ୍ଯନ୍ତ କାମ କରିଥିଲେ। ଆଉ ତୁମ୍ଭେ କ'ଣ ପ୍ରକୃତ ରେ ବିଶ୍ବାସ କରୁଛ, ତୁମ୍ଭେ ଏହା ତିନି ଦିନ ମଧିଅରେ ନିର୍ମାଣ କରି ଦବେ?

Cross references

ପ୍ରଥମ ରାଜାବଳୀ 6:38

ପୁଣି ତାଙ୍କ ରାଜତ୍ବର ଏକାଦଶ ବର୍ଷ ରେ, ବୂଲ ନାମକ ବର୍ଷର ଅଷ୍ଟମ ମାସ ରେ ନିରୂପିତ ଆକୃତି ଅନୁସାରେ ସମୁଦାଯ ମନ୍ଦିରର ନିର୍ମାଣ କାର୍ୟ୍ଯ ସମାପ୍ତ ହେଲା। ଏହିରୂପେ ମନ୍ଦିର ନିର୍ମାଣ କରିବା ରେ ତାଙ୍କୁ ସାତବର୍ଷ ଲାଗିଲା।

ମାଥିଉଲିଖିତ ସୁସମାଚାର 24:1

ଯୀଶୁ ମନ୍ଦିର ଛାଡ଼ି ବାହରି ଆସିଲେ ଓ ଚ଼ାଲି ଯାଉଥିଲେ। ସହେି ସମୟରେ ତାହାଙ୍କ ଶିଷ୍ଯମାନେ ତାହାଙ୍କୁ ମନ୍ଦିରର ଭବନଗୁଡ଼ିକୁ ଦଖାଇବୋ ପାଇଁ ତାହାଙ୍କ ପାଖକୁ ଆସିଲେ।

ଲୂକଲିଖିତ ସୁସମାଚାର 21:5

କେତକେ ଶିଷ୍ଯ ମନ୍ଦିର ବିଷୟ ରେ କଥାବାର୍ତ୍ତା ହେଉଥିଲେ। ସମାନେେ କହିଲେ, ଏହା ଗୋଟିଏ ସୁନ୍ଦର ମନ୍ଦିର। ଏହା ସବୁଠାରୁ ଭଲ ପଥର ରେ ତିଆରି ହାଇେଛି। ଦେଖ ପରମେଶ୍ବରଙ୍କୁ କିପରି ଭଲଭଲ ଦାନ ଅର୍ପଣ କରା ଯାଇଛି!

Interlinear

Choose Theme