ଯୀଶୁ ମୃତ୍ଯୁରୁ ଉଠିଲା ପରେ ତାହାଙ୍କ ଶିଷ୍ଯମାନେ ତାହାଙ୍କ କହିଥିବା କଥା ମନେ ପକାଇଥିଲେ। ତେଣୁ ତାହାଙ୍କର ଶିଷ୍ଯମାନେ ତାହାଙ୍କ ବିଷୟ ରେ ଶାସ୍ତ୍ର ରେ ଯାହା ଲଖାେଥିଲା ଓ ଯୀଶୁ ଯାହା କହିଥିଲେ, ସେସବୁ କଥା ବିଶ୍ବାସ କଲେ।)
Cross references
କାରଣ ତୁମ୍ଭେ ସଦାପ୍ରଭୁ ମାରେ ଆତ୍ମାକୁ ମୃତ୍ଯୁ ସ୍ଥାନରେ ପରିତ୍ଯାଗ କରିବି ନାହିଁ। ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷଯ ହବୋକୁ ଦବେ ନାହିଁ।
ଯୀଶୁ କହିଥିଲେ ଯେ, ମନୁଷ୍ଯୁପୁତ୍ରଙ୍କୁ ଦୁଷ୍ଟ ଲୋକଙ୍କ ହାତ ରେ କୃଶ ରେ ମାରି ଦିଆୟିବା ପାଇଁ ଅବଶ୍ଯ ଦଇେ ଦିଆୟିବ। କିନ୍ତୁ ସେ ପୁଣି ମୃତ୍ଯୁରୁ ତୃତୀୟ ଦିନ ଜୀବିତ ହାଇେ ଉଠିବେ।
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପାଖ ରେ ମୁଁ ଥିବା ବଳରେ କଥା ମନେ ପକାଅ। ମୁଁ କହିଥିଲି ଯେ ମାଶାଙ୍କେ ନିୟମ ରେ, ଭବିଷ୍ଯଦ୍ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତା ରେ ମାେ ବିଷୟ ରେ ଯାହା ସବୁ ଲଖାେ ଯାଇଛି, ସଗେୁଡିକ ନିଶ୍ଚୟ ଘଟିବ।
ଏହା ଯୀଶୁଙ୍କର ପ୍ରଥମ ଆଶ୍ଚର୍ୟ୍ଯ କାର୍ୟ୍ଯ ଥିଲା। ସେ ଏହି ଆଶ୍ଚର୍ୟ୍ଯକାମ ଗାଲୀଲୀର କାନ୍ନା ସହର ରେ କରିଥିଲେ। ଏହିପରି ସେ ତାହାଙ୍କ ମହିମା ଦଖାଇେଲେ। ଏବଂ ତାହାଙ୍କର ଶିଷ୍ଯମାନେ ତାହାଙ୍କ ଉପରେ ବିଶ୍ବାସ କଲେ।
ଏହି ସବୁ ଘଟଣା ଘଟିବା ବେଳେ ଯୀଶୁଙ୍କର ଶିଷ୍ଯମାନେ ଶାସ୍ତ୍ର ରେ ଲଖାେ ହାଇେଥିବା ଏହି ବାଣୀ ମନେ ପକାଇଲେ:
ଯୀଶୁଙ୍କର ଶିଷ୍ଯମାନେ ସେତବେେଳେ ଏହି ଘଟଣାର ଅର୍ଥ ବୁଝିପାରି ନଥିଲେ। କିନ୍ତୁ ଯୀଶୁ ଯେତବେେଳେ ମହିମାନ୍ବିତ ହେଲେ ସେତବେେଳେ ସମାନେେ ବୁଝି ପାରିଲେ ଯେ, ଏହା ତାହାଙ୍କ ବିଷୟ ରେ ଲଖାଯାେଇଥିଲା। ତା'ପରେ ଶିଷ୍ଯମାନେ ମନେ ପକାଇଲେ ଯେ ସମାନେେ ଯୀଶୁଙ୍କ ପ୍ରତି ଏହା ସବୁ କରିଛନ୍ତି।
କିନ୍ତୁ ତୁମ୍ଭକୁ ସାହାର୍ୟ୍ଯକାରୀ ସବୁ ଶିକ୍ଷା ଦବେେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାୟ୍ଯ ମଧ୍ଯ କରିବେ। ଏହି ସାହାୟ୍ଯକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମାେ ନାମ ରେ ପଠାଇବେ।
ମୁଁ ତୁମ୍ଭକୁ ଏସବୁ କଥା ବର୍ତ୍ତମାନ କହିଛି, ତେଣୁ ଯେତବେେଳେ ଏସବୁ ଘଟିବାର ସମୟ ଆସିବ, ସେତବେେଳେ ତୁମ୍ଭମାନେେ ମନେ ପକାଇବ ଯେ ମୁଁ ତୁମ୍ଭକୁ ସତର୍କ କରିଥିଲି।
ଏହାପରେ ଅନ୍ୟଶିଷ୍ଯ ଜଣକ ମଧ୍ଯ ଭିତରକୁ ଗଲେ, ସହେି ଶିଷ୍ଯ ଜଣକ କବର ପାଖ ରେ ଆଗ ପହନ୍ଚିଲେ। ସେ ସମସ୍ତ ଘଟଣା ଦେଖିଲେ ଓ ବିଶ୍ବାସ କଲେ।
ସେତବେେଳେ ମାରେ ପ୍ରଭୁଙ୍କର କଥା ମନେ ପଡ଼ିଲା। ସେ କହିଥିଲେ, 'ଯୋହନ ଲୋକମାନଙ୍କୁ ଜଳ ରେ ବାପ୍ତିସ୍ମ କରାଇଥିଲେ, କିନ୍ତୁ ତୁମ୍ଭମାନେେ ପବିତ୍ର ଆତ୍ମା ରେ ବାପ୍ତିଜିତ ହବେ।'