Home Bibles ଯୋହନଲିଖିତ ସୁସମାଚାର 2:6 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 2:6 · ଓଡ଼ିଆ ବାଇବେଲ

ସହେି ସ୍ଥାନ ରେ ଛଅଟି ପଥରର ବଡ ଜଳକୁଣ୍ଡ ଥିଲା। ଯିହୂଦୀମାନେ ତାହାଙ୍କ ଶୁଚିକରଣ ନୀତି ଅନୁସାରେ ଏହି ଜଳକୁଣ୍ଡ ବ୍ଯବହାର କରୁଥିଲେ। ପ୍ରେତ୍ୟକକ ଜଳକୁଣ୍ଡ ରେ ପ୍ରାୟ ଶ ହରେୁ ଶ ହେ ପଚାଶ ଲିଟର ପାଣି ଧରୁଥିଲା।

Cross references

ମାର୍କଲିଖିତ ସୁସମାଚାର 7:2

ସମାନେେ ଯୀଶୁଙ୍କର କେତକେ ଶିଷ୍ଯଙ୍କୁ ଅପବିତ୍ର ହାତ ରେ ଅର୍ଥାତ୍ ନିର୍ଦ୍ଧାରିତ ପଦ୍ଧତି ରେ ହାତ ନ ଧୋଇ ଖାଉଥିବାର ଦେଖିଲେ।

ଯୋହନଲିଖିତ ସୁସମାଚାର 3:25

ଯୋହନଙ୍କର କେତକେ ଶିଷ୍ଯଙ୍କର ସହିତ ଜଣେ ୟିହୁଦୀଙ୍କର ୟୁକ୍ତିତର୍କ ହେଲା। ସମାନେେ ତାହାଙ୍କ ସହିତ ଧର୍ମ ସଂକ୍ତାନ୍ତୀୟ ଶୁଚିକରଣ ବିଷୟ ରେ ତର୍କ କରୁଥିଲେ।

ଏଫିସୀୟଙ୍କ ପ୍ରତି ପତ୍ର 5:26

ମଣ୍ଡଳୀକୁ ପବିତ୍ର କରିବା ଲାଗି ଯୀଶୁ ଖ୍ରୀଷ୍ଟ ମୃତ୍ଯୁ ବରଣ କରିଥିଲେ। ଯେପରି ସୁସାମାଚାରର ବାକ୍ଯ ଓ ଜଳ ଦ୍ବାରା ଧେ ୗତ କରି ସଫା କରିବା ପରେ ସେ ପରମେଶ୍ବରଙ୍କ କାର୍ୟ୍ଯ ମାଧ୍ଯମ ରେ ସେ ମଣ୍ଡଳୀକୁ ଶୁଚି ପବିତ୍ର କରିପାରନ୍ତି।

ଏବ୍ରୀ 6:2

ସେତବେେଳେ ଆମ୍ଭେ ବାପ୍ତିସ୍ମ ବିଷୟ ରେ ଲୋକଙ୍କୁ ହସ୍ତାର୍ପଣ କରିବା ବିଷୟ ରେ, ମୃତ୍ଯୁରୁ ପୁନରୁତ୍ଥିତ ହବୋ ବିଷୟ ରେ ଓ ଶଷେ ବିଚାର ବିଷୟ ରେ ଶିକ୍ଷା ପାଇଥିଲୁ। କିନ୍ତୁ ଏବେ ଆମ୍ଭେ ସିଦ୍ଧିଲାଭ କରିବାକୁ ଅଗ୍ରସର ହବୋ ଉଚିତ୍।

ଏବ୍ରୀ 9:10

ସଗେୁଡ଼ିକ ଖାଦ୍ୟ, ପୟେ ଓ ବିଭିନ୍ନ ପ୍ରକାରର ଶୌଚକ୍ରିଯା କବଳେ ଶାରୀରିକ ବିଧିବିଧାନ ଅଟେ, ଏତଦ୍ବାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ବରଙ୍କ ନୂତନ ଚୁକ୍ତିର ସମୟ ପର୍ୟ୍ଯନ୍ତ ପରମେଶ୍ବର ସହେି ସବୁ ନିୟମ ଲୋକମାନଙ୍କୁ ଦେଲେ।

ଏବ୍ରୀ 9:19

ପ୍ରଥମ ରେ, ବ୍ଯବସ୍ଥାର ପ୍ରେତ୍ୟକକ ଈଶ୍ବରୀୟ ଆଜ୍ଞା ମାଶାେ ଲୋକମାନଙ୍କୁ କହିଥିଲେ। ତା'ପରେ ମାଶାେ ବାଛୁରୀଗୁଡ଼ିକର ରକ୍ତ ସହିତ ଜଳ ମିଶାଇଲେ। ତା'ପରେ ସେ ଲାଲ ରଙ୍ଗ ଓ ଏସୋବର ଡ଼ାଳଟିଏ ନଇେ ଜଳ ମିଶ୍ରିତ ରକ୍ତ ବ୍ଯବସ୍ଥା ପୁସ୍ତକ ତଥା ସବୁଲୋକଙ୍କ ଉପରେ ଛିଞ୍ଚିଲେ।

ଏବ୍ରୀ 10:22

ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।

Interlinear

Choose Theme