Home Bibles ଯୋହନଲିଖିତ ସୁସମାଚାର 2:8 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 2:8 · ଓଡ଼ିଆ ବାଇବେଲ

ତା'ପରେ ଯୀଶୁ ସବେକମାନଙ୍କୁ କହିଲେ, ବର୍ତ୍ତମାନ ସେଥିରୁ କିଛି ପାଣି କାଢି ନିଅ। ଏହି ପାଣି ନଇେ ଭୋଜିକର୍ତ୍ତାଙ୍କ ପାଖକୁ ଯାଅ।

Cross references

ହିତୋପଦେଶ 3:5

ତୁମ୍ଭେ ସର୍ବାନ୍ତଃ ହୃଦଯ ରେ ସଦାପ୍ରଭୁଙ୍କୁ ବିଶ୍ବାସ କର ଏବଂ ନିଜର ଚତୁରତା ଉପ ରେ ନିର୍ଭର କରନାହିଁ।

ଉପଦେଶକ 9:6

ଯେପରି ସମାନଙ୍କେର ପ୍ ରମେ, ଠିକ୍ ସହେିପରି ସମାନଙ୍କେର ଘୃଣା ଓ ଇର୍ଷା ନଷ୍ଟ ହୁଏ। ଏବଂ ସୂର୍ୟ୍ଯ ତଳେ ଯାହା କିଛି କରାୟାଏ, ତହିଁରେ ଅନନ୍ତକାଳ ସମାନଙ୍କେର କୌଣସି ଅଂଶ ନ ଥାଏ।

ଯୋହନଲିଖିତ ସୁସମାଚାର 2:9

ତା'ପରେ ଭୋଜି ଦାଯିତ୍ବ ରେ ଥିବା ମୁଖ୍ଯ ଲୋକ ତାହାକୁ ଚାଖିଲେ। ସହେି ପାଣି ଏବେ ଦ୍ରାକ୍ଷାରସ ରେ ପରିଣତ ହାଇଯୋଇଥିଲା। ସେ ଜାଣି ନଥିଲେ ଯେ ଏପରି ଦ୍ରାକ୍ଷାରସ କେଉଁଠାରୁ ଆସିଲା? କିନ୍ତୁ ସହେି ପାଣି କାଢିଥିବା ସବେକମାନେ ଜାଣିଥିଲେ। ତା'ପରେ ଭୋଜିକର୍ତ୍ତା ବରକୁ ଡାକିଲେ।

ରୋମୀୟଙ୍କ ପ୍ରତି ପତ୍ର 13:7

ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।

Interlinear

Choose Theme