ସେ ଏହା କହି ବୁଲି ପଡିଲେ। ସେ ଯୀଶୁଙ୍କୁ ସଠାେରେ ଠିଆ ହାଇେଥିବା ଦେଖିଲେ। କିନ୍ତୁ ମରିୟମ ତାହାଙ୍କୁ ଚିହ୍ନିଲେ ନାହିଁ।
Cross references
ଯୋଷଫେ ଜାଣିଥିଲେ ଯେ ସମାନେେ ତାଙ୍କର ଭାଇ। କିନ୍ତୁ ସମାନେେ ଯୋଷଫେକୁ ଚିହ୍ନି ପାରିଲେ ନାହିଁ।
ନଗର ଭ୍ରମଣକାରୀ ପ୍ରହରୀମାନେ ମାେତେ ଦେଖିଲେ। ମୁଁ ସମାନଙ୍କେୁ ପଚାରିଲି, ଯାହାଙ୍କୁ ମାରେ ପ୍ରାଣ ପ୍ ରମେ କରେ, ତାହାଙ୍କୁ ତୁମ୍ଭେ ଦେଖିଛ କି ?
ହଠାତ୍ ସମାନେେ ଦେଖିଲେ, ଯୀଶୁ ତାହାଙ୍କ ଆଗ ରେ ଠିଆ ହାଇେଛନ୍ତି। ସେ କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ! ସ୍ତ୍ରୀଲୋକମାନେ ଯୀଶୁଙ୍କ ପାଖକୁ ଗଲେ। ସମାନେେ ତାହାଙ୍କ ପାଦ ଧରି ତାହାଙ୍କର ଉପାସନା କଲେ।
ସପ୍ତାହର ପ୍ରଥମ ଦିନର ବଡି ସକାଳୁ ଯୀଶୁ ମୃତ୍ଯୁରୁ ପୁନରୁତ୍ଥିତ ହେଲେ। ସର୍ବ ପ୍ରଥମେ ସେ ମଗ୍ଦଲୀନୀ ମରୀୟମଙ୍କ ନିକଟରେ ନିଜକୁ ଦଖାେ ଦେଲେ। ଅତୀତ ରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତଟି ଭୂତଙ୍କୁ ତଡି ଦଇେଥିଲେ।
ଏହା ପରେ ଦୁଇଜଣ ଶିଷ୍ଯ ପଡିଆ ମଧିଅରେ ଯାଉଥିବା ସମୟରେ ଯୀଶୁ ସମାନଙ୍କେ ନିକଟରେ ଅନ୍ୟ ଏକ ରୂପରେ ଦଖାେ ଦେଲେ।
କିନ୍ତୁ ଯୀଶୁ ସମାନଙ୍କେ ମଧ୍ଯ ଦଇେ ଚାଲିଗଲେ।
କିନ୍ତୁ ସେ ଦୁଇଜଣଙ୍କୁ ସେତବେେଳେ ଯୀଶୁଙ୍କୁ ଚିହ୍ନିବା ପାଇଁ ବାଧା ଦିଆଗଲା।
ସହେି ସମୟରେ ସହେି ଦୁଇଜଣଙ୍କର ଚକ୍ଷୁ ଖାଲିଦେିଆଗଲା ଓ ସମାନେେ ଯୀଶୁଙ୍କୁ ଚିହ୍ନି ପାରିଲେ। କିନ୍ତୁ ଯୀଶୁ ସମାନଙ୍କେ ସାମନାରୁ ଅଦୃଶ୍ଯ ହାଇଗେଲେ।
ଯୀଶୁ ଏକଥା କହିବା ବେଳେ ଲୋକମାନେ ତାହାଙ୍କୁ ମାରିବା ପାଇଁ ପଥର ଉେଠଇଲେ। ମାତ୍ର ସେ ଲୁଚି ଗଲେ ଓ ପରେ ମନ୍ଦିର ପରିସରରୁ ବାହାରି ଚାଲିଗଲେ।
ପରଦିନ ଅତି ସକାଳୁ ଯୀଶୁ ହ୍ରଦ କୂଳ ରେ ଠିଆ ହାଇେଥିଲେ। କିନ୍ତୁ ଶିଷ୍ଯମାନେ ତାହାଙ୍କୁ ଯୀଶୁ ବୋଲି ଜାଣି ନଥିଲେ।