Home Bibles ଯୋହନଲିଖିତ ସୁସମାଚାର 20:2 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 20:2 · ଓଡ଼ିଆ ବାଇବେଲ

ତେଣୁ ମରିୟମ, ଶିମାନେ ପିତର ଓ ଅନ୍ୟ ଜଣେ ଶିଷ୍ଯ ଯାହାଙ୍କୁ ଯୀଶୁ ପ୍ ରମେ କରୁଥିଲେ, ସମାନଙ୍କେ ନିକଟକୁ ଦୌଡିଗଲେ ଓ ସେ ସମାନଙ୍କେୁ କହିଲେ, ସମାନେେ ପ୍ରଭୁଙ୍କର ମୃତଦହକେୁ କବର ଭିତରୁ ନଇଯାେଇଛନ୍ତି। ସମାନେେ ତାହାଙ୍କୁ କେଉଁଠା ରେ ରଖିଛନ୍ତି ଆମ୍ଭେ ଜାଣି ନାହୁଁ।

Cross references

ମାଥିଉଲିଖିତ ସୁସମାଚାର 27:63

ସମାନେେ କହିଲେ, ମହାଶୟ, ଆମ୍ଭର ମନେ ଅଛି ଯେ ସହେି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, 'ତୃତୀୟ ଦିନ ପରେ ମୁଁ ମୃତ୍ଯୁରୁ ପୁଣି ପୂର୍ନଉଥିତ ହବେି।'

ଯୋହନଲିଖିତ ସୁସମାଚାର 13:23

ଯୀଶୁଙ୍କ ପାଖ ରେ ଆଉ ଜଣେ ଶିଷ୍ଯ ବସିଥିଲା। ଯୀଶୁ ତାହାକୁ ବହୁତ ଭଲ ପାଉଥିଲେ।

ଯୋହନଲିଖିତ ସୁସମାଚାର 19:26

ଯୀଶୁ ତାହାଙ୍କ ମାଆଙ୍କୁ ଦେଖିଲେ। ସେ ତାହାଙ୍କର ଅତି ପ୍ରିୟ ଶିଷ୍ଯକୁ ମଧ୍ଯ ତାହାଙ୍କ ପାଖ ରେ ଠିଆ ହାଇେଥିବା ଦେଖିଲେ। ତାହାଙ୍କ ମାଆଙ୍କୁ କହିଲେ, ପ୍ରିୟ ନାରୀ, ଏ ଦେଖ, ତୁମ୍ଭର ପୁଅ!

ଯୋହନଲିଖିତ ସୁସମାଚାର 20:9

ଧର୍ମଶାସ୍ତ୍ର ଅନୁସାରେ 'ଯୀଶୁ ମୃତ୍ଯୁରୁ ଅବଶ୍ଯ ପୁନର୍ଜୀବିତ ହବେେ', ଏହାର ଅର୍ଥ ସହେି ଶିଷ୍ଯମାନେ ଏପର୍ୟ୍ଯନ୍ତ ବୁଝି ପାରି ନଥିଲେ।

ଯୋହନଲିଖିତ ସୁସମାଚାର 20:13

ସମାନେେ ମରିୟମଙ୍କୁ ପଚାରିଲେ, ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ?

ଯୋହନଲିଖିତ ସୁସମାଚାର 20:15

ଯୀଶୁ ତାହାଙ୍କୁ ପଚାରିଲେ, ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହାକୁ ଖାଜେୁଛ?

ଯୋହନଲିଖିତ ସୁସମାଚାର 21:7

ଯୀଶୁ ଯେଉଁ ଶିଷ୍ଯଙ୍କୁ ପ୍ ରମେ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ପିତର ଏତ ପ୍ରଭୁ ବୋଲି ଶୁଣି ତାହାଙ୍କୁ ପୋଷାକ ପିନ୍ଧିଲେ। କାରଣ ସେ କାର୍ୟ୍ଯ କରିବା ପାଇଁ ସବୁ ବସ୍ତ୍ର ଖାଲିେ ଦଇେଥିଲେ। ତା'ପରେ ସେ ପାଣିକୁ ଡଇେଁ ପଡିଲେ।

ଯୋହନଲିଖିତ ସୁସମାଚାର 21:20

ପିତର ବୁଲି ପଡି ଦେଖିଲେ ଯେ ଯେଉଁ ଶିଷ୍ଯଙ୍କୁ ଯୀଶୁ ପ୍ ରମେ କରୁଥିଲେ, ସେ ସମାନଙ୍କେ ଅନୁଗମନ କରୁଛନ୍ତି। ( ସହେି ରାତ୍ରି ଭୋଜନ ବେଳେ, ସହେି ଶିଷ୍ଯ ଯୀଶୁଙ୍କ ଶରୀର ରେ ଆଉଜି ପଡି, ପ୍ରଚାରି ଥିଲେ, ପ୍ରଭୁ, ଆମ୍ଭ ଭିତରୁ କିଏ ଆପଣଙ୍କ ବିରୁଦ୍ଧ ରେ ୟିବ?)

ଯୋହନଲିଖିତ ସୁସମାଚାର 21:24

ସହେି ଶିଷ୍ଯ ଏ ସବୁ କଥା କହୁଛନ୍ତି। ସେ ହେଉଛନ୍ତି ସହେି ବ୍ଯକ୍ତି ଯେ କି ଏସବୁ କଥା ଲେଖିଛନ୍ତି। ଆମ୍ଭେ ଜାଣୁ ସେ ଯାହା କହନ୍ତି ତାହା ସତ୍ଯ।

Interlinear

Choose Theme