Home Bibles ☰ Books ଯୋହନଲିଖିତ ସୁସମାଚାର 20:25 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 20:25 · ଓଡ଼ିଆ ବାଇବେଲ

ଅନ୍ୟ ଶିଷ୍ଯମାନେ ଥୋମାଙ୍କୁ କହିଲେ, ଆମ୍ଭେ ପ୍ରଭୁଙ୍କୁ ଦେଖିଲୁ। ଥୋମା କହିଲେ, ମୁଁ ତାହାଙ୍କ ହାତ ରେ କଣ୍ଟାଦାଗ ନ ଦେଖିଲା ପର୍ୟ୍ଯନ୍ତ ବିଶ୍ବାସ କରିବି ନାହିଁ। ମୁଁ ମାରେ ଆଙ୍ଗୁଠି ସହେି କଣ୍ଟାର ଦାଗ ରେ ନରଖିବା ଓ ତାହାଙ୍କ କକ୍ଷଦେଶ ରେ ମାରେ ହାତ ନଦବୋ ପର୍ୟ୍ଯନ୍ତ, ମୁଁ ବିଶ୍ବାସ କରିବି ନାହିଁ।

Cross references

ଆୟୁବ ପୁସ୍ତକ 9:16

ମୁଁ ତାଙ୍କୁ ଯଦି ଡାକେ ଏବଂ ସେ ମାେତେ ଉତ୍ତର ଦିଅନ୍ତି, ମୁଁ ତଥାପି ବିଶ୍ବାସ କରେ ନାହିଁ ଯେ ସେ ମାରେ କଥା ଶୁଣିବେ।

ଗୀତସଂହିତା 78:11

ସମାନେେ ପରମେଶ୍ବର କରିଥିବା ମହତ କାର୍ୟ୍ଯ ଭୁଲିଗଲେ। ପରମେଶ୍ବର ସମାନଙ୍କେୁ ଦଖାଇେଥିବା ଆଶ୍ଚର୍ୟ୍ଯ କାର୍ୟ୍ଯମାନ ସମାନେେ ଭୁଲିଗଲେ।

ଗୀତସଂହିତା 78:32

କିନ୍ତୁ ଏହି ଲୋକମାନେ ପୁନରାଯ ପାପ କଲେ !ସମାନେେ ପରମେଶ୍ବରଙ୍କ ଆଶ୍ଚର୍ୟ୍ଯ କାର୍ୟ୍ଯରେ ବିଶ୍ବାସ କଲେ ନାହିଁ। ୟାହା ପରମେଶ୍ବର କରିଥିଲେ।

ଗୀତସଂହିତା 95:8

ପରମେଶ୍ବର କହନ୍ତି, ମିରୀବାଃ ଓ ମଃସା ମରୁଭୂମିରେ ହେଲା ପରି ଜିଦ୍ଖୋର ହୁଅ ନାହିଁ।

ଗୀତସଂହିତା 106:21

ପରମେଶ୍ବର ଆମ୍ଭ ପୂର୍ବପୁରୁଷଗଣକୁ ରକ୍ଷା କଲେ କିନ୍ତୁ ସମାନେେ ତାଙ୍କ ବିଷଯରେ ସମ୍ପୂର୍ଣ୍ଣ ଭୁଲିଗଲେ। ସେ ସମାନଙ୍କେ ପାଇଁ ମିଶରରେ କରିଥିବା ଆଶ୍ଚର୍ୟ୍ଯ କାର୍ୟ୍ଯମାନ ସମାନେେ ଭୁଲିଗଲେ।

ମାଥିଉଲିଖିତ ସୁସମାଚାର 16:1

ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସମାନେେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଚାହୁଁଥିଲେ। ତେଣୁ ସମାନେେ ଯୀଶୁଙ୍କ କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋକୁ କହିଲେ, କାରଣ ଯୀଶୁ ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାଇବୋ ଫଳ ରେ ପ୍ରମାଣିତ ହାଇେ ପାରିବ ଯେ ସେ ପରମେଶ୍ବରଙ୍କ ପାଖରୁ ଆସିଛନ୍ତି।

ମାଥିଉଲିଖିତ ସୁସମାଚାର 27:42

ସମାନେେ କହୁଥିଲେ, ସେ ଅନ୍ୟମାନଙ୍କୁ ରକ୍ଷା କରୁଥିଲେ। ଏବେ କିନ୍ତୁ ସେ ନିଜକୁ ରକ୍ଷା କରି ପାରୁନାହାନ୍ତି। ଲୋକେ କହନ୍ତୁ ଯେ ସେ ଇଶ୍ରାୟେଲର ରାଜା। ଏକଥା ଯଦି ସତ, ତବେେ ସେ ବର୍ତ୍ତମାନ କୃଶ ଉପରୁ ତଳକୁ ଓହ୍ଲଇେ ଆସନ୍ତୁ। ତବେେ ଅମ୍ଭେ ତାହାଙ୍କୁ ବିଶ୍ବାସ କରିବୁ।

ମାର୍କଲିଖିତ ସୁସମାଚାର 16:11

ମରିୟମ ସମାନଙ୍କେୁ କହିଲେ ଯେ ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ଯମାନେ ସମାନଙ୍କେ କଥା ରେ ବିଶ୍ବାସ କଲେ ନାହିଁ।

ଲୂକଲିଖିତ ସୁସମାଚାର 24:25

ତା'ପରେ ଯୀଶୁ ସହେି ଦୁଇଜଣ ଲୋକଙ୍କୁ କହିଲେ, ତୁମ୍ଭମାନେେ କେତେ ବୋକା। ଭବିଷ୍ଯଦ୍ବକ୍ତାମାନେ ଯାହାସବୁ କହିଥିଲେ, ସହେି ସତ୍ଯକୁ ବିଶ୍ବାସ କରିବା ରେ ତୁମ୍ଭମାନେେ କେତେ ମନ୍ଥର।

ଲୂକଲିଖିତ ସୁସମାଚାର 24:34

ପ୍ ରରେିତ ଓ ଅନ୍ୟ ଶିଷ୍ଯମାନେ କହୁଥିଲେ, ପ୍ରକୃତ ରେ, ପ୍ରଭୁ ମୃତ୍ଯୁରୁ ଜୀବିତ ଉଠିଛନ୍ତି। ସେ ଶିମାନଙ୍କେୁ ଦଖାେ ଦଇେଛନ୍ତି।

ଯୋହନଲିଖିତ ସୁସମାଚାର 1:41

ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମାନଙ୍କେ ପାଖକୁ ଗଲେ। ସେ ଶିମାନଙ୍କେୁ କହିଲେ, ଆମ୍ଭେ ମଶୀହଙ୍କୁ ଭଟେିଛୁ। (ମଶୀହ ଅର୍ଥାତ୍ ଖ୍ରୀଷ୍ଟ।)

ଯୋହନଲିଖିତ ସୁସମାଚାର 6:30

ତେଣୁ ଲୋକମାନେ ପଚାରିଲେ, ତୁମ୍ଭକୁ ଯେ ପରମେଶ୍ବର ପଠାଇଛନ୍ତି, ଏକଥା ତୁମ୍ଭେ କେଉଁ ଆଶ୍ଚର୍ୟ୍ଯକାର୍ୟ୍ଯ ଦ୍ବାରା ପ୍ରମାଣ କରି ଦଖାଇବେ? ତୁମ୍ଭେ ଯଦି କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ ଆମ୍ଭକୁ କରି ଦଖାଇବେ, ତବେେ ଆମ୍ଭେ ତୁମ୍ଭକୁ ବିଶ୍ବାସ କରିବୁ। ତୁମ୍ଭେ କ'ଣ କରିବ?

ଯୋହନଲିଖିତ ସୁସମାଚାର 20:14

ସେ ଏହା କହି ବୁଲି ପଡିଲେ। ସେ ଯୀଶୁଙ୍କୁ ସଠାେରେ ଠିଆ ହାଇେଥିବା ଦେଖିଲେ। କିନ୍ତୁ ମରିୟମ ତାହାଙ୍କୁ ଚିହ୍ନିଲେ ନାହିଁ।

ଯୋହନଲିଖିତ ସୁସମାଚାର 21:7

ଯୀଶୁ ଯେଉଁ ଶିଷ୍ଯଙ୍କୁ ପ୍ ରମେ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ପିତର ଏତ ପ୍ରଭୁ ବୋଲି ଶୁଣି ତାହାଙ୍କୁ ପୋଷାକ ପିନ୍ଧିଲେ। କାରଣ ସେ କାର୍ୟ୍ଯ କରିବା ପାଇଁ ସବୁ ବସ୍ତ୍ର ଖାଲିେ ଦଇେଥିଲେ। ତା'ପରେ ସେ ପାଣିକୁ ଡଇେଁ ପଡିଲେ।

Interlinear

Choose Theme