ଯୋହନଲିଖିତ ସୁସମାଚାର 20:4 · ଓଡ଼ିଆ ବାଇବେଲ
ସମାନେେ ଦୁ ହେଁ ଦୌଡୁଥିଲେ, କିନ୍ତୁ ପିତରଙ୍କଠାରୁ ଅନ୍ୟ ଶିଷ୍ଯଜଣକ ଜୋର୍ ରେ ଦୌଡୁଥିଲେ। ତେଣୁ ସେ ପ୍ରଥମେ କବର ପାଖ ରେ ପହନ୍ଚିଲେ।
Cross references
ଲେବୀୟ ପୁସ୍ତକ 13:30
ଯାଜକ ସହେି ଘା' ଦେଖିବ, ଯଦି ତାହା ଚର୍ମର ନୀଚ୍ଚସ୍ଥ ଦଖାୟୋଏ, ତହିଁରେ ହଳଦିବର୍ଣ୍ଣ ସରୁ ଲୋକ ଥାଏ, ତବେେ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ଛଉ, ତାହା ମସ୍ତକ ଅବା ଦାଢିର କୁଷ୍ଠ ରୋଗ।
ଦିତୀୟ ଶାମୁୟେଲ 18:23
ଅହୀମାସ ଉତ୍ତର ଦଲୋ, ଯାହା ହେଉନା କାହିଁକି ମୁ ୟିବି।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:24
ତୁମ୍ଭମାନେେ ଜାଣ ଯେ ଦୌଡ଼ ପ୍ରତିୟୋଗିତା ରେ ସମସ୍ତେ ଦୌଡ଼ନ୍ତି, କିନ୍ତୁ ତାଙ୍କ ଭିତରୁ ମାତ୍ର ଜଣକୁ ପୁରସ୍କାର ମିଳେ। ତୁମ୍ଭମାନେେ ଯେପରି ଜିତିବ, ସେପ୍ରକାର ଦୌଡ଼।
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:12
ଯଦି ତୁମ୍ଭମାନଙ୍କର ଦାନ ଦବୋର ଇଚ୍ଛା ଅଛି, ତା' ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହବେ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି, ସହେି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ଯ କରାୟିବ ; ତୁମ୍ଭମାନଙ୍କ ପାଖ ରେ ଯାହା ନାହିଁ, ସେ ଅନୁସାରେ ନୁହେଁ।