Home Bibles ☰ Books ଯୋହନଲିଖିତ ସୁସମାଚାର 21:10 · ଓଡ଼ିଆ ବାଇବେଲ
ଯୋହନଲିଖିତ ସୁସମାଚାର 21:10 · ଓଡ଼ିଆ ବାଇବେଲ

ତା'ପରେ ଯୀଶୁ କହିଲେ, ତୁମ୍ଭମାନେେ ଧରିଥିବା କିଛି ମାଛ ଆଣ।

Cross references

ଲୂକଲିଖିତ ସୁସମାଚାର 24:41

ଶିଷ୍ଯମାନେ ବିସ୍ମିତ ହାଇଗେଲେ। ସମାନେେ ଯୀଶୁଙ୍କୁ ଶରୀର ରେ ଦେଖି ବହୁତ ଖୁସି ହାଇଗେଲେ। ତଥାପି ସମାନେେ ଯାହା ଦେଖିଲେ, ତାହା ବିଶ୍ବାସ କରି ପାରିଲେ ନାହିଁ। ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପାଖ ରେ କିଛି ଖାଇବା ପଦାର୍ଥ ଅଛି କି?

ଯୋହନଲିଖିତ ସୁସମାଚାର 21:9

ଶିଷ୍ଯମାନେ ଯେତବେେଳେ ନେ ୗକାରୁ ବାହାରି କୂଳ ରେ ପହନ୍ଚିଲେ, ସମାନେେ ସେତବେେଳେ ରଡନିଆଁ ଜଳୁଥିବାର ଦେଖିଲେ। ସଠାେରେ ନିଆଁ ଉପରେ ମାଛ ଥିଲା, ଓ କିଛି ରୋଟୀ ମଧ୍ଯ ଥିଲା।

Interlinear

Choose Theme