ମାଶାେ ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। ଠିକ୍ ସହେିପରି ମନୁଷ୍ଯପୁତ୍ର ମଧ୍ଯ ଉପରକୁ ଉଠାଯିବେ।
Cross references
ଏଥି ରେ ଲୋକମାନେ ମାଶାଙ୍କେ ନିକଟକୁ ଆସି ନିବଦନେ କଲେ, ଆମ୍ଭମାନେେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧ ରେ ଅଭିଯୋଗ କରି ପାପ କରିଅଛୁଁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂ ରଇେ ନବେେ। ତେଣୁ ମାଶାେ ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ।
ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ସେ ଏକ ପିତ୍ତଳର ସର୍ପ ନିର୍ମାଣ କରି ଗୋଟିଏ ଖମ୍ବ ଉପରେ ସ୍ଥାପନ କଲେ। ତେଣୁ ସର୍ପ ଦଂଶିତ ବ୍ଯକ୍ତି ସହେି ଖମ୍ବସ୍ଥିତ ପିତ୍ତଳ ସର୍ପପ୍ରତି ଦୃଷ୍ଟିପାତ କରି ବଞ୍ଚିଲେ।
ସେ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କରି ଦେଲେ। ସମସ୍ତ ସ୍ମୃତି ସ୍ତମ୍ଭ ଭାଙ୍ଗି ପକାଇଲେ। ଆଶରୋ ମୂର୍ତ୍ତୀ ଗୁଡିକୁ କାଟି ପକାଇଲେ। ପୁଣି ମାଶାେ ନିର୍ମିତ ପିତ୍ତଳ ସର୍ପ ଭାଙ୍ଗି ପକାଇଲେ। କାରଣ ତାଙ୍କରି ଉଦ୍ଦେଶ୍ଯ ରେ ଇଶ୍ରାୟେଲ ସନ୍ତାନଗଣ ସହେି ସମୟ ପର୍ୟ୍ଯନ୍ତ ଧୂପ ଜଳାଉଥିଲେ। ଏହାର ନାମ ନହୁଷ୍ଟର୍ନ ରଖିଲେ।
କୁକୁରମାନେ ମାରେ ଚାରିକଡ଼ରେ ଘରେି ରହିଛନ୍ତି। ସହେି ଦୁଷ୍ଟ ଲୋକମାନେ ଦଳବଦ୍ଧ ହାଇେ ମାେତେ ୟନ୍ତାରେ ପକାଇଛନ୍ତି। ସମାନେେ ମାରେ ହାତ ଗୋଡ଼କୁ ଛିଦ୍ର କରି ପକାଇଛନ୍ତି।
କିନ୍ତୁ ମୁଁ ତା' କଲେ ଧର୍ମଶାସ୍ତ୍ର କିପରି ସମ୍ପୂର୍ଣ୍ଣ ହବେ? ସବୁକଥା ଏହିଭଳି ଭାବରେ ଘଟିବ ବୋଲି ଶାସ୍ତ୍ର ରେ ଲଖାେ ଅଛି।
ତା'ପରେ ଯୀଶୁ ଅଲଗା ଭାବରେ ବାରଜଣ ଶିଷ୍ଯଙ୍କୁ କହିଲେ, ଶୁଣ, ଆମ୍ଭମାନେେ ୟିରୂଶାଲମକୁ ଯାଉଛୁ। ପରମେଶ୍ବର ଭବିଷ୍ଯଦ୍ବକ୍ତାମାନଙ୍କୁ ମନୁଷ୍ଯପୁତ୍ରଙ୍କ ବିଷୟ ରେ ଯାହା ସବୁ ଲେଖି ବାକୁ କହିଥିଲେ, ସେ ସବୁ ଘଟିବ।
କିନ୍ତୁ ଆମ୍ଭର ପ୍ରଧାନ ଯାଜକ ଓ ଶାସକମାନେ ତାହାଙ୍କୁ ମୃତ୍ଯୁଦଣ୍ଡ ଦିଆୟିବା ପାଇଁ ଅର୍ପଣ କରି ଦେଲେ ଏବଂ ତାହାଙ୍କୁ କୃଶ ରେ ବଧ କଲେ।
ଭବିଷ୍ଯଦ୍ବକ୍ତାମାନେ କହିଥିଲେ ଯେ, ଯୀଶୁ ତାହାଙ୍କ ମହିମା ରେ ପ୍ରବେଶ କରିବା ପୂର୍ବରୁ ଏଭଳି ଯାତନା ଭୋଗ କରିବେ।
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପାଖ ରେ ମୁଁ ଥିବା ବଳରେ କଥା ମନେ ପକାଅ। ମୁଁ କହିଥିଲି ଯେ ମାଶାଙ୍କେ ନିୟମ ରେ, ଭବିଷ୍ଯଦ୍ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତା ରେ ମାେ ବିଷୟ ରେ ଯାହା ସବୁ ଲଖାେ ଯାଇଛି, ସଗେୁଡିକ ନିଶ୍ଚୟ ଘଟିବ।
ତେଣୁ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ମନୁଷ୍ଯପୁତ୍ରଙ୍କୁ ଉର୍ଦ୍ଧ୍ବକୁ(ବଧକରିବାକୁ) ଉଠାଇବ। ସେତବେେଳେ ମୁଁ ଯେ ସହେି ବ୍ଯକ୍ତି ତାହା ତୁମ୍ଭେ ବୁଝି ପାରିବ। ମୁଁ ନିଜେ ଯାହା କରୁଛି, ଏସବୁ ମାେ ନିଜ ଅଧିକାରରୁ କରୁ ନାହିଁ, ପରମପିତା ମାେତେ ଯାହା ଶିକ୍ଷା ଦଇେଛନ୍ତି ସହେି କଥା ଯେ କବଳେ ମୁଁ କହୁଛି, ଏହା ତୁମ୍ଭେ ପରେ ଜାଣି ପାରିବ।
ମୁଁ ଜଗତରୁ ଉର୍ଦ୍ଧ୍ବକୁ ଉତ୍ଥିତ ହବେି। ଯେତବେେଳେ ଏହା ଘଟିବ, ମୁଁ ସବୁ ଲୋକମାନଙ୍କୁ ମାେ ନିକଟକୁ ନଇେ ୟିବି।
ତୁମ୍ଭମାନେେ ସମସ୍ତେ ଏସବୁ ଦିଖିଛ ଓ ଏସବୁ ଯେ ନିରାଟ ସତ୍ଯ ତାହା ଜାଣିଛ। ଏହି ଯୀଶୁଙ୍କୁ ଇଶ୍ବର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭମାନେେ ଦୁଷ୍ଟମାନଙ୍କ ସାହାୟ୍ଯ ରେ ତାହାଙ୍କୁ କୃଶ ରେ ଚ଼ଢ଼ଇେ କଣ୍ଟା ବାଡ଼ଇେ ହତ୍ଯା କରିଦଲେ।
ଯେତବେେଳେ ହରେୋଦ, ପନ୍ତିୟ ପୀଲାତ, ଇଶ୍ରାୟେଲ ଅନ୍ୟ ଦେଶୀୟମାନେ ମିଳିତ ହାଇେ ଏହି ସହର ରେ ଜମା ହାଇେ ତୁମ୍ଭର ପବିତ୍ର ସବେକ ଯୀଶୁଙ୍କ ବିରୁଦ୍ଧ ରେ ଠିଆ ହେଲେ ସେତବେେଳେ ଏହା ପ୍ରକୃତ ରେ ସଫଳ ହେଲା। ସହେି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ।